ଆମ ଜିଲା ଖବର

ଜନସମ୍ପର୍କ ବାହାନାରେ ଶକ୍ତି ପ୍ରଦର୍ଶନ

ପୁରୀ ଅଫିସ, ୧୬ା୧୧: ବିଜେଡି ପକ୍ଷରୁ ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଏହିକ୍ରମରେ ଶେଷ ଦିନରେ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀରେ…

3 years ago

ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ କଟକ ବାଲିଯାତ୍ରା

କଟକ ଅଫିସ, ୧୫ା୧୧: ୩୫ ମିନିଟ୍‌ରେ ୨୨,୪୭୩ କାଗଜ ଡଙ୍ଗା ପ୍ରସ୍ତୁତ କରି ଗିନିଜ୍‌ ଓ୍ବାଲ୍ଡ ରେକର୍ଡସ୍‌ରେ ସ୍ଥାନ ପାଇଛି କଟକ ବାଲିଯାତ୍ରା। ଐତିହାସିକ କଟକ ବାଲିଯାତ୍ରା…

3 years ago

ମାମୁଘରୁ ମହାପ୍ରଭୁଙ୍କ ପାଇଁ ଆସିଲା ପଢ଼ୁଆଁ ଭାର

ପୁରୀ ଅଫିସ/ନିଆଳି,୧୫।୧୧(ଡି.ଏନ୍‌.ଏ.): ପ୍ରଥମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରକୁ ଆସିଛି ପଢ଼ୁଆଁ ଭାର । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ପାଇଁ ମଙ୍ଗଳବାର ପଢ଼ୁଆଁ ଭାର…

3 years ago

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଆଜି ବି ଚଢ଼ାଉ : ମିଳିଲା ଲକ୍ଷାଧିକ ଟଙ୍କା

ବାରିପଦା ଅଫିସ,୧୫।୧୧: ମୟୂରଭଞ୍ଜ ଜିଲା ଉଦଳା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନରେ ମଙ୍ଗଳବାର ଚଢ଼ାଉ ଜାରି ରହିଛି ।…

3 years ago

ପରିବର୍ତ୍ତନ ହେଲା ଧାନ ସଂଗ୍ରହ ତାରିଖ

ସମ୍ବଲପୁର,୧୫ା୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହ ଡିସେମ୍ବର ୨୫ ତାରିଖରେ ଆରମ୍ଭ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା। ହେଲେ ଏହାକୁ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୨୨ ତାରିଖଠାରୁ…

3 years ago

ଖସୁଛି ପାରଦ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି. ଉଦୟଗିରି,୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ୩ ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ…

3 years ago

ଗୋଟିଏ ଦିନ ବଢିଲା ବାଲିଯାତ୍ରା

କଟକ ଅଫିସ,୧୫।୧୧: ଐତିହାସିକ କଟକ ବାଲିଯାତ୍ରା ଗୋଟିଏ ଦିନ ବଢିଲା। ଏ ନେଇ ସିଏମ୍‌ସି ମେୟର ସୁବାସ ସିଂ ମଙ୍ଗଳବାର ସୂଚନା ଦେଇଛନ୍ତି। ବୁଧବାର ବାଲିଯାତ୍ରା ଶେଷ…

3 years ago

୨ ମହିଳାଙ୍କୁ ଆକ୍ରମଣ କଲା ଭାଲୁ

କେସିଙ୍ଗା,୧୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଦେଗାଁ ପଞ୍ଚାୟତ ଜାମଜୋର ଗାଁରେ ଧାନ କାଟିବାକୁ ଯାଇଥିବା ୨ ମହିଳା ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ଧାନ…

3 years ago

ସଫେଇ କର୍ମଚାରୀଙ୍କ କାମ ଛାଡ଼ ଆନ୍ଦୋଳନ

ଦେବଗଡ଼, ୧୫।୧୧: ଦେବଗଡ଼ ପୌର ପରିଷଦରେ କାର୍ଯ୍ୟରତ ସଫେଇ କର୍ମଚାରୀ ମଙ୍ଗଳବାର କାମ ଛାଡ଼ ଆନ୍ଦୋଳନ କରିଛନ୍ତି। ଫଳରେ ସହରର ମାର୍କେଟ, ବସ୍‌ଷ୍ଟାଣ୍ଡ ଭଳି ଜନଗହଳିପୂର୍ଣ୍ଣ ସ୍ଥାନ…

3 years ago

ଜିଲାପାଳଙ୍କ ଅଫିସ ଆଗରେ ପ୍ରତିବାଦ

କେନ୍ଦୁଝର,୧୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡ଼ିଶା ଅମଲା ସଂଘ ପକ୍ଷରୁ ପ୍ରସନ୍ନ ବେହେରାଙ୍କ ନେତୃତ୍ୱରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାର ବିଭିନ୍ନ ଅଞ୍ଚଳରୁ…

3 years ago