ଯାଜପୁର ଅଫିସ,୮ା୫: ସମଗ୍ର ଶିକ୍ଷା, ଯାଜପୁର ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଜାଲ୍ ପ୍ରମାଣପତ୍ର ଆଧାରରେ ଚାକିରି କରିଥିବା ୫ଜଣ ନକଲି ଶିକ୍ଷକଙ୍କ ତାଲିକା ପ୍ରକାଶ ହୋଇଛି।…
ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି।…
ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଅରଣପୁରରେ ଏପ୍ରିଲ୍ ୨୬ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ୧୧ ଜଣ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାରେ…
ନିରାକାରପୁର,୭।୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ଥଣ୍ଡା ବୋଝେଇ ଟ୍ରକ୍ ଓଲଟି ପଡିଥିଲା। ସୂଚନାଯୋଗ୍ୟ, ଥଣ୍ଡା ବୋଝେଇ…
ଟିକିରି,୭ା୫(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍ ରହଣୀ ଦାବି ନେଇ ଆନ୍ଦୋଳନ ତେଜୁଛି। ରବିବାରଠାରୁ ଟିକିରି ରେଲଓ୍ବେ ଷ୍ଟେଶନରେ…
ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।…
ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ…
ଦିଗପହଣ୍ଡି,୭।୫(ଡି.ଏନ.ଏ.): ଦିଗପହଣ୍ଡି ଥାନା ଅନ୍ତର୍ଗତ କୁଶପଡା ଗ୍ରାମରେ ଠାକୁରାଣୀ ଯାତ୍ରା ଚାଲିଥିବା ବେଳେ ପୋଲିସ ଗ୍ରାମର ବଡସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଜବତ କରିବା…
ଗଞ୍ଜାମ,୭ା୫(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ…
ରଣପୁର,୭ା୫(ସ୍ବ.ପ୍ର.): ଏବେ କିଛିଦିନ ହେଲା ରଣପୁର ଓ ଏହାର ଆଖପାଖ ଅଞ୍ଚଳରେ ଅସହ୍ୟ ଗରମ ସହିତ ପ୍ରବଳ ମାତ୍ରାରେ ଗ୍ରୀଷ୍ମ ପ୍ରବାହ ହେଉଛି। ସାଧାରଣ ଲୋକମାନଙ୍କୁ ଘରୁ…