ଆମ ଜିଲା ଖବର

‘ଦମନ’, ‘ଶେଷରାତି’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର

ପୁରୀ ଅଫିସ,୯ା୧: ଓଡ଼ିଶାର ପୁରାତନ ଚଳଚ୍ଚିତ୍ର ପତ୍ରିକା ‘ଚଳଚ୍ଚିତ୍ର ଜଗତ’ର ୪୭ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ରବିବାର ପୁରୀ ଟାଉନ ହଲରେ ଅନୁଷ୍ଠିତ…

3 years ago

ଚିଲିକାରେ ଜଳଦସ୍ୟୁଙ୍କ ଆକ୍ରମଣ, ଲୁଟ

ବାଲୁଗାଁ,୯।୧(ଡି.ଏନ୍‌.ଏ.): ଚିିଲିକାରେ ଜଳଦସ୍ୟୁଙ୍କ ଆତଙ୍କ ଯୋଗୁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ବିଳମ୍ବିତ ରାତ୍ରିରେ ଚିଲିକାରେ ମାଛ ମାରୁଥିବା ବାଲୁଗାଁ ଅଞ୍ଚଳର ୪ଜଣ ମତ୍ସ୍ୟଜୀବୀଙ୍କୁ…

3 years ago

ଡିଏମ୍‌ଡି ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରନ୍ତୁ

କଟକ ଅଫିସ,୯ା୧: ଡୁଚେନ ମସ୍‌କୁଲାର ଡିସ୍‌ଟ୍ରୋପି (ଡିଏମ୍‌ଡି) ରୋଗରେ ପୀଡ଼ିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେମାନଙ୍କ ଅଭିଭାବକ…

3 years ago

୨୮,୯୭୦ ପର୍ଯ୍ୟଟକ ନନ୍ଦନକାନନ ବୁଲିଲେ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ପାଗ ଭଲଥିବାରୁ ଚଳିତ ବର୍ଷ ଦ୍ବିତୀୟ ରବିବାରରେ ୨୮,୯୭୦ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଛନ୍ତି। ସେଥି ମଧ୍ୟରେ ଅଫ୍‌ଲାଇନରେ ୨୭୦୯ ଓ ଅନ୍‌ଲାଇନରେ ୧୮୧୯ ଜଣ…

3 years ago

ଷ୍ଟେଶନ ପ୍ଲାଟଫର୍ମରେ ପଡ଼ି ମହିଳା ମୃତ

ପୁରୀ ଅଫିସ,୯ା୧: ପୁରୀ ରେଲଓ୍ବେ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଷ୍ଟେଶନର ୬ନଂ. ପ୍ଲାଟଫର୍ମରେ ଠେଲାପେଲାରେ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ…

3 years ago

ଉଦ୍ଧାର ନାବାଳିକା ବର୍ଷେ ପରେ ଫେରିଲେ ନାଗାଲାଣ୍ଡ

ଖୋର୍ଦ୍ଧା ଅଫିସ,୯ା୧: ବର୍ଷେ ତଳେ ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ନାବାଳିକା ଖୋର୍ଦ୍ଧା ଜିଲା ପ୍ରଶାସନର ସହଯୋଗକ୍ରମେ ନିଜ ରାଜ୍ୟ ନାଗାଲାଣ୍ଡକୁ ଫେରିଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ,…

3 years ago

ନନ୍ଦନକାନନକୁ ଆସିଲା ଉଦ୍ଧାର ଗାଡ଼ଭାଲୁ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ଢେଙ୍କାନାଳ ଡିଭିଜନ କପିଳାସ ରେଞ୍ଜରୁ ଉଦ୍ଧାର ମାଈ ଗାଡ଼ଭାଲୁ ରବିବାର ଅପରାହ୍ନରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଭାଲୁର ଦେହ ଓ ଗୋଡ଼ରେ ଶକ୍ତ ଆଘାତ…

3 years ago

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି।…

3 years ago

ଢେଙ୍କାନାଳ ସୀମାରେ ନରହନ୍ତା ହାତୀ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ,୯ା୧: ଅନୁଗୋଳ ଜିଲା ଛେଳିଆପଡ଼ା, ଅଙ୍ଗାରବନ୍ଧ, ବାରସିଙ୍ଗା, ବଅଁରପାଳର ଗଡ଼ସନ୍ତ୍ରୀ ଅଞ୍ଚଳରେ ଆତଙ୍କ ସୃଷ୍ଟି କରି ୪ ଜୀବନ ନେଇଥିବା ନରହନ୍ତା ହାତୀ ଢେଙ୍କାନାଳମୁହଁା…

3 years ago

ଭିତରକନିକାରେ ୧,୮୫୨ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର,୯ା୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୬ ତାରିଖରେ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା…

3 years ago