ରାଉରକେଲା ଅଫିସ,୯ା୧: ରାଉରକେଲା ସହରକୁ ବିମାନସେବା ଆରମ୍ଭ ହେବାର ଦିନକ ପରେ ରବିବାର ସ୍ଥାନୀୟ ବିମାନ ବନ୍ଦରରୁ ଜଣେ ଯାତ୍ରୀଙ୍କଠାରୁ ୬ଟି ଗୁଳି ଧରାପଡିଛି। ଯାତ୍ରୀ ଜଣଙ୍କ…
ଜୟପୁର,୮।୧(ନି.ପ୍ର.): ଜୟପୁର ବିମାନବନ୍ଦରରୁ ଏଣିକି ସପ୍ତାହର ସବୁଦିନ ବିମାନ ଉଡ଼ିବ। ରବିବାର ମଧ୍ୟ ଭୁବନେଶ୍ୱର-ଜୟପୁର-ବିଶାଖାପାଟଣାକୁ ବିମାନ ଚଳାଚଳ କରିବ ବୋଲି ଇଣ୍ଡିଆ ଓ୍ବାନ୍ ଏୟାର ପକ୍ଷରୁ କୁହାଯାଇଛି।…
ଖପ୍ରାଖୋଲ,୮ା୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସଦର ମହକୁମା ଗାଁର ଜଣେ ଦାଦନ ଶ୍ରମିକ କାମ ପାଇଁ ଟ୍ରେନ ଯୋଗେ ଗତ ୫ତାରିଖ ମାଡ୍ରାସକୁ ଇଟା ଗଢିବା…
ସମ୍ବଲପୁର,୮ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ । ବିଗତ ବର୍ଷ…
କୋକସରା,୮।୧(ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳାରୁ ବଡପୋଡ଼ାଗୁଡାକୁ ସଂଯୋଗ କରୁଥିବା ରାସ୍ତା ବାଞ୍ଜିବାହାଲ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…
ଗୁଡ଼ଭେଲା,୮ା୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅଧୀନ ଜାମୁଟ, ରହେନମାଳ ଓ ତରଙ୍ଗମୁଣ୍ଡାରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ସକାଳେ ଏହିସବୁ ଗ୍ରାମର ଚାଷୀଙ୍କ…
ବୁଗୁଡ଼ା,୮ା୧(ଡି.ଏନ.ଏ.): ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ଯୌତୁକ ନିର୍ଯାତନା ଅଭିଯୋଗରେ ପୋଲିସ ଜଣେ ସ୍ବାମୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ଥାନା…
ପୁରୀ ଅଫିସ,୮।୧: ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ୧୦୧ତମ ଉତ୍କଳ ଆଗମନୀର ସ୍ମୃତି ମହୋତ୍ସବ ପୁରୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଚାର୍ଯ୍ୟଦେବଙ୍କ ଇଚ୍ଛାନୁକ୍ରମେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର…
ଗଞ୍ଜାମ,୮।୧:(ଡି.ଏନ.ଏ): ନୂଆ ବର୍ଷରେ ନିଜ ସ୍ତ୍ରୀଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୁକ୍ତ ସୱାମୀ ଲକ୍ଷ୍ମଣ ରେଡ୍ଡୀଙ୍କୁ ହୁମା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି l…
ଭବାନୀପାଟଣା,୮।୧(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭବାନୀପାଟଣା ସଦର ଥାନା ଅଧୀନ ବେଲାମାଲ ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍କୁ…