ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲା ଗସ୍ତ ଆଜି

ଛତ୍ରପୁର,୨୬।୩(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।…

4 years ago

ଅଭିନେତା ଶ୍ରୀତମ ଦାସଙ୍କ ମାତୃ ବିୟୋଗ

କଟକ ଅଫିସ,୨୬।୩: ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ ଶ୍ରୀତମ୍‌ ଦାସଙ୍କ ମା’ ସଂଯୁକ୍ତା ଦାସ(୭୪)ଙ୍କର ଶନିବାର ଅପରାହ୍ନ ପ୍ରାୟ ୫ଟା ୧୦ ମିନିଟ୍‌ରେ କଟକ କନିକା ଛକସ୍ଥିତ ବାସଭବନରେ…

4 years ago

ଯବାନ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି,୨୬।୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଶନିବାର ଗୁଳି ବିନିମୟ ହୋଇଛି। ବହୁପରିମାଣର ବିସ୍ଫୋରକ ସାମଗ୍ରୀ ପୋଲିସ ଜବତ କରିଛି। ଖବରରୁ ଜଣାପଡିଛି, ନାରାୟଣପୁର…

4 years ago

ନିର୍ଦ୍ଦିଷ୍ଟ ସମୟରେ ସୂଚନା ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୬।୩: ସୂଚନା ଅଧିକାର ଆଇନ (ଆର୍‌ଟିଆଇ)ରେ ମିଳୁନି ଜେଲ ସୂଚନା ପ୍ରସଙ୍ଗରେ ରାଜ୍ୟ ଗୃହ ବିଭାଗର ଜନସୂଚନା ଅଧିକାରୀଙ୍କ ଚିଠି ଆଧାରରେ ଜେଲ ନିର୍ଦ୍ଦେଶାଳୟର ପ୍ରଶାସନିକ…

4 years ago

ସାପକାମୁଡ଼ା ପରେ ବି ପରୀକ୍ଷା ଦେବାକୁ ଗଲେ ଛାତ୍ରୀ

ଆନନ୍ଦପୁର, ୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟର ଜଣେ ଯୁକ୍ତ ୨ ଛାତ୍ରୀ ସାପ କାମୁଡ଼ାର ଶିକାର ହେବା ପରେ ମଧ୍ୟ ପରୀକ୍ଷା ଦେବାକୁ କେନ୍ଦ୍ରକୁ ଯିବା…

4 years ago

ବାଲିଘାଟରେ ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୬।୩(ଡି.ଏନ୍‌.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁର ଗ୍ରାମର ଖରସ୍ରୋତା ନଦୀ ବାଲିଘାଟରୁ ବେଆଇନ ବାଲି ଚାଲାଣବେଳେ ଯାଜପୁର ଅତିରିକ୍ତ ତହସିଲଦାର ପ୍ରଗତିକା ଦାଶଙ୍କୁ…

4 years ago

ଶିକ୍ଷକ ନ ଆସିବାରୁ ୩୦ ଛାତ୍ରୀଛାତ୍ର ପରୀକ୍ଷାରୁ ବଞ୍ଚିତ

କୋରାପୁଟ/ ନାରାୟଣପାଟଣା, ୨୬।୩(ସ୍ବ.ପ୍ର./ ଡି.ଏନ.ଏ.) ଛାତ୍ରୀଛାତ୍ରଙ୍କୁ ସରକାରୀ ସ୍କୁଲମୁହାଁ କରିବାକୁ ୫-ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ବିଦ୍ୟାଳୟଗୁଡିକୁ ବହୁ ଅର୍ଥ ଯୋଗାଇ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ, ଖାଇବା…

4 years ago

ଚଳନ୍ତା ଟ୍ରେନ୍‌ ତଳେ ସେଲ୍ଫି ଷ୍ଟଣ୍ଟ୍‌

ଭବାନୀପାଟଣା,୨୬।୩(ସ୍ବ.ପ୍ର.): ବିପଦପୂର୍ଣ୍ଣ ସେଲ୍ଫି ଉଠାଇବା ନିଶା ଯୁବପିଢ଼ିଙ୍କୁ ଘାରିଛି। ଏଥିରେ ଜୀବନହାନି ହେଉଥିବାର ଅନେକ ନଜିର ରହିଥିଲେ ମଧ୍ୟ ସେମାନଙ୍କ ଉପରେ ପ୍ରାୟତଃ ପ୍ରଭାବ ପଡ଼ୁନାହିଁ। ଏହା…

4 years ago

ବଲାଙ୍ଗୀରରେ କାରବାର, ୟୁପିରୁ ନିୟନ୍ତ୍ରଣ

ବଲାଙ୍ଗୀର ଅଫିସ, ୨୬।୩: ବଲାଙ୍ଗୀର ଜିଲା ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କେତେଜଣ ପ୍ରାର୍ଥୀ ଜାଲ୍‌ ସାର୍ଟିଫିକେଟ୍‌ ଦେଇଥିବା ସନ୍ଦେହ କରି ଡାକ ଅଧୀକ୍ଷକ…

4 years ago

କେନ୍ଦୁଝର ଓକିଲ ସଂଘ ନିର୍ବାଚନ: ଆଶିଷ ସଭାପତି, ସଞ୍ଜିତ ସମ୍ପାଦକ

କେନ୍ଦୁଝର,୨୫ା୩(ସ୍ବ.ପ୍ର.): ଶନିବାର କେନ୍ଦୁଝର ଜିଲା ଓକିଲ ସଂଘ ନିର୍ବାଚନ ଶାନ୍ତିପୂର୍ଣ୍ଣ ସହ ଶେଷ ହୋଇଛି।  ସଭାପତି ଭାବରେ ପୂର୍ବତନ ସଭାପତି ଆଶିଷ ଚକ୍ରବର୍ତ୍ତୀ ପୁନର୍ବାର ଜିତିଥିବା ବେଳେ…

4 years ago