ଆମ ଜିଲା ଖବର

ସଙ୍ଗୀତଜ୍ଞ ମିହିର ଦାସଙ୍କ ପରଲୋକ

ବାରିପଦା ଅଫିସ,୨୪ା୩: ବିଶିଷ୍ଟ ସଂଗୀତଜ୍ଞ ମିହିର ଦାସ(୭୦)ଙ୍କର ଗୁରୁବାର ମୟୂରଭଞ୍ଜ ଜିଲା ବାରିପଦାର ପୁରୁଣା ହାଟସାହିସ୍ଥିତ ବାସଭବନରେ ପରଲୋକ ଘଟିଛି। ସେ ଏକଧାରାରେ ସୁନାମଧନ୍ୟ ସଂଗୀତଜ୍ଞ, ସଂଯୋଜକ…

4 years ago

ଶହୀଦଙ୍କ ପ୍ରତିମୂର୍ତ୍ତି ପ୍ରତି ଅପମାନ

ଚଣ୍ଡିଖୋଲ,୨୪ା୩(ଡି.ଏନ.ଏ.): ଗୁରୁବାର ଥିଲା ଶହୀଦ ଭଗତ ସିଂହଙ୍କ ବଳିଦାନ ଦିବସ। ଉକ୍ତ ଦିବସରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାକୁ ଉଦୀୟମାନ ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ବଡ଼ଚଣା ବ୍ଲକ୍‌…

4 years ago

ବଢ଼ିଚାଲିଛି ଚୋରା ମଦ କାରବାର

ବ୍ରହ୍ମବରଦା,୨୪ା୩(ଡି.ଏନ୍‌.ଏ.): ବ୍ରହ୍ମବରଦା ଥାନା ଅଞ୍ଚଳର ବହୁ ଗ୍ରାମରେ ବେଧଡ଼କ ଭାବେ ଚାଲିଛି ଚୋରା ମଦ କାରବାର। ବିଶେଷକରି ବ୍ରହ୍ମବରଦା ପଞ୍ଚାୟତରେ ୨ ସରକାରୀ ମଦ ଦୋକାନ ଥିବା…

4 years ago

ଦାନଗଦିର ଅପପୁଷ୍ଟି ପୀଡ଼ିତ ଶିଶୁ

କଟକ ଅଫିସ,୨୪ା୩: ଯାଜପୁର ଜିଲା ଦାନଗଦି ବ୍ଲକ ଅନ୍ତର୍ଗତ ରଣାଗୁଣ୍ଡି ପଞ୍ଚାୟତ ଘାଟିସାହିର ୨ ଶିଶୁ ଅପପୁଷ୍ଟିର ଶିକାର ହୋଇ କଟକ ଶିଶୁଭବନରେ ଚିକିତ୍ସିତ ହେଉଛନ୍ତି। ସେମାନେ…

4 years ago

ବିଦ୍ୟାଳୟ ପରିଚାଳନା କମିଟି ଗଠନରେ ଅନିୟମିତତା ଘଟଣା: କମିଟିକୁ ବୈଧ ଘୋଷଣା କଲେ ବିଇଓ

ରସୁଲପୁର,୨୪ା୩(ଡି.ଏନ.ଏ.): ରସୁଲପୁର ବ୍ଲକ କଲଣ ପଞ୍ଚାୟତସ୍ଥିତ ମଧୁପୁର ସରକାରୀ ରୂପାନ୍ତରଣ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ଗଠନରେ ଅନିୟମିତତା ଘଟଣା ଏବେ ପୁଣି ଚର୍ଚ୍ଚାରେ। ବିଦ୍ୟାଳୟ ପକ୍ଷରୁ…

4 years ago

ବଟି ଆଦାୟ ଅଣାୟତ୍ତ

ଯାଜପୁର ଅଫିସ,୨୪ା୩: ଯାଜପୁର ଜିଲାର ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ବ୍ୟାପକ ଦୁର୍ନୀତି ଚାଲିଛି। କର୍ମଚାରୀମାନେ ଦୀର୍ଘଦିନ ହେଲା ରହି ବେସରକାରୀ ଏଜେଣ୍ଟଙ୍କ ଜରିଆରେ ବେଆଇନ…

4 years ago

ମହାନଦୀରେ ବୁଡ଼ି ଚାଲିଗଲା ଜୀବନ

ବୌଦ୍ଧ, ୨୩।୩(ସ୍ବ.ପ୍ର): ବୌଦ୍ଧ ସହରର ଚନ୍ଦ୍ରଚୂଡ ଘାଟରେ ମହାନଦୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଚନ୍ଦ୍ରଚୂଡଘାଟକୁ ଜଣେ ଯୁବକ ଗାଧୋଇବାକୁ ଯାଇଥିବାବେଳେ ସେ ପାଣିରେ…

4 years ago

ଗୁଳି ବିନିମୟ ବେଳେ ୫ ମାଓବାଦୀଙ୍କୁ ଧରିଲା ପୋଲିସ

ମାଲକାନଗିରି,୨୩।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟ ବେଳେ ଛତ୍ରଭଙ୍ଗ ଦେଉଥିବା ମାଓବାଦୀମାନଙ୍କ ମଧ୍ୟରୁ ପୋଲିସ ୫…

4 years ago

ଅନାଥ ଭଉଣୀଭାଇଙ୍କୁ କୋଳେଇ ନେଲେ ଆମେରିକୀୟ ଦମ୍ପତି

ଚଣ୍ଡିଖୋଲ/ଛତିଆ,୨୩ା୩(ଡି.ଏନ୍‌.ଏ.): ମାତାପିତାଙ୍କୁ ହରାଇ ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବୁଢ଼ାକେନ୍ଦୁଆ ସ୍ଥିତ ଶିଶୁ ଯତ୍ନଗୃହ (ନେଶନ)ରେ ରହୁଥିବା ଭଉଣୀଭାଇ ଝରଣା ଗଗରାଇ(୧୧) ଓ ବାଦଲ ଗାଗରାଇ(୯)ଙ୍କୁ…

4 years ago

ଦୀର୍ଘ ଦିନର ଦାବି ପରେ ମିଳିଲା ରାଜସ୍ବ ଗ୍ରାମ ମାନ୍ୟତା

କୋକସରା,୨୩।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନ ଆମପାଣି ପଞ୍ଚାୟତ ପାତ୍ରବସା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିିଛି। ପୂର୍ବରୁ ଉକ୍ତ ଗ୍ରାମ…

4 years ago