ଆମ ଜିଲା ଖବର

ମହଙ୍ଗା ପଡ଼ିଲା ଦଳ ବିରୋଧୀ ମନ୍ତବ୍ୟ

ବନ୍ତ,୨୨ା୩(ଡି.ଏନ୍‌.ଏ.): ଦଳ ବିରୋଧୀ ମନ୍ତବ୍ୟ ମହଙ୍ଗା ପଡ଼ିଲା। ଦଳରୁ ବିଦା ହେଲେ ବିଜେଡିର ୩ ବରିଷ୍ଠ ନେତା। ଭଦ୍ରକ ଜିଲା ବନ୍ତ ବ୍ଲକ ବିଜେଡିର ବରିଷ୍ଠ ନେତା…

4 years ago

ଖରସ୍ରୋତାର ଦୁର୍ବଳ ନଦୀବନ୍ଧ ହାଣି ଗୋଡ଼ା ନିର୍ମାଣ

ଯାଜପୁର ସଦର,୨୨।୩(ଡି.ଏନ.ଏ.): ଯାଜପୁର ବ୍ଲକ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତର କଳସପୁର ବାଲିଘାଟକୁ ସଂଯୋଗ କରୁଥିବା ରାସ୍ତା ଖରସ୍ରୋତା ନଦୀବନ୍ଧକୁ ଲାଗିଛି। ତେଣୁ ଉକ୍ତ ଘାଟରୁ ବାଲି ପରିବହନ…

4 years ago

କ୍ଷତିପୂରଣ ପାଇଲେନି ଚାଷୀ

ଯାଜପୁର ଅଫିସ,୨୨।୩: ଯାଜପୁର ଜିଲାର ଅନ୍ୟତମ ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ଉନ୍ନୟନ କାର୍ଯ୍ୟରେ ୧୦୦ରୁ ଊର୍ଦ୍ଧ୍ୱ ପ୍ରଜା କ୍ଷତିଗ୍ରସ୍ତ ହେଉଛନ୍ତି। ୧୯୩୨ରୁ ରାଜାଙ୍କଠାରୁ ପଟ୍ଟା…

4 years ago

ମଣ୍ଡିରେ ପଡ଼ି ରହିଛି ଚାଷୀଙ୍କ ଧାନ

କେନ୍ଦ୍ରାପଡ଼ା ଅଫିସ, ୨୨।୩: କେନ୍ଦ୍ରାପଡ଼ା ଜିଲାର ଧାନମଣ୍ଡିରେ ଏବେ ଭିଡ ଅଧିକ ହୋଇଛି। ସରକାରୀ ମଣ୍ଡି ବନ୍ଦ ହେବାକୁ ମାର୍ଚ୍ଚ ମାସର ହାତଗଣତି ଦିନ ବାକି ରହିଥିବାରୁ ଚାଷୀ…

4 years ago

ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ସ୍ବତନ୍ତ୍ର ଶିକ୍ଷକ

ରସୁଲପୁର,୨୨।୩(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନରେ ୨୫୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ରହିଛି। ସେଥିମଧ୍ୟରୁ ୧୧୫ଟି ବିଦ୍ୟାଳୟରେ ୨୪୦ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଅଧ୍ୟୟନରତ ଅଛନ୍ତି। ହେଲେ ସେସବୁ ବିଦ୍ୟାଳୟଗୁଡ଼ିକରେ…

4 years ago

ସମୁଦ୍ର କୂଳରେ ପଡ଼ିଛି ସି ଅର୍ଚ୍ଚିନ ନାମକ ମୃତ ଶୈବାଳ

ପାରାଦୀପ,୨୨।୩(ସ୍ବ.ପ୍ର.): ପାରାଦୀପ ବତିଘର ସୀମା ସମୁଦ୍ର କୂଳରେ ୨ ଦିନ ହେବ ଏକ ଭିନ୍ନ ପ୍ରକାରର ସାମୁଦ୍ରିକ ଶୈବାଳ ମରି ପଡ଼ିଛି। ପୋଷାକରେ ଲାଗୁଥିବା ବୋତାମ ପରି…

4 years ago

୩ ଶିକ୍ଷକ ନିଲମ୍ବିତ

ବାରିପଦା ଅଫିସ,୨୨।୩: ମାଟ୍ରିକ୍‌ ପରୀକ୍ଷା ପରିଚାଳନାରେ ତ୍ରୁଟି କାରଣରୁ ମୟୂରଭଞ୍ଜ ଜିଲାର ୩ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ପରୀକ୍ଷା ଚାଲୁଥିବା ସମୟରେ ଜିଲା ସହକାରୀ ଶିକ୍ଷା ଅଧିକାରୀ…

4 years ago

ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୨।୩: ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣସଂଗଠିତ କର୍ମଚାରୀଙ୍କୁ ଚିହ୍ନଟ କରିବା ନେଇ ଆଗତ ମାମଲାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି ଗଠନ…

4 years ago

ମାର୍ଶାଘାଇରେ କାଳବୈଶାଖୀର ତାଣ୍ଡବ

ମାର୍ଶାଘାଇ,୨୨।୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୨ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାଳବୈଶାଖୀର ତାଣ୍ଡବ ସାଙ୍ଗକୁ କୁଆପଥର ବର୍ଷା ହୋଇଯାଇଛି। ପ୍ରବଳ ପବନ…

4 years ago

ରାଜ୍ୟ ସରକାର ଜବାବ ଦାଖଲ କଲେ

କଟକ ଅଫିସ,୨୨।୩  ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସମସ୍ତ ସଦସ୍ୟ ପଦବୀ ଖାଲି ପଡ଼ିବା ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ଜବାବ…

4 years ago