ଆମ ଜିଲା ଖବର

ଅବକାରୀ ହେପାଜତରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ଭାଇ

ଚୌଦ୍ୱାର,୨୨।୧୨(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ଗ୍ରାମର ଶରତ ପ୍ରଧାନ ମଙ୍ଗଳବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା କୁମାରପୁର-ବଳିପୁର ରାସ୍ତାରେ ଠିଆହୋଇଥିଲେ। ଏହି ସମୟରେ ଅବକାରୀ ବିଭାଗର ପାଟ୍ରୋଲିଂ…

4 years ago

ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ

ବେଗୁନିଆପଡ଼ା,୨୧।୧୨(ଡି.ଏନ.ଏ.): ପୁଣି ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ। ଚୋରା ମଦ କାରବାର ଉପରେ ଚଢାଉ କରି ପୁଣି ଥରେ ମଦ ବେପାରୀଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଅବକାରୀ କର୍ମଚାରୀ।…

4 years ago

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ

ଗଞ୍ଜାମ,୨୧ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସହରରେ ନୂତନ ଭାବେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ମିଶନ ଶକ୍ତି ଗୃହ,…

4 years ago

୧୪ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): ପୋଲିସ ଓ ଅବକାରୀ ବିଭାଗର ମିଳିତ ପ୍ରୟାସରେ ପୁଣି ନଷ୍ଟ ହୋଇଛି ୧୪କୋଟି ଟଙ୍କାର ବେଆଇନ ଗଞ୍ଜେଇ ଗଛ। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା…

4 years ago

ଭିଜିଲାନ୍ସ ଜାଲରେ କୋଟିପତି ରେଞ୍ଜର

ଭବାନୀପାଟଣା,୨୧।୧୨(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କେଗାଁ ରେଞ୍ଜର କେଶବ ମାଝି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳେ କେସିଙ୍ଗା ଓମ ନଗରପଡାସ୍ଥିତ ବାସ ଭବନ,…

4 years ago

କାର୍‌-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଆହତ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ତୁମୁଡ଼ିବନ୍ଧ ଥାନା ମାଲିପଡ଼ା ଅଞ୍ଚଳର ଜିହୁଦା ପରାସେଠ୍‌…

4 years ago

ଗାଁରେ ପହଞ୍ଚିଲା ଗୋବିନ୍ଦ ସାହୁଙ୍କ ମୃତଦେହ

ଭବାନୀପାଟଣା,୨୧ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର କଣ୍ଟାବାଞ୍ଜି ସବଜେଲ…

4 years ago

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମାର୍ଶାପାଳଠାରେ ଏଲିଫ୍ୟାଣ୍ଟ କରିଡର ଯୋଜନାରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରେ ରଙ୍ଗ ଲଗାଉଥିବା ସମୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି…

4 years ago

ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି।…

4 years ago

ମରାମତିରେ ଚାଲିଛି ୧୩୩ ବର୍ଷର ପୁରୁଣା ବିଦ୍ୟାଳୟ

ରାଇକିଆ,୨୧ା୧୨(ଡି.ଏନ୍‌.ଏ.): ଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଶିକ୍ଷାଦାନଠାରୁ ଆରମ୍ଭ କରି ଭିତ୍ତି ଭୂମି ପର୍ଯ୍ୟନ୍ତ ଯଥା ସମ୍ଭବ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ…

4 years ago