ବ୍ରହ୍ମପୁର ଅଫିସ,୨୦ା୧୨: ବ୍ରହ୍ମପୁର ଏସ୍ପି ଡ. ଶ୍ରବଣା ବିବେକ ଏମ୍ଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ…
ବଲାଙ୍ଗିର ଅଫିସ/ଭବାନୀପାଟଣା(ସ୍ବ.ପ୍ର.),୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍ ଶୌଚାଳୟରେ…
ଗୋପାଳପୁର,୨୦ା୧୨(ଡି.ଏନ.ଏ.): ପର୍ଯ୍ୟଟନ ମାନଚିତ୍ରରେ ଗୋପାଳପୁରର ସ୍ଥାନ ସ୍ବତନ୍ତ୍ର। ଏଠାକୁ ବିଭିନ୍ନ ସମୟରେ ବହୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ଏକ ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ ଲାଗି…
ବାଲେଶ୍ୱର ଅଫିସ,୨୦।୧୨: ବାଲେଶ୍ୱର ଜିଲା ସ୍ବାସ୍ଥ୍ୟ ପ୍ରଶାସନ ସହଯୋଗିତାରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଅଭିଯାନ ସହ ଯୋଡ଼ି ହୋଇଛି ସୁବର୍ଣ୍ଣରେଖା ପୋର୍ଟ ପ୍ରାଇଭେଟ୍ ଲିମିଟେଡ୍ (ଏସ୍ପିପିଏଲ୍)। ଜିଲାପାଳ…
ପାରଳାଖେମୁଣ୍ଡି,୨୦ା୧୨(ଗିରିଧାରୀ ପରିଚ୍ଛା): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗଜପତିର ଗଣ୍ଡାହାତୀ ଜଳପ୍ରପାତ। ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ରହିଛି ସ୍ବତନ୍ତ୍ର ମାନ୍ୟତା। ଯେଉଁଠି ପ୍ରକୃତି ଅଜାଡ଼ି ଦେଇଛି…
ବାରିପଦା ଅଫିସ,୨୦ା୧୨: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱ ବିଦ୍ୟାଳୟରେ ତ୍ରୁଟିପୂର୍ଣ୍ଣ ମାର୍କିଂକୁ ନେଇ ପୁନର୍ବାର ଛାତ୍ର ଅଶାନ୍ତି ଦେଖାଦେଇଛି। ପ୍ରତିଶ୍ରୁତି ମୁତାବକ ସମାଧାନ…
ବାରିପଦା ଅଫିସ,୨୦।୧୨: ଆଦିବାସୀ ଭାଷା ଓ ଲିପି ଶିକ୍ଷକଙ୍କୁ ନିୟମିତ କରିବା ଦାବିରେ ମଙ୍ଗଳବାର ମିଳିତ ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲା ବନ୍ଦ…
ବାଲେଶ୍ୱର ଅଫିସ,୨୦।୧୨: ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଗସ୍ତରେ ଆସିବେ। ବିଭିନ୍ନ ବିଭାଗର ଉନ୍ନତିମୂଳକ କାର୍ଯ୍ୟର ଉଦ୍ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।…
ହାଟଡିହୀ,୨୦।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳା ସଂସ୍କୃତି ସଂଘକୁ ଆସିଥିବା ଅନୁଦାନ ଏବଂ ଉକ୍ତ ଅନୁଦାନର ଖର୍ଚ୍ଚରୁ ୨୦୦ ଟଙ୍କାର ହିସାବ ମିଳୁନି। ଖର୍ଚ୍ଚ ସମ୍ପର୍କିତ…
ପଟ୍ଟାଙ୍ଗି,୨୦।୧୨(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାଠାରୁ ୨କିମି ଦୂରରେ ଏକ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତହୋଇ ପଡି ରହିଥିଲା। ଘଟଣାର ୩ ଦିନ ପରେ…