ଆମ ଜିଲା ଖବର

ଅନିୟମିତତା ପରେ କାର୍ଯ୍ୟାନୁଷ୍ଠାନ

ପୁରୀ ଅଫିସ୍‌/ନିମାପଡ଼ା/କାକଟପୁର(ଡି.ଏନ୍‌.ଏ),୧୪।୩:ଚଳିତ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ଅବଲମ୍ବନ, ଛାତ୍ରୀଛାତ୍ର ଚାପମୁକ୍ତ ହୋଇ ଅବାଧରେ ଶାନ୍ତି ଶୃଙ୍ଖଳାର ସହ ପରୀକ୍ଷା ଦେବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ…

4 years ago

ମାଷ୍ଟର ପ୍ଲାନ୍‌ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା ଅଫିସ, ୧୪ା୩:ମାତ୍ର ୧୪ଟି ଗଁାକୁ ନେଇ ୧୫୪ ବର୍ଷ ପୂର୍ବେ କେନ୍ଦ୍ରାପଡ଼ା ପୌରାଞ୍ଚଳ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ…

4 years ago

ଟ୍ରେକରରେ ଯାତ୍ରୀ ପରିବହନ, କାର୍ଯ୍ୟାନୁଷ୍ଠାନ ଶୂନ

ପଟ୍ଟାମୁଣ୍ଡାଇ,୧୪ା୩(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଟ୍ରେକରରେ ଯାତ୍ରୀ ପରିବହନ ହେଉଛି। ରାସ୍ତାରେ ଗଡୁଥିବା ଟ୍ରେକରଗୁଡ଼ିକ ବିନା କାଗଜପତ୍ରରେ ଚାଲୁଥିବା ଅଭିଯୋଗ ହେଉଛି। ଟ୍ରେକରରେ ଯାତାୟତ କରୁଥିବା ଯାତ୍ରୀଙ୍କ ସୁରକ୍ଷା ପ୍ରତି…

4 years ago

ଜଳାଶୟ ଶୁଖୁଛି, ବଢ଼ୁଛି ଜଳ ସଙ୍କଟ

ପଟ୍ଟାମୁଣ୍ଡାଇ, ୧୪ା୩(ସ୍ବ.ପ୍ର.):ମାର୍ଚ୍ଚ ଆରମ୍ଭରୁ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ ଏହାର ପ୍ରତିକାର ପାଇଁ ଚିନ୍ତା କରାଯାଉନାହିଁ। ବ୍ୟାପକ ବୃକ୍ଷରୋପଣ, ଜଳାଶୟ ପୁନରୁଦ୍ଧାର…

4 years ago

ମହାନଦୀ ସଂଲଗ୍ନ ଜମିରୁ ଚାଲିଛି ମାଟି ଖନନ

ପାରାଦୀପ,୧୪।୩(ସ୍ବ.ପ୍ର.):ପାରାଦୀପ ବାହାକୁଦ ଘାଟରୁ ନୂଆଗଡ ପଞ୍ଚାୟତ ଚଉମୁହାଣି ପର୍ଯ୍ୟନ୍ତ ମହାନଦୀ ସଲଗ୍ନ ଜମିରୁ କିଛି ଦିନ ହେବ ବିପୁଳ ପରିମାଣର ମାଟି ଖନନ କରାଯାଇ ବିକ୍ରି ହେଉଛି।…

4 years ago

ବିନା ଅନୁମତିରେ ଇଟା ପୋଡ଼ା ଚାଲିଛି

ନାଉଗାଁ,୧୪ା୩(ସ୍ବ.ପ୍ର.):ନାଉଗାଁ ତହସିଲ ଅଧୀନରେ ସରକାରୀ ନିୟମକୁ ଖୋଲା ଉଲ୍ଲଂଘନ କରାଯାଇ ଇଟା ପୋଡ଼ା ଚାଲିଛି। ମାତ୍ର ଏନେଇ ପ୍ରଶାସନ ନୀରବଦ୍ରଷ୍ଟ୍ରା ସାଜିଛି। ସରକାରୀ ନିୟମାନୁସାରେ ଇଟା ଭାଟିରେ ପୋଡିବା…

4 years ago

ନାଳିଆ ଘାସ ବୃତ୍ତିଧାରୀଙ୍କୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୩:ନାଳିଆ ଘାସରେ ତିଆରି ଟୋକେଇ, ପାଛିଆ, ନାଳିଆ, ସେର, କୁଞ୍ଚା, ମାଣ, ଟୁକୁଲି ଆଦି ପ୍ରତ୍ୟେକଙ୍କ ଘରେ ପରିଚିତ। ପ୍ରାୟ ୫୦ବର୍ଷ ଧରି ଏହି…

4 years ago

ପରିତ୍ୟକ୍ତ କୂଅରୁ ଆଇନଜୀବୀଙ୍କ ମୃତଦେହ ମିଳିଲା

କଟକ ଅଫିସ,୧୪ା୩:କଟକ ବିଡ଼ାନାସୀ ଥାନା ଅନ୍ତର୍ଗତ ବିଡ଼ାନାସୀ ନୂଆସାହିର ଏକ ପରିତ୍ୟକ୍ତ କୂଅରୁ ସୋମବାର ଜଣେ ଆଇନଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ପୁରୀଘାଟ…

4 years ago

୨୦୨୪ରୁ ଆଦର୍ଶ ଗୁରୁକୁଳରେ ପାଠପଢ଼ା

ପୁରୀ ଅଫିସ, ୧୪ା୩:ମାଟିତୋଟା ଅଞ୍ଚଳରେ ପ୍ରସ୍ତାବିତ ଆଦର୍ଶ ଗୁରୁକୁଳରେ ଖୁବ୍‌ଶୀଘ୍ର ସେବାୟତ ପରିବାରର ବିଦ୍ୟାର୍ଥୀମାନେ ପାଠ ପଢ଼ିବେ। ଏ ନେଇ ପୂର୍ବରୁ ବିର୍ଲା ଫାଉଣ୍ଡେଶନ ସହ ଏମ୍‌ଓୟୁ…

4 years ago

ଯୁକ୍ତ୨ ପାସ୍‌ କରାଇବା ନାଁରେ ଟଙ୍କା ଠକେଇ

ବାଲେଶ୍ୱର ଅଫିସ, ୧୪ା୩:ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମାର୍କ ବଢ଼ାଇବା ଓ ପାସ୍‌ କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଲକ୍ଷ ଟଙ୍କା ଲୁଟୁଥିବା ବାଲେଶ୍ୱର ସଦର ଥାନା…

4 years ago