ଆମ ଜିଲା ଖବର

କାର୍‌ରେ ନେଉଥିଲେ ୭ ମେଣ୍ଢା, ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ଚୋର

କଣ୍ଟାପଡ଼ା,୭ା୧୨(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅଧିକାଂଶ ଅଞ୍ଚଳରୁ ଛେଳି ମେଣ୍ଢା ଚୋରି ହୋଇ ଆସୁଥିଲା। ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଗତ…

4 years ago

ପଦ୍ମପୁର ଉପନିର୍ବାଚନ: ଗୁରୁବାର ଆସିବ ଫଳାଫଳ

ପଦ୍ମପୁର,୭।୧୨(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନର ଫଳାଫଳ ଗୁରୁବାର ଆସିବ। ଏଥିପାଇଁ ଗୁରୁବାର ସକାଳ ୮ଟାରୁ ପଦ୍ମପୁର ଆର୍‌ଏମ୍‌ସି ଗୋଦାମରେ ଭୋଟ ଗଣତି ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ସବୁପ୍ରକାର…

4 years ago

ଗଛକୁ ଧକ୍କା ଦେଲା ବାଇକ୍‌, ଚାଳକ ମୃତ

ଦିଗପହଣ୍ଡି,୭।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୈତନ୍ୟପୁର କୁକୁଡାଫାର୍ମ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏହି ଦୂର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ…

4 years ago

ହୋଟେଲରେ ଲାଗିଲା ନିଆଁ

ଯାଜପୁର ଅଫିସ,୭।୧୨: ଯାଜପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସାମ୍ନାରେ ଥିବା ଏକ ରୁଚିକା ହେଟେଲରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ…

4 years ago

ହଷ୍ଟେଲ ସମସ୍ୟାକୁ ନେଇ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟକୁ ଘେରିଲେ ଛାତ୍ର

କେନ୍ଦୁଝର,୭।୧୨(ସ୍ବ.ପ୍ର.): କେନ୍ଦୁଝର ସ୍ଥିତ ଧରଣୀଧର ସୟଂଶାସିତ ବିଦ୍ୟାଳୟର ଫକୀର ମୋହନ ଛାତ୍ରବାସର ଛାତ୍ରମାନେ ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଘେରାଉ…

4 years ago

ସୁରକ୍ଷା ବ୍ୟବସ୍ଥା ସମ୍ପର୍କିତ ମକ୍‌ଡ୍ରିଲ୍‌

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ମଙ୍ଗଳବାର ବିପଦପୂର୍ଣ୍ଣ ସମୟରେ ପ୍ରସ୍ତୁତି ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଅନସାଇଡ୍‌…

4 years ago

ଗୋରୁ ସହିତ ଦୁଇଟି ବେଆଇନ କଣ୍ଟେନର ଜବତ, ମାଫିଆ ଫେରାର

କେନ୍ଦୁଝର,୭।୧୨(ସ୍ବ.ପ୍ର): କେନ୍ଦୁଝରରେ ସତନ୍ତ୍ର ଟାସ୍କ ଫୋର୍ସ ଉପରକୁ ଗୁଳି ଚଳାଇ ତିନି କଣ୍ଟେନର ଧରି ଗୋରୁ ମାଫିଆ ଫେରାର ହୋଇ ଯାଉଥିବା ବେଳେ ଦୁଇଟି କଣ୍ଟେନର ଧରାପଡିଛି…

4 years ago

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଦେବଗଡ,୭।୧୨(ଡି.ଏନ୍‌.ଏ.): ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତରା ଥାନା ଅନ୍ତର୍ଗତ ଟାଇଁସର ଗ୍ରାମରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

4 years ago

ଆନ୍ଦୋଳନରେ ଆଗୁଆ, ମତଦାନରେ ପଛୁଆ

ବରଗଡ଼ ଅଫିସ୍‌,୭।୧୨:  ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଶେଷ ହୋଇଛି। ଏହି ନିର୍ବାଚନ ମଣ୍ଡଳୀରେ ଏଥର ରେକର୍ଡ଼ ସଂଖ୍ୟକ ମତଦାନ ହୋଇଛି। ବିଗତ…

4 years ago

ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିକ୍ଷୋଭ

ସମ୍ବଲପୁର,୭।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ୫୫ନଂ. ଜାତୀୟ ରାଜପଥ ନିର୍ମାଣ କରୁଥିବା ଠିକା ସଂସ୍ଥା ଅଗ୍ରୱାଲ କନଷ୍ଟ୍ରକଶନ (ଏଆଇପିଏଲ୍‌)ର ଯୁଯୁମୁରା ଥାନା ଗଡଗଡବାହାଲ କ୍ୟାମ୍ପ ପରିସରରେ ୪ ଜଣ ଅଣଓଡିଆ…

4 years ago