କଟକ ଅଫିସ,୨୭ା୨:ଓଡ଼ିଶା ରାଜ୍ୟ ବାର୍ କାଉନ୍ସିଲ ନିର୍ବାଚନ ଆସନ୍ତା ଏପ୍ରିଲ ୧୫ରେ ଅନୁଷ୍ଠିତ ହେବ। କାଉନ୍ସିଲ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ…
କେନ୍ଦ୍ରାପଡ଼ା ଅଫିସ, ୨୭ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯୮ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବର୍ଜ୍ୟବସ୍ତୁରୁ ସମ୍ପଦ ସହ ସ୍ବଚ୍ଛତା ଅଭିଯାନ…
ପୁରୀ ଅଫିସ, ୨୭ା୨:ଆସନ୍ତା ମାର୍ଚ୍ଚ ୧ତାରିଖରେ ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂତନ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ।…
ଆନନ୍ଦପୁର,୨୭।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଦେଖାଯାଇଛି। ସଞ୍ଜ ହେଲେ ପଲ ପଲ ହୋଇ ଭାଲୁ ଗଁାକୁ…
ଦେବଗଡ଼,୨୬।୨(ଡି.ଏନ୍.ଏ.): ଦେବଗଡ଼ ଥାନା ବଳମ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମାଲ ବୋଝେଇ ଟ୍ରକ ଧକ୍କାରେ ଜଣେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା…
ବ୍ରହ୍ମପୁର ଅଫିସ,୨୬ା୨: ଅନ୍ଲାଇନରେ ମୋବାଇଲ ଅର୍ଡର କରି ବ୍ରହ୍ମପୁରର ଜଣେ ଯୁବକ ହଟହଟ୍ଟା ହୋଇଛନ୍ତି। ଅସଲି ମୋବାଇଲ ବଦଳରେ ତାଙ୍କୁ ସମ୍ପୃକ୍ତ ସଂସ୍ଥା ପକ୍ଷରୁ ଏକ ନକଲି…
କୋକସରା,୨୬।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ୍ ୱେକୁ ଆସନ୍ତା ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବାର…
ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା…
ଆନନ୍ଦପୁର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଲୋକଙ୍କୁ ନାକେଦମ୍ କରିଛି। ବରାଙ୍ଗ ସଂରକ୍ଷିତ ଜଙ୍ଗଲରୁ ସଞ୍ଜ…
ବରଗଡ଼ ଅଫିସ,୨୬।୨: ବରଗଡ଼ ସହର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଗୁରୁତର ଆହତ ହେବା ଘଟଣାରେ…