କୋଣାର୍କ୨୬।୨(ଡି.ଏନ୍.ଏ.): କୋଣାର୍କ-ପୁରୀ ବେଳାମାର୍ଗ ନିକଟ ରାମଚଣ୍ଡୀ ପୀଠରେ ରାଜସ୍ଥାନର ହରକ୍ୟୁଲିନ୍ ପକ୍ଷରୁ ଟ୍ରାଇଆଥ୍ଲୋନର ଶନିବାର ସୁଇମିଂ ପ୍ରତିଯୋଗିତା ଚାଲିଥିବାବେଳେ ଜଣେ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…
ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ…
କେନ୍ଦୁଝର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଗୁମୁରାରେ ଥିବା ଏକ ଘରୋଇ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ହଷ୍ଟେଲରୁ ଶୁକ୍ରବାର ୪ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏନେଇ ସେମାନଙ୍କ ପରିବାର…
ନବରଙ୍ଗପୁର,୨୬।୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ଥାନା ଅଧୀନ ହାତିଗାଁ ପଞ୍ଚାୟତ ଖାଲେପାରାରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଚନ୍ଦନ ମଲ୍ଲିକଙ୍କୁ ହତ୍ୟା ଘଟଣାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ…
ଖପ୍ରାଖୋଲ,୨୬।୨(ଡି.ଏନ୍.ଏ.): ବାହାଘର ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା ବର ବାହାରି କନ୍ୟାଘରକୁ ଯିବା ପାଇଁ ଆୟୋଜନ ଚାଲିଥିଲା ା ଡିଜେ ଓ ବାଜାର ତାଳେ ତାଳେ…
ଅନୁଗୋଳ ଅଫିସ, ୨୬।୨: ମାସର ଚତୁର୍ଥ ଶନିବାର ହୋଇଥିବାରୁ ସରକାରୀ ଛୁଟି ଥିଲା। ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଥିଲା। ହେଲେ ଏମିତି କି ଜରୁରୀ…
ବଲାଙ୍ଗୀର ଅଫିସ/ଲାଠୋର/କଣ୍ଟାବାଞ୍ଜି,୨୬୨(ଡି.ଏନ୍.ଏ.)ବଲାଙ୍ଗୀର ଜିଲା ତୁରେକେଲା ଥାନା ମୁରିବାହାଲ ଗଁାରେ ବରାତି ଶୋଭାଯାତ୍ରା ଚାଲିଥିବାବେଳେ କନ୍ୟାପକ୍ଷର କେତେଜଣ ବ୍ୟକ୍ତି ନାଚିବାରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ…
କୋଦଳା,୨୫ା୨(ଡି.ଏନ୍.ଏ.): ଗଞ୍ଜାମ କୋଦଳା ଓ ବେଗୁନିଆପଡ଼ା ଅଞ୍ଚଳରେ ଦିନକୁ ଦିନ ଟାଟା ପାଓ୍ବାରର ଶୋଷଣ ନୀତି ବଢ଼ିବାରେ ଲାଗିଛି। ଯାହାକୁ ନେଇ ଗ୍ରାହକଙ୍କ ଅସନ୍ତୋଷ ବୃଦ୍ଧି ପାଇବାରେ…
ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ ନେବାକୁ…
କେନ୍ଦୁଝର,୨୫ା୨(ସ୍ବ.ପ୍ର.): କେନ୍ଦୁଝର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଶୁକ୍ରବାରଠାରୁ ନିଖୋଜ ହୋଇଥିବା ୪ ଛାତ୍ରଙ୍କ ପତ୍ତା ମିଳିନାହିଁ। ଏନେଇ ସେମାନଙ୍କ ପରିବାର ଲୋକ ଶନିବାର ଖବର ପାଇ…