ଆମ ଜିଲା ଖବର

ମରଣଯନ୍ତା ପାଲଟିଛି ରାଜରାସ୍ତା

ଆର. ଉଦୟଗିରି,୬।୧୦(ବ୍ୟୁରୋ): ଗଜପତି,ଗଞ୍ଜାମ ଓ ରାୟଗଡା ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାଜରାସ୍ତା ମୋହନା ବ୍ଲକ ଅନ୍ତର୍ଗତ ଖାରୀଗୁଡା ପଞ୍ଚାୟତ ନିକଟ ରାସ୍ତା ଏବେ ମରଣଯନ୍ତା ପାଲଟିଛି।…

4 years ago

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ଗାଈ,ବଳଦଙ୍କ ଜୀବନ

ଆର.ଉଦୟଗିରି,୬।୧୦: ବିଜୟା ଦଶମୀରେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କଳାମେରି ଗ୍ରାମରେ ଅଘଟଣ। ବିଦ୍ୟୁତ୍‌ ତାର ଲାଗି ଗାଈ ଓ ବଳଦର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,…

4 years ago

ବର୍ଷା ଯୋଗୁ ସ୍ଥଗିତ ରହିଲା ଗୋଷାଣି ଯାତ୍ରା

ପୁରୀ ଅଫିସ,୬।୧୦: ଶ୍ରୀକ୍ଷେତ୍ରରେ ପ୍ରସିଦ୍ଧ ଗୋଷାଣି ଯାତ୍ରା ପ୍ରବଳ ବର୍ଷା ପାଇଁ ଗୁରୁବାର ସ୍ଥଗିତ ରହିଛି। ସିଂହଦାର ପାଖରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ ମେଢ଼…

4 years ago

ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବାପାଙ୍କ ଜୀବନ

କବିସୂର୍ଯ୍ୟନଗର,୬ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୋଲସର ଗ୍ରାମ ଖଦାଳ ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। କେତେକ ଦୁର୍ବୃତ୍ତ ଗାଁ ଦାଣ୍ଡରେ ଗୋଟିଏ ପରିବାରର ବାପା ଓ…

4 years ago

ଅଖଣ୍ଡ ଦୀପରୁ ବଜାରରେ ଅଗ୍ନିକାଣ୍ଡ

ବୁଗୁଡ଼ା,୬ା୧୦(ଡି.ଏନ୍‌.ଏ.): ବୁଗୁଡ଼ା ତ୍ରିନାଥ ସ୍ବାମୀ ପରିବା ବଜାରରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ଦୋକାନ ପୋଡ଼ି ଯାଇଛି। ଅଗ୍ନିକାଣ୍ଡରେ ବ୍ୟବସାୟୀ ଧୋବା ପ୍ରଧାନ, ସୀମାଞ୍ଚଳ…

4 years ago

ସିସିଟିଭିରେ କଏଦ ହେଲା ଗାଡ଼ି ଶୋ’ ରୁମ୍‌ ଚୋରିର ଦୃଶ୍ୟ, ମୁଖାପିନ୍ଧା ଲୁଟେରାଙ୍କୁ ଖୋଜୁଛି ପୋଲିସ

ଆନନ୍ଦପୁର,୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଥିବା ହିରୋ ଶୋ’ ରୁମ୍‌ରୁ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଦ୍ୱାରା ଚୋରି ହୋଇଛି। ଚୋରି ସମୟର ଦୃଶ୍ୟ ଶୋ’ ରୁମ୍‌ରେ ଥିବା ସିସିଟିଭିରେ…

4 years ago

ମଣିଷ ମରା ହାତୀକୁ ଟ୍ରାଙ୍କୁଲାଇଜର

ଢେଙ୍କାନାଳ ଅଫିସ,୬ା୧୦: ଜଗତପୁର ଅଞ୍ଚଳରୁ ଗତ ୨୯ ତାରିଖରେ ମଣିଷ ମାରି ଆତଙ୍କ ସୃଷ୍ଟି କରିଥିବା ୩୫ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜର କରି ଢେଙ୍କାନାଳ ଜିଲା…

4 years ago

ମାଛ ଧରିବା ବେଳେ ଅଗ୍ନିକାଣ୍ଡ ଘଟି ବୁଡିଗଲା ଟ୍ରଲର

ଚାନ୍ଦବାଲି, ୬।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ସମୁଦ୍ର ମଧ୍ୟରେ ହୁଇଲର ଦୀପ ନିକଟରେ ଏକ ଫିସିଙ୍ଗ ଟ୍ରଲରରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିବାରୁ ଟ୍ରଲରଟି ସମୁଦ୍ର ମଧ୍ୟରେ…

4 years ago

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ,୬ା୧୦: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ସକାଳ ୫ଟା ୧୮ମିନିଟ୍‌ରେ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ…

4 years ago

ପୁଣି ଦୁଇ ହାତୀଙ୍କ ଜୀବନ ଗଲା, କାରଣ ଅସ୍ପଷ୍ଟ

ଜମନକିରା,୬ା୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ବଡ଼ରମା ରେଞ୍ଜ ତିଲେଇମାଲ ଗାଁ ପତ୍ରା ଜଙ୍ଗଲରେ ବୁଧବାର ରାତିରେ ଗୋଟିଏ ଅଣ୍ଡିରା ଓ…

4 years ago