ଆମ ଜିଲା ଖବର

୨୦ ମୃତ ବିଦେଶୀ ପକ୍ଷୀ ଜବତ, ଶିକାରୀ ଚମ୍ପଟ

ବ୍ରହ୍ମଗିରି,୨୬ା୧୧(ଡି.ଏନ.ଏ): ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଉଥିବା ସମୟରେ ଏହାକୁ ଅବାଧରେ ଶିକାର କରିବାକୁ ପକ୍ଷୀ ଶିକାରୀମାନେ ମାତିଲେଣି। ଏ ନେଇ ବ୍ରହ୍ମଗିରି ବନାଞ୍ଚଳ ଅଧିକାରୀଙ୍କ ତରଫରୁ…

4 years ago

ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ

ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର…

4 years ago

ଉଜୁଡୁଛି ଜଙ୍ଗଲ ଜମି

ସଦାଶିବ ପ୍ରହରାଜ ନବରଙ୍ଗପୁର,୨୬୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଉଜୁଡ଼ିଯାଇଛି ୧୭ ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଜଙ୍ଗଲ। ଏହାର ଅନ୍ୟତମ ପ୍ରମୁଖ କାରଣ ହେଉଛି ଜଙ୍ଗଲ ଜମିରେ ବେଆଇନ ମକାଚାଷ।…

4 years ago

ବରଗଡ଼ ଧନୁଯାତ୍ରା :ସ୍ଥାପନ ହେଲା ଶୁଭସ୍ତମ୍ଭ

ବରଗଡ଼ ଅଫିସ,୨୫।୧୧: ସର୍ବବୃହତ ଖୋଲା ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଶୁକ୍ରବାର ସାରେ ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି । ସା ୫ଟା ୩୦ ମିନିଟ୍‌ରେ ବରଗଡ଼ର…

4 years ago

ହୋଟେଲରୁ ଯୁବତୀଯୁବକଙ୍କୁ ଉଠାଇନେଲା ପୋଲିସ

ଭଦ୍ରକ ଅଫିସ, ୨୫।୧୧-ଭଦ୍ରକ ସହରର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ହୋଟେଲରୁ ଶୁକ୍ରବାର ଅପରାହ୍ନରେ ଭିନ୍ନ ସମ୍ପ୍ରଦାୟର ଜଣେ ଯୁବତୀ ଓ ଯୁବକଙ୍କୁ…

4 years ago

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ ଧାରଣାରେ…

4 years ago

ଚୋରା ବାଲି ବୋଝେଇ ଟ୍ରାକ୍ଟର ଜବତ

ବୈଶିଙ୍ଗା,୨୫୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ନଡ଼ପୁରଠାରେ ଗୁରୁବାର ଅପରାହ୍ନରେ ପୋଲିସ ଚଢ଼ାଉ କରି ଚୋରା ବାଲି ବୋଝେଇ ଏକ ଟ୍ରାକ୍ଟର ଜବତ କରିଛି। ପୋଲିସକୁ…

4 years ago

ବାଇକ୍‌ରୁ ପଡ଼ି ଚାଲିଗଲା ଜୀବନ

ମୋରଡ଼ା,୨୫ା୧୧(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ପୁନେଇତାଣ୍ଡିଠାରେ ବାଇକ୍‌ରୁ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସାନମୁଣ୍ଡାବଣୀ ପଞ୍ଚାୟତ ଅଧୀନ ପରମାନନ୍ଦ ଗ୍ରାମର…

4 years ago

ବାର୍‌ହା ମାଂସ ଧରି ଆସୁଥିଲେ, ବାଟରେ ଘେରିଲା ବନ ବିଭାଗ

ଠାକୁରମୁଣ୍ଡା,୨୫ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ବନାଞ୍ଚଳ ଗୋଡ଼ଭଙ୍ଗା ଫରେଷ୍ଟ ସେକ୍ସନ ଅଧୀନ ଶିମିଳିପାଳ ସଂଲଗ୍ନ ଜଙ୍ଗଲର ତରଡିହା ନାଳବନ୍ଧ ନିକଟରୁ ଶିକାର କରି ୪.୫…

4 years ago

ହୋଟେଲ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ବନ୍ଧାହେଲେ ୩ ଅଭିଯୁକ୍ତ

ବଡବିଲ,୨୫।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏକ ହୋଟେଲରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ…

4 years ago