ଆମ ଜିଲା ଖବର

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ…

4 months ago

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ…

4 months ago

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ ସୂର୍ଯ୍ୟନାରାୟଣ…

4 months ago

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ…

4 months ago

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି…

4 months ago

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ ସଦର…

4 months ago

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ କହିଥିଲେ…

4 months ago

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ ରାଜ୍ୟରେ…

4 months ago

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ ଚତୁଃପାଶର୍‌ବରେ…

4 months ago

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ ସହ…

4 months ago