ଆମ ଜିଲା ଖବର

‘କଳା,ସଂସ୍କୃତିର ପରିଚୟ ମୟୂରଭଞ୍ଜ ମହୋତ୍ସବ’

ବାରିପଦା ଅଫିସ,୧୯ା୧୧: ବଣ ଜଙ୍ଗଲ ପରିବେଷ୍ଟିତ ମୟୂରଭଞ୍ଜ ଜିଲା କଳା ଓ ସଂସ୍କୃତି ପାଇଁ ବିଶ୍ୱ ଦରବାରରେ ପ୍ରସିଦ୍ଧ। ଜିଲାର କୋଣ ଅନୁକୋଣରେ ଲୁଚି ରହିଥିବା ପ୍ରତିଭାକୁ…

4 years ago

ନୂଆବର୍ଷ ଅଧରାତିରେ ଶ୍ରୀମନ୍ଦିର ଦ୍ୱାରଫିଟା ନୀତିକୁ ବିରୋଧ

ପୁରୀ ଅଫିସ,୧୯ା୧୧: ଇଂଲିଶ୍‌ ନବବର୍ଷରେ ଶ୍ରୀମନ୍ଦିରର ରୀତିନୀତିକୁ ଉପେକ୍ଷା କରି ଅର୍ଦ୍ଧରାତ୍ରରେ ଦ୍ୱାରଫିଟା ନୀତିକୁ ବିରୋଧ କରିଛନ୍ତି ସୂଚନାଧିକାର କର୍ମୀ ଜୟନ୍ତ ଦାଶ। ଏ ନେଇ ସେ…

4 years ago

ବାଘ ପାଇଁ ବନ ବିଭାଗ ନାକେଦମ୍‌

ଖୋର୍ଦ୍ଧା ଅଫିସ,୧୯ା୧୧: ଖୋର୍ଦ୍ଧା ବନାଞ୍ଚଳରେ ବାଘ ବୁଲୁଥିବା ନେଇ ଖବର ପ୍ରଚାରିତ ହେବା ପରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଶୁକ୍ରବାର ବନାଞ୍ଚଳ ଅଧିକାରୀ ଜୟକୃଷ୍ଣ…

4 years ago

‘ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି’

ପୁରୀ ଅଫିସ, ୧୯ା୧୧: ବାଲ୍ୟବିବାହ ଏକ ସାମାଜିକ ବ୍ୟାଧି। ଏହାକୁ ରୋକିବା ଆମ ସମସ୍ତଙ୍କର ସାମାଜିକ ଦାୟିତ୍ୱ ବୋଲି ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ…

4 years ago

ପୋଲିସ ସହ ଆଇନ ବିଦ୍ୟାର୍ଥୀଙ୍କ ବୃତ୍ତିଗତ ସମ୍ପର୍କ ଆରମ୍ଭ: ଡିଜିପି

କଟକ ଅଫିସ,୧୯ା୧୧: ଓଡ଼ିଶା ପୋଲିସ ଓ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ) ମଧ୍ୟରେ ଶୁକ୍ରବାର ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟ ଅତିଥି ଭାବେ ଡିଜିପି ସୁନୀଲ…

4 years ago

ଚିନ୍ତା ବଢ଼ାଇଛନ୍ତି ୧୯ଟିକିଆ ହାତୀପଲ

ଖୁଣ୍ଟୁଣୀ/ଚୌଦ୍ୱାର,୧୯l୧୧(ଡି.ଏନ୍‌.ଏ): ଚନ୍ଦକାରୁ ୧୫ଦିନ ହେଲା ପଳାଇ ଆସିଥିବା ୧୯ଟିକିଆ ହାତୀପଲ ଖୁଣ୍ଟୁଣୀ ବନାଞ୍ଚଳର ସୁନିଆଁମୁହଁ ସଂରକ୍ଷିତ ଜଙ୍ଗଲରେ ବିଚରଣ କରୁଥିତ୍ଲା ବେଳେ ଶୁକ୍ରବାର ଭୋର ସମୟରେ କୁଶପଙ୍ଗି…

4 years ago

ବାଲିଯାତ୍ରା: ସମ୍ପୂର୍ଣ୍ଣ ଆୟବ୍ୟୟର ଅଡିଟ୍‌ ହେଉ

କଟକ ଅଫିସ,୧୯ା୧୧: ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ବାଲିଯାତ୍ରାରେ ଜିଲା ପ୍ରଶାସନ ମନମୁଖି କାର୍ଯ୍ୟକ୍ରମ କରିଥିବା ନେଇ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଶୁକ୍ରବାର ଆୟୋଜିତ…

4 years ago

ଦୀଘା ମୁହାଣରୁ ଧରାହେଲା ବିରଳ ପ୍ରଜାତିର ସଙ୍କର ଚିଲ ମାଛ

ଭୋଗରାଇ, ୧୯।୧୧(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ମୁହାଣ ଗଭୀର ସମୁଦ୍ରରୁ ଶୁକ୍ରବାର ପୁଣି ଏକ ବିରଳ ପ୍ରଜାତିର ସଙ୍କର ଚିଲ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି।…

4 years ago

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୧୯ା୧୧: ମାର୍ଗଶିର ମାସ କୃଷ୍ଣପକ୍ଷ ଦଶମୀ ତିଥିରେ ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ହେବ। ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦିଆଯିବା ଉଦ୍ଦେଶ୍ୟରେ…

4 years ago

ବେଆଇନ ପଲିଥିନ ଜବତ

ଗୋପାଳପୁର,୧୮ା୧୧(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ୩ ଟନ୍‌ ୩୦୦ କେଜି ବେଆଇନ ପଲିଥିନ ଜବତ କରିଛି। ତେଲଙ୍ଗାନା ହାଇଦ୍ରାବାଦ ଅଞ୍ଚଳରୁ ଏକ ଟାଟା ଏସିଇ ଯୋଗେ ପଲିଥିନ ଲୋଡ଼…

4 years ago