ଆମ ଜିଲା ଖବର

ଘରୋଇକରଣ ହେଲା ପରିମଳ ବ୍ୟବସ୍ଥା

ଭଞ୍ଜନଗର,୫।୧୧(ଡି.ଏନ.ଏ): ରାଜ୍ୟର ସମସ୍ତ ଏନ୍‌ଏସିର ପରିମଳ ବ୍ୟବସ୍ଥା ତଦାରଖ ପାଇଁ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି ା ହେଲେ ଭଞ୍ଜନଗର ଏନ୍‌ଏସରେ ସଫେଇ କର୍ମଚାରୀମାନଙ୍କ ବିରୋଧ ଯୋଗୁ…

4 years ago

ସ୍ବାଭାବିକ ସ୍ଥିତିକୁ ଫେରୁଛି ମଧୁରଝୋଳି ଗାଁ

କବିସୂର୍ଯ୍ୟନଗର,୫ା୧୧(ଡି.ଏନ.ଏ: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତର ମଧୁରଝୋଳି ଗ୍ରାମରେ ଗତ ୨୬ ତାରିଖ ରାତିରେ ଗୁଣି ସନ୍ଦେହରେ ଗ୍ରାମବାସୀ ୪ ପରିବାରକୁ ଆକ୍ରମଣ କରିଥିଲେ।…

4 years ago

ସମ୍ପୃକ୍ତ ଖଣିକୁ କାରଣ ଦର୍ଶାଅ ନୋଟିସ

ଯୋଡ଼ା,୫ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଓ ଏମ୍‌ଡିସି ଖଣିରୁ ଓଜନଠାରୁ ଅଧିକ ଲୁହାପଥର ପରିବହନ ହେଉଥିବା ୧୨ଟି ଟ୍ରକ୍‌ ଅଟକ ଘଟଣାରେ ତଦନ୍ତ…

4 years ago

ଜଣେ ଅଧିକାରୀଙ୍କ ନିୟନ୍ତ୍ରଣରେ ଚାଲିଛି ମହୋତ୍ସବ

ପାରାଦୀପ,୫।୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ଆରମ୍ଭ ହେବ। ଗତ ୩ ଦଶନ୍ଧି ଧରିସମୁଦ୍ର ବେଳାଭୂମିରେ (ଅଧୁନା ବିଜୁ ମଇଦାନ ) ଏହି ମହୋତ୍ସବ…

4 years ago

କେନ୍ଦ୍ରାପଡ଼ାରେ ବାଲି ଚୋରି ଅଣାୟତ୍ତ

କେନ୍ଦ୍ରାପଡ଼ା ଅଫିସ, ୫ା୧୧: କେନ୍ଦ୍ରାପଡ଼ା ଜିଲାରେ ବାଲି ସଇରାତଗୁଡ଼ିକରୁ ବେଆଇନ ଉଠାଣ ଅଣାୟତ୍ତ ହୋଇପଡ଼ିଛି। ନିଲାମ ଅବଧି ସରିବା ପରେ ମଧ୍ୟ ବାଲି ଉଠାଣକୁ ରୋକାଯାଇପାରୁନାହିଁ। ଉଦାହରଣ…

4 years ago

ଛାତରୁ ପ୍ଲାଷ୍ଟର ଖସିି ଛାତ୍ର ଆହତ

ବିଶୋଇ,୫।୧୧(ଡି.ଏନ୍‌.ଏ): ଶିକ୍ଷାର୍ଥୀଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟ ଗୁଡ଼ିକୁ ନୂଆ ରୂପ ଦେଉଛନ୍ତି। ସ୍ମାର୍ଟ କ୍ଲାସ୍‌ ରୁମ୍‌ ସହିତ…

4 years ago

କେନାଲରେ ଆସୁନି ପାଣି, ଶୁଖିଲା ପଡ଼ିଛି ଚାଷଜମି

ନାଉଗଁା ,୫ା୧୧(ସ୍ବ.ପ୍ର): ନାଉଗଁା ବ୍ଲକର ଚାଷୀମାନେ କେତେବେଳେ ଅଧିକ ବର୍ଷା ତ ଆଉ କେତେବେଳେ ପାଣି ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଅଣ୍ଟିଆ ବର୍ଷା ଓ…

4 years ago

ଧାନ ଜମି ଫାଟି ଆଁ କଲାଣି

ପଟ୍ଟାମୁଣ୍ଡାଇ ୫ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଧାନ ଥୋଡ଼ ଧରୁଥିବା ବେଳେ ବର୍ଷା ଏକପ୍ରକାର ଉଭାନ୍‌ ହୋଇଯାଇଛି। ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ନ…

4 years ago

ଇଭିଏମ୍‌ ପାଇଁ ରାତି ଅନିଦ୍ରା

ଭଦ୍ରକ ଅଫିସ, ୫।୧୧: ଧାମନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ପରେ ସମସ୍ତ ଇଭିଏମ୍‌ ଓ ଭିଭିପାଟ୍‌କୁ ଅଣାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟ୍ରଙ୍ଗରୁମ୍‌ରେ ପୋଲିସର…

4 years ago

ନାଗପଡ଼ାରେ ଦୁର୍ବୃତ୍ତ ଜାଳି ଦେଲେ ଘର, ବୋଲେରୋ

ଆଳି,୫ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଗପଡା ଗଁାର ଗୋଟିଏ ବୋଲେରୋ ସମେତ ୨ ଜଣଙ୍କ ଘରକୁ ଦୁର୍ବୃତ୍ତମାନେ ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି।…

4 years ago