ପୁରୀ ଅଫିସ,୬।୯:କଟକ ମାଛୁଆବଜାର ଗଣେଶ ପୂଜାରେ ଯୋଗଦେଇଥିବା ମହାରାଷ୍ଟ୍ରର ପାରମ୍ପରିକ ଢୋଲ୍ ବାଜା ଗ୍ରୁପ୍ ସୋମବାର ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମଧ୍ୟାହ୍ନରେ ନାଗପୁର ଶିବସାଇ…
ନିମାପଡ଼ା,୬ା୯(ଡି.ଏନ୍.ଏ.):ଚଳିତବର୍ଷ ଓଡ଼ିଶାରୁ ଏକମାତ୍ର ଶିକ୍ଷକ ଭାବେ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି। ପୁରୀ ଜିଲା ନିମାପଡ଼ା ବ୍ଲକ ଗଡ଼ପଦନପୁର ପଞ୍ଚାୟତ ଅନ୍ତର୍ଗତ ବାଙ୍ଗୁରୁଷପାଟଣା ଗ୍ରାମରେ…
ପାରଳାଖେମୁଣ୍ଡିି/ଆର୍.ଉଦୟଗିରି, ୬ା୯(ଡି.ଏନ୍.ଏ.): ଗଜପତି ଜିଲା ମୋହନା ବ୍ଲକରେ ଡେଙ୍ଗୁଜ୍ୱର ଆତଙ୍କ ଦେଖାଦେଇଛି। ମାସକ ମଧ୍ୟରେ ଡେଙ୍ଗୁ ଲକ୍ଷଣଯୁକ୍ତ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ…
ରାୟଗଡ଼ା ଅଫିସ,୬ା୯: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏବେ ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଦୂର ହୋଇପାରିନାହିଁ । ଗ୍ରାମାଞ୍ଚଳ ଦୂରର କଥା ସହରୀ ଲୋକଙ୍କ ମାନସିକତାରେ ପରିବର୍ତ୍ତନ…
ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିଯୋଗୁ…
ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା…
ଦେବଗଡ଼,୫ା୯(ଡି.ଏନ୍.ଏ.): ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ପଞ୍ଚାୟତ କାଲକାଠ ନିକଟ ଫଟାଟାଙ୍ଗର ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଯଶପିନ କୁଜୁର (୬୨)ଙ୍କ ମୃତ୍ୟୁ ଘଟିଛି। ସେ ଉକ୍ତ…
ପୋଲସରା,୫ା୯(ଡି.ଏନ୍.ଏ.): ବିଜୁ ଜନତା ଦଳର ପୋଲସରା ନିର୍ବାଚନ ମଣ୍ଡଳୀସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ଭାଜପା ଓ କଂଗ୍ରେସ ଛାଡି ପ୍ରାୟ ୩…
ଭଦ୍ରକ ଅଫିସ, ୫।୯: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ମେରାଇନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଜଣେ ଯୁବକ ପ୍ରେମରେ ଫସାଇ ବିବାହ ପ୍ରତିଶ୍ରୁତି ଦେଇ…
କେନ୍ଦୁଝର,୫ା୯(ସ୍ବ.ପ୍ର.): ସଦର ବ୍ଲକ ମଙ୍ଗଳାପଶି ଗ୍ରାମରେ ଥିବା ଦୁଇଟି ଉଠା ଜଳସେଚନ ପ୍ରକଳ୍ପ ଉପରେ ସ୍ଥାନୀୟ ଗରିବ ଆଦିବାସୀ ଓ ଅଣଆଦିବାସୀ ଚାଷୀମାନେ ନିର୍ଭର କରି ଚଳିଆସୁଛନ୍ତି।…