ରସୁଲପୁର,୩ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ କୃଷ୍ଣପଡ଼ା ଗ୍ରାମର ମା’ କିଆଶୁଣୀ ପାଣି ପଞ୍ଚାୟତ ଏବଂ ଓଡ଼ିଶୋ ପଞ୍ଚାୟତ ମେଳକ ଗ୍ରାମର ମା’ମଙ୍ଗଳା ପାଣି ପଞ୍ଚାୟତ ନଁାରେ…
ପାରାଦୀପ,୩ା୩(ସ୍ବ.ପ୍ର.): ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ମେଧାବୀ ଛାତ୍ରୀ ଶ୍ୱେତରୂପା ମିଶ୍ର ଏବେ ଲଣ୍ଡନର ସୋଆସ(ସ୍କୁଲ ଅଫ୍ ଓରିଏଣ୍ଟାଲ ଆଣ୍ଡ୍ ଆଫ୍ରିକାନ୍ ଷ୍ଟଡିଜ) ବିଶ୍ୱବିଦ୍ୟାଳୟରେ ପିଜି କରୁଛନ୍ତି।…
ଧର୍ମଶାଳା,୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ତରଞ୍ଜିଆ ପଞ୍ଚାୟତର ନୂଆ ପୋଖରୀ ନିର୍ମାଣ ଓ ଗଙ୍ଗାଧରପୁର ପଞ୍ଚାୟତ ଇମାମନଗର ଗ୍ରାମରେ ରାସ୍ତା ନିର୍ମାଣରେ ହୋଇଥିବା ଦୁର୍ନୀତିର…
ଯାଜପୁର ଅଫିସ/କୋରେଇ (ଡି.ଏନ.ଏ.),୩ା୩: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ…
ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ…
ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍ଟି) ଓ ସମନ୍ବିତ ଜିଏସ୍ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍ଟି ରାଜସ୍ବରେ…
ନୂଆଦିଲ୍ଲୀ, ୨ା୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଅଜିଜ୍ ମୁଶାବର ଅହମଦୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ…
କୋକସରା,୨।୩(ଡି.ଏନ୍.ଏ.):କଳାହାଣ୍ଡି ଜିଲା କୋକସରା ଥାନା କାଶିବାହାଲ ପଞ୍ଚାୟତ ସାରଙ୍ଗପଡ଼ା ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଅଘଟଣ ଘଟିଛି। ବିବାହରେ ଲାଗିଥିବା ଟେଣ୍ଟର ବିଦ୍ୟୁତ୍ ତାର ସଂସ୍ପର୍ଶରେ…
କଟକ ଅଫିସ,୨ା୩: କଟକ ଜିଲା ବିଡ଼ାନାସୀ ଥାନା ଅଧୀନ ଭୁଆସୁଣି ପଡ଼ିଆରେ ଗୁରୁବାର ରାତି ପ୍ରାୟ ସାଢେ ୮ଟାରେ ପୋଲିସ-ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ…
ଟିଟିଲାଗଡ଼,୨ା୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ସମସ୍ତ ଦାନ ଟଙ୍କା ନେଇ ଯାଇଛନ୍ତି। ମନ୍ଦିର ସମ୍ମୁଖରେ ଶୋଇଥିବା…