ଆମ ଜିଲା ଖବର

ବିଦ୍ୟାଳୟ ପାଚେରି ନିର୍ମାଣରେ ଛାତ୍ରଙ୍କୁ ଲଗାଇଥିଲେ ଶିକ୍ଷକ, ଭିଡିଓ ହେଲା ଭାଇରାଲ

ମାଥିଲି/ମାଲକାନଗିରି, ୨୮ା୮(ଡି.ଏନ୍‌.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ଶିକ୍ଷାର ଉନ୍ନତି ସହ ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ଼ ପାଇଁ ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତିି। ପିଲାମାନଙ୍କ ପାଇଁ…

4 years ago

ଦେବାନମୁଣ୍ଡା ପୋଖରୀରେ ପଶୁଛି ଏନ୍‌ଏଚ୍‌ ବିଭାଗ ଡ୍ରେନ୍‌ପାଣି

କୋଟପାଡ଼,୨୮ା୮(ଡି.ଏନ.ଏ.): କୋରାପୁଟ ଜ଼ିଲା କୋଟପାଡ଼ ସହରରେ ଥିବା ଦେବାନମୁଣ୍ଡା ପୋଖରୀରେ ଜାତୀୟ ରାଜପଥ(ଏନ୍‌ଏଚ୍‌) ବିଭାଗ ଡ୍ରେନ୍‌ପାଣି ସଂଯୋଗ କରିଥିବାରୁ ପୋଖରୀ ପାଣି ଦୂଷିତ ହେବାରେ ଲାଗିଛି। ଏହି…

4 years ago

ସାଇକେଲ ମରାମତି କରି ପରିବାର ଚଳାଉଛନ୍ତି ମଙ୍ଗଳୁ

ଦଶମନ୍ତପୁର, ୨୮ା୮( ଡି.ଏନ.ଏ.): ଶାରୀରିକ ଭିନ୍ନକ୍ଷମ ହୋଇ ମଧ୍ୟ ସେ ହାର ମାନିଯାଇନାହାନ୍ତି। କୌଣସି ସରକାରୀ ସହାୟତା ନ ପାଇ ମଧ୍ୟ ନିଜ ଗୋଡ଼ରେ ନିଜେ ଠିଆହେବାକୁ…

4 years ago

ନିର୍ଯାତନାକୁ ନେଇ ଧାରଣା ଦେବା ଘଟଣା: ଶାଶୁଙ୍କ ସନ୍ଦେହଜନକ ମୃତ୍ୟୁ, ବୋହୂ ଫେରାର

ଗଞ୍ଜାମ,୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଶାଶୁଘର ସମ୍ମୁଖରେ ବୋହୂ ଧାରଣା ଦେବା ଘଟଣା ନୂଆମୋଡ ନେଇଛି। ଏଠାରେ ରହୁଥିବା ନାରାୟଣ…

4 years ago

୧୮ ମାସରେ ସରିବ ନିର୍ମାଣ କାର୍ଯ୍ୟ

ଜଟଣୀ,୨୮।୮(ଡି.ଏନ୍‌.ଏ.):ଜଟଣୀସ୍ଥିତ ରାଷ୍ଟ୍ରୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ନାଇଜର) କ୍ୟାମ୍ପସ୍‌ ପରିସରରେ ହେବାକୁ ଥିବା ଟାଟା ମେମୋରିଆଲ କ୍ୟାନ୍‌ସର ମେଡିକାଲ ନିର୍ମାଣ ବିଷୟରେ ଶନିବାର ସମୀକ୍ଷା…

4 years ago

୩ ଦିନ କ୍ଷୟକ୍ଷତି ଆକଳନ କରିବ ଟିମ୍‌

ଖୋର୍ଦ୍ଧା ଅଫିସ,୨୮।୮: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାର ଅନେକ ଗଁା ଜଳମଗ୍ନ ହୋଇଥିବା ବେଳେ ଶତାଧିକ ଗ୍ରାମବାସୀ ପ୍ରଭାବିତ ହୋଇଥିଲେ। ଏକର ଏକର ଚାଷଜମିରେ ବନ୍ୟାପାଣି ମାଡ଼ି…

4 years ago

ସଜେଇ ହେଲାଣି ପୂଜାମଣ୍ଡପ

ଜଟଣୀ,୨୮।୮(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ଗଣେଶ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଜଟଣୀ ସହର। ଦୁଇ ବର୍ଷ ପରେ ବିନା କରୋନା କଟକଣାରେ ବିଘ୍ନରାଜ ଗଣପତି…

4 years ago

ଚୋରି ସମ୍ପର୍କରେ ନ ମାନିବାରୁ ପିଟି ମାରିଦେଇଥିଲେ

ଖୋର୍ଦ୍ଧା ଅଫିସ,୨୭ା୮: ଖୋର୍ଦ୍ଧା ଟାଉନ ଥାନା ଅଧୀନ ପୁବୁସାହିର ବାସୁଦେବ ପ୍ରଧାନ ହତ୍ୟାକାଣ୍ଡ ମାମଲାରେ ଶନିବାର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।…

4 years ago

ମୌଳିକ ଅଧିକାରରୁ ବଞ୍ଚତ୍ତ ହେଉଛନ୍ତି ‘ଟ୍ରାନ୍ସମେଲ’

ପୁରୀ ଅଫିସ,୨୮।୮: ଦେଶରେ ସମସ୍ତ ନାଗରିକଙ୍କୁ ନିଜସ୍ବ ହିସାବରେ ବଞ୍ଚତ୍ବାର ଅଧିକାର ଦିଆଯାଇଛି। ଜଣେ ସାଧାରଣ ନାଗରିକ ସମାଜରେ ଯେମିତି ସମ୍ମାନର ସହିତ ବଞ୍ଚୁଛି, ଠିକ୍‌ ସେମିତି…

4 years ago

ବନ୍ୟା ଧୋଇ ନେଲା ଖରିଫ ଫସଲ

ଅସ୍ତରଙ୍ଗ,(ଡି.ଏନ୍‌.ଏ.)୨୮।୮: ପୁରୀ ଜିଲାରେ ବନ୍ୟାର ବିଭୀଷିକା ଦେଖିବାକୁ ମିଳିଛି। ଏବେ ବନ୍ୟାଜଳର ସ୍ତର କମିଯାଇଥିଲେ ମଧ୍ୟ ବିଭିନ୍ନ ଗ୍ରାମାଞ୍ଚଳରେ ଜଳାର୍ଣ୍ଣବ ହୋଇଥିବାରୁ ଲୋକଙ୍କ ଦୁର୍ଦ୍ଦଶା କମିନି। ଏବେ…

4 years ago