ଆମ ଜିଲା ଖବର

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ମରାମତି ହେଲା ପାଇପ୍‌

କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି କେନ୍ଦୁଝର ସହର ଧର୍ମଶାଳା ରାସ୍ତାରେ ପିଇବା ପାଣି ପାଇପ୍‌ ଫାଟି ରାସ୍ତାରେ ସୁଅ ଛୁଟୁଥିଲା। ଏହା ଦ୍ୱାରା ପାଣି ସଂକ୍ରମଣ…

6 months ago

୧୩ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କଲା ପୋଲିସ

ଛତ୍ରପୁର,(ଦିଲ୍ଲୀପ ସାମଲ )୧।୧୧: ମଦ୍ୟପାନ କରି ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ । ମଙ୍ଗଳବାର ବିଳମ୍ବିତ ରାତିରେ…

6 months ago

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ

ଭୁବନେଶ୍ବର,୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ…

6 months ago

Video: ଶୀତର ଆଗମନରେ ସଜେଇ ହେଲାଣି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି

ଶୀତର ଆଗମନରେ ଏବେ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର। ଥଣ୍ଡାଥଣ୍ଡା ପାଗରେ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପର୍ଯ୍ୟଟନ କ୍ଷେତ୍ର ମୁହାଁ ହେଲେଣି…

6 months ago

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଳାହାଣ୍ଡି,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ। ବୁଧବାର କଳାହାଣ୍ଡି ଜିଲାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏଣିକି ଏହା…

6 months ago

ହାତୀ ଆକ୍ରମଣରେ ବିଧବା ମହିଳାଙ୍କ ମୃତ୍ୟୁ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଅନ୍ତର୍ଗତ ଉପର ଡିହା ଚତିରି ସାହିର ଜଣେ ମହିଳା ପାଖ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ…

6 months ago

ପୁନରୁଦ୍ଧାର ହେଲାନି, ବନ୍ଦ କରିଦେଲେ

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସମବାୟ ଚିନିକଳ ଜିଲାର ଆଖୁଚାଷୀଙ୍କ ଜୀବନରେଖା ଥିଲା। ସହର ଉପକଣ୍ଠ ତୋରାଠାରେ ନିର୍ମିତ ଏହି ଚିନିକଳକୁ ୧୯୭୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ…

6 months ago

ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର…

6 months ago

ପୁଅର ଚିକିତ୍ସା ପାଇଁ ମା’ବାପାଙ୍କ ନିବେଦନ

କାଏମା,୧।୧୧ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଦେଓଦା ପଞ୍ଚାୟତ ଚଇନୁହୁଡ଼ା ଗ୍ରାମର ବଟକୃଷ୍ଣ ତରାଇଙ୍କ ପୁଅ ମନୋଜ ତରାଇ(୨୦) ବଜ୍ରପାତରେ ଗୁରୁତର ହୋଇ ୪୦ଦିନରୁ ଅଧିକ ହେବ କଟକ…

6 months ago

୪ ଭାଲୁ ସହ ଘଣ୍ଟାଏ ଲଢିଲେ, ଆଉ ତା’ ପରେ…

ପାଟଣା,୧।୧୧(ବୀର କିଶୋର ଦାଶ): ଜୀବନ ବଞ୍ଚାଇବାକୁ ଯାଇ ସୁଦର୍ଶନ ନାୟକ(୫୩) ନାମକ ଜଣେ ବ୍ୟକ୍ତି ୪ ଭାଲୁ ସହ ଘଣ୍ଟାଏ ଧରି ଲଢେଇ କରି ଶେଷରେ ରକ୍ଷା…

6 months ago