କଟକ ଅଫିସ,୨୨ା୨: ରାଣୀହାଟ ନିକଟରୁ ଗୋଶାଳା ପର୍ଯ୍ୟନ୍ତ ରାସ୍ତାର ସୌନ୍ଦର୍ଯ୍ୟକରଣ କରାଯିବ। ସେହିପରି ଛତ୍ରବଜାରସ୍ଥିତ ନିର୍ମାଣାଧୀନ ଅର୍ବାନ ହାଟ ନିକଟରେ ଏକ ମାଛ ମାର୍କେଟ ହେବ। ତାଳଦଣ୍ଡା…
ବାଲୁଗଁା,୨୨ା୨(ଡି.ଏନ୍.ଏ.): କିଛିଦିନ ହେବ ଗ୍ରୀଷ୍ମର ମାତ୍ରା ବୃଦ୍ଧି ପାଇଥିବା ବେଳେ ଚିଲିକାରୁ ମଙ୍ଗଳବାର ସୁଦ୍ଧା ୫ ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ସ୍ବଦେଶ ଫେରିଯାଇଥିବା ବାଲୁଗଁା ବନ୍ୟପ୍ରାଣୀ…
ଖୋର୍ଦ୍ଧା ଅଫିସ,୨୨ା୨: ଖୋର୍ଦ୍ଧାରେ ପୁଣି ପଶିଲା ଦନ୍ତା ହାତୀ। ମଙ୍ଗଳବାର ଅପରାହ୍ନ ୩ଟାରେ ଚନ୍ଦକା ପଟୁ ଏକ ଦନ୍ତା ନିକଟ ଜଙ୍ଗଲ ଦେଇ ଜିଲା ମୁଖ୍ୟ ଚିକିତ୍ସାଳୟ…
ପୁରୀ ଅଫିସ,୨୨।୨: ପୁରୀର ବହୁ ପୁରାତନ କଲେଜ ସାମନ୍ତ ଚନ୍ଦ୍ରଶେଖର(ଏସ୍ସିଏସ୍) ସ୍ବୟଂଶାସିତ ମହାବିଦ୍ୟାଳୟକୁ ସରକାର ବିଶ୍ୱବିଦ୍ୟାଳୟ ଘୋଷଣା କରିବାକୁ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଦାବି କରିଛନ୍ତି।…
କୋରାପୁଟ, ୨୨।୨(ସ୍ବ.ପ୍ର.): ଉତ୍ତରପ୍ରଦେଶର ଆମେଢ଼ା ଗ୍ରାମର ଜଣେ ଡ୍ରାଇଭରଙ୍କୁ କୋରାପୁଟରେ ଅପହରଣ କରି ତାଙ୍କୁ ଖଲାସ ପାଇଁ ୨୫ ଲକ୍ଷ ଟଙ୍କା ମାଗିବା ଘଟଣାର ପର୍ଦ୍ଦାଫାଶ କରିଛି…
ବାରିପଦା ଅଫିସ/ସାରସକଣା, ୨୨ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିବା ଆରମ୍ଭ ହୋଇଛି। ଗ୍ରୀଷ୍ମ ପ୍ରବାହ ଓ ପବନର ବେଗ ବୃଦ୍ଧି…
ଯାଜପୁର ଅଫିସ,୨୨ା୨: ରାଜ୍ୟର ୭ଟି ଉପକୂଳ ଜିଲାରେ ଲବଣତା ଅନ୍ତଃପ୍ରବେଶ ନିୟନ୍ତ୍ରଣ କରିବାରେ ସରକାର ବିଫଳ ହୋଇଛନ୍ତି। ଭୂତଳ ଜଳ ବିଭାଗ ବା ଗ୍ରାଉଣ୍ଡ ୱାଟର ଡିପାର୍ଟମେଣ୍ଟ(ଜିଡବ୍ଲ୍ୟୁଡି)…
ଜଗତ୍ସିଂହପୁର ଅଫିସ, ୨୨ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ…
ଗୋପାଳପୁର, ୨୨ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗ୍ରାମରେ ଗତ ୧୭ ତାରିଖ ରାତିରେ ହାସ୍ୟ ଅଭିନେତା ପପୁ ପମ୍ପମ୍ଙ୍କ ଷ୍ଟେଜ ଶୋ’ ଉପରକୁ…
ରାଜଗାଙ୍ଗପୁର, ୨୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ଜଣେ ସ୍କୁଟି ଚାଳକଙ୍କୁ କାର୍ ସିଟବେଲ୍ଟ ଫାଇନ ଦେବାକୁ ମେସେଜ ଆସିଥିଲା। ପରେ ଏହା ଭୁଲ ମେସେଜ ବୋଲି…