ଆମ ଜିଲା ଖବର

ଭାରତୀ ପାହାଡ଼ ଚଢ଼ିଲେ ମାନସିକଧାରୀ

ଭୁବନ, ୧୫।୧(ଡି.ଏନ୍‌.ଏ.):  ପ୍ରସିଦ୍ଧ ମକର ମେଳା ପାଇଁ ଉତ୍ସବମୁଖର ହୋଇଉଠିଛି ଭୁବନର ସିଦ୍ଧ ରାମଚଣ୍ଡୀ ପୀଠ। ୧୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମରେ ପୀଠ ଲୋକାରଣ୍ୟ ହୋଇପଡ଼ିଥିବାବେଳେ ମାନସିକଧାରୀ…

4 years ago

‘ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାମ ଶେଷ କର’

କେନ୍ଦୁଝର/ଯୋଡ଼ା,୧୫।୧(ଡି.ଏନ୍‌.ଏ./ସ୍ବ.ପ୍ର.):  ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ତଦାରଖ କରିବା ସହ ସମୀକ୍ଷା କରିଛନ୍ତି।…

4 years ago

ଭୀମକୁଣ୍ଡରେ ୪୦ ହଜାରରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ

ପାଟଣା,୧୫।୧ (ସ୍ବ.ପ୍ର.): ଗଣପର୍ବ ମକର ମେଳା ପାଇଁ କେନ୍ଦୁଝର ଜିଲାର ପାଟଣା ଓ ସାହାରପଡା ବ୍ଲକ ଉତ୍ସମୁଖର ହୋଇଉଠିଛି। ଏହା କୁଡୁମୀ ସମ୍ପ୍ରଦାୟର ଏକ ସ୍ବତନ୍ତ୍ର ପର୍ବ।…

4 years ago

ସ୍ବାବଲମ୍ବୀ କଲା ଥାଇଲାଣ୍ଡ ବରକୋଳି ଚାଷ

ଡେରାବିଶ,୧୫।୧(ସ୍ବ.ପ୍ର.): ଧାନ ଓ ବିରି ସମେତ ଅନ୍ୟାନ୍ୟ ଫସଲ ଲାଭଜନକ ହେଉ ନ ଥିବାରୁ ଅତ୍ୟାଧୁନିକ ଚାଷ କରି ସ୍ବାବଲମ୍ବୀ ହେବା ପାଇଁ ଗ୍ରାମାଞ୍ଚଳର ଯୁବକମାନେ ଏବେ…

4 years ago

ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୫।୧: ସରକାର ଧାନ କିଣିବା ପାଇଁ ମଣ୍ଡି ଖୋଲୁଛନ୍ତି। ୨୦୨୨ ନଭେମ୍ବରରୁ ୨୦୨୩ ମାର୍ଚ୍ଚ ଭିତରେ ଏହି ଧାନ ସଂଗ୍ରହ କରାଯିବ ବୋଲି ନିଷ୍ପତ୍ତି…

4 years ago

ବାଣପୁର ଘଟଣା ପାଇଁ ଅନୁତପ୍ତ ନୁହେଁ: ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୧୫।୧: ଚିଲିକା ବିକାଶରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଧକ ସାଜିବା ସହ ଦୁର୍ନୀତିରେ ବୁଡିଛନ୍ତି ବୋଲି କିଛିଦିନ ପୂର୍ବେ ପୂର୍ବତନ ବିଧାୟକ ରଘୁନାଥ ସାହୁ ଅଭିଯୋଗ ଆଣିଥିଲେ।…

4 years ago

ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର

ସାରସକଣା,୧୫।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ…

4 years ago

ଅଛୁଆଁ ହେଉଛନ୍ତି କୁଷ୍ଠ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୧୫।୧: ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା କୁଷ୍ଠ ଆକ୍ରାନ୍ତ ଛୁଆଁ ଅଛୁଆଁ ଭେଦଭାବର ଶିକାର ହେଉଛନ୍ତି। ଖାଦ୍ୟ ଟେଣ୍ଡରଧାରୀ ସଂସ୍ଥାର କର୍ମଚାରୀମାନେ ସେମାନଙ୍କୁ ହୀନମନ୍ୟତା ଦୃଷ୍ଟିରେ ଦେଖୁଛନ୍ତି।…

4 years ago

ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଭାଜପାର ବିକ୍ଷୋଭ

କଟକ ଅଫିସ,୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ରହସ୍ୟଜନକ ମୃତ୍ୟୁର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ…

4 years ago

ମିଳୁନି ବାଙ୍ଗରା ନଡ଼ିଆ ଚାରା

ଜଗତ୍‌ସିଂହପୁର ଅଫିସ,,୧୫।୧: ଦେଶର ପ୍ରମୁଖ ୬ଟି ନଡ଼ିଆ ଉତ୍ପାଦନକାରୀ ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏହା ଅଧିକ ହୁଏ। ସେ ଦୃଷ୍ଟିରୁ ଏକଦା ଜଗତ୍‌ସିଂହପୁର…

4 years ago