ପାପଡାହାଣ୍ଡି,୧୮।୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଜଟାବାଲ ସଦର ମହାକୁମାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ବସ୍ ଚକତଳେ ଚାପିହୋଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…
କଟକ ଅଫିସ,୧୮।୧୦: ଓଟିଏମ୍ ପୁନଃରୁଦ୍ଧାର ସମ୍ପର୍କିତ ମାମଲାରେ ହାଇକୋର୍ଟରେ ଅଫିସିଆଲ ଲିକ୍ୟୁଡେଟର ମଙ୍ଗଳବାର ରିପୋର୍ଟ ଦାଖଲ କରିଛନ୍ତି। ଓଟିଏମ୍ ପୁନଃରୁଦ୍ଧାର ଏବଂ କର୍ମଚାରୀମାନଙ୍କ ବକେୟା ପ୍ରାପ୍ୟ ବାବଦରେ…
ବଲାଙ୍ଗୀର ଅଫିସ,୧୮।୧୦: ବଲାଙ୍ଗୀର ଜିଲାରେ ବଢ଼ିବାରେ ଲାଗିଛି ରୋପ୍ୱେ ଟେନ୍ସନ। ହରିଶଙ୍କରରୁ ନୃସିଂହନାଥ ପ୍ରସ୍ତାବିତ ରୋପ୍ୱେ ଯୋଜନା ବାତିଲ ହେବା ଜଣାପଡ଼ିବା ପରେ ସପ୍ତାହେ ହେଲା ବିଭିନ୍ନ…
ପାପଡାହାଣ୍ଡି,୧୮।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡାବାନ୍ତି। ଗତ ଅଗଷ୍ଟ ମାସରେ ତୁଳସିପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର…
ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି…
ବେତନଟୀ,୧୮।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି । ୧୭ ବର୍ଷୀୟା ନାବାଳିକାଙ୍କୁ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ…
ପଟ୍ଟାଙ୍ଗୀ, ୧୮।୧୦(ଡି.ଏନ୍.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଗ୍ରାମାଞ୍ଚଳରେ ଠିକ୍ଭାବେ ପହଞ୍ଚତ୍ପାରୁ ନ ଥିବାବେଳେ ଏହାର ଫାଇଦା ଉଠାଇ ଚାଲିଛନ୍ତି ସରକାରୀ ଅଧିକାରୀ ତଥା…
ନୂଆପଡ଼ା ଅଫିସ,୧୮।୧୦: ନୂଆପଡା ଜିଲାର ୮୦ ଭାଗ ଲୋକ ଚାଷ ଉପରେ ନିର୍ଭର କରନ୍ତି। ବର୍ଷର ୬ ମାସ ଚାଷ କରି ଅମଳ ପରେ ଅଧା ୬…
ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍ରେ ପରିଚାଳନା କରିବା ପାଇଁ ରାଜ୍ୟ…
ସମ୍ବଲପୁର,୧୮ା୧୦(ବ୍ୟୁରୋ): ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମାଫିଆମାନେ ବେଆଇନ ଗଛ କାଟି ବାହାରକୁ ଚାଲାଣ କରୁଛନ୍ତି। ହେଲେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେବାରେ ଅବହେଳା କରୁଛି। ଯୁଯୁମୁରା ବ୍ଲକର…