ଆମ ଜିଲା ଖବର

ଧାରଣାରେ ବସିଲେ ସଫେଇ କର୍ମଚାରୀ

ଭଦ୍ରକ ଅଫିସ,୧୯/୮:ଭଦ୍ରକ ପୌରପାଳିକାର ସଫେଇ କର୍ମଚାରୀ ୧୦ ମାସର ଇପିଏଫ ଇଏସଆଇ ଟଙ୍କା ପାଇ ନ ଥିବାରୁ ଶୁକ୍ରବାର ସକାଳ ୬ଟାରୁ ଧାରଣାରେ ବସିଛନ୍ତି। ୩୦୦ରୁ ଉର୍ଦ୍ଧ୍ୱ…

4 years ago

୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ,୧୯।୮(ଡି.ଏନ.ଏ.): ସୁନ୍ଦରଗଡ଼ଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ସକାଳ ୬ଟାରୁ ଆରମ୍ଭ…

4 years ago

ରୋଗୀ ସେବାରେ ଅବହେଳା: ଜିଲାପାଳଙ୍କୁ ଦାବିପତ୍ର

ଢେଙ୍କାନାଳ ଅଫିସ୍‌,୧୯।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉପର ମହଲା ଦେଇ ୪ ବର୍ଷରେ ୪ ଜଣ ରୋଗୀ ଆତ୍ମହତ୍ୟା କରିବା, ସୁରକ୍ଷା ବ୍ୟବସ୍ଥା ଢିଲା, ଓ…

4 years ago

ସୁଧୁରୁଛି ବନ୍ୟା ସ୍ଥିତି

ଅନୁଗୋଳ ଅଫିସ,୧୯ା୮: ଅନୁଗୋଳ ଜିଲାରେ ବନ୍ୟାସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ମହାନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ ଅନୁଗୋଳ ଓ ଆଠମଲ୍ଲିକ ବ୍ଲକରେ ବନ୍ୟାପାଣି ଗୁରୁବାର କମୁଥିବା ଦେଖିବାକୁ…

4 years ago

ପାଣି ଉଛୁଳିବା ପରେ ବଢ଼ିଲା ଚିନ୍ତା

ଢେଙ୍କାନାଳ ଅଫିସ,୧୯।୮: ଲଗାଣବର୍ଷା ହେଲେ ଢେଙ୍କାନାଳର ଐତିହାସିକ କୁଞ୍ଜକାନ୍ତ ପୋଖରୀର ଚିତ୍ର ବଦଳିଯାଉଛି। ପାଣି ନିଷ୍କାସନ ହୋଇ ନ ପାରି ୩ନଂ. ଓ୍ବାର୍ଡରେ ପ୍ରବାହିତ ହେଉଛି। ଏହି…

4 years ago

ପଥର ଭରସାରେ ୫ବର୍ଷ

ବଇଣ୍ଡା,୧୯ା୮(ଡି.ଏନ.ଏ.): ବର୍ଷା ହେଲେ ବ୍ରିଜ୍‌ ଉପରେ ପ୍ରବାହିତ ହେଉଛି ପାଣି। କ୍ଷତିଗ୍ରସ୍ତ ହେଉଛି ୨୭ ବର୍ଷର ପୁରୁଣା ପୋଲ। ବର୍ତ୍ତମାନ ସ୍ଥିତି ଏପରି ଯେ ଅତ୍ୟନ୍ତ ବିପଦପୂର୍ଣ୍ଣ…

4 years ago

ହନୁମାନଙ୍କ ମୂର୍ତ୍ତି ନେଇଗଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ପୁଣି ଏକ ମନ୍ଦିରରୁ ଚୋରି। ରେଲଓ୍ବେ ଷ୍ଟେଶନ ନିକଟସ୍ଥ ସିଦ୍ଧ ମହାବୀର ମନ୍ଦିରରୁ ଅଷ୍ଟଧାତୁରେ ନିର୍ମିତ ହନୁମାନ ମୂର୍ତ୍ତି ଚୋରି ହୋଇଥିବା…

4 years ago

କୁନି ଛାତ୍ରଙ୍କ ଭିଡିଓ ଭାଇରାଲ ପରେ ଖୋଲୁଛି ସରକାରୀ ବିଦ୍ୟାଳୟର ଗୁମର

ବାଲେଶ୍ୱର ଅଫିସ,୧୯ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଗୁମର ଖୋଲିଛନ୍ତି  ତୃତୀୟ ଶ୍ରେଣୀ ଛାତ୍ର। ବିଦ୍ୟାଳୟକୁ ପଢ଼ିବାକୁ ଆସିଥିବା କୁନି ଛାତ୍ରଙ୍କୁ ପ୍ରଧାନଶିକ୍ଷକ ପ୍ରତ୍ୟେକ ଦିନ ପାଠପଢ଼ା…

4 years ago

ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ, ୨ ଗୁରୁତର

ପାପଡ଼ାହାଣ୍ଡି,୧୯ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଆମପାଣି ଘାଟିର ଖଡ଼କା ନିକଟରେ ଶୁକ୍ରବାର ସକାଳୁ ଏକ ବସ୍‌ ଓ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇ ଦୁଇ ଡ୍ରାଇଭର…

4 years ago

ପୁଣି ମାତିଲେ ମାଓବାଦୀ, ଜଣଙ୍କୁ କଲେ ହତ୍ୟା, ମୃତଦେହ ନିକଟରେ ଛାଡ଼ିଗଲେ ପୋଷ୍ଟର

ନୂଆପଡ଼ା ଅଫିସ,୧୯ା୮: ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାନି ଗାଁ ନିକଟରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣକୁ ହତ୍ୟା କରିଛନ୍ତି ମାଓବାଦୀ।…

4 years ago