ଆମ ଜିଲା ଖବର

ରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ରାଇକିଆ,୧୭।୮(ଡି.ଏନ.ଏ): ଗତ ୩ ଦିନ ଲଗାଣ ବର୍ଷାରେ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡବାଡି ପଞ୍ଚାୟତ ମୁରୁଡି କୁପୁଡାଠାରେ ରାଇକିଆ - ଦାରିଙ୍ଗିବାଡିକୁ ସଂଯୋଗ କରୁଥିବା ଅସ୍ଥାୟୀ…

4 years ago

ପୁଣି ସମୁଦ୍ରରେ ଲୀନହେଲା ୩ ଘର

ଗଞ୍ଜାମ,୧୭।୮(ଡି.ଏନ୍‌.ଏ.): ଲଘୁଚାପ କାରଣରୁ ଅଶାନ୍ତ ସମୁଦ୍ରର ଉଚ୍ଚ ଜୁଆରରେ ଗଞ୍ଜାମ ବ୍ଲକର ପୁରୁଣା ପୋଡ଼ମପେଟା ଗ୍ରାମର ପୁଣି ୩ଟି ଘର ସମୁଦ୍ରରେ ଲୀନ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

4 years ago

ବିଦ୍ୟାଳୟ ଯିବାକୁ କାଠପୋଲ ଭରସା

ଆର.ଉଦୟଗିରି,୧୭।୮(ଡି.ଏନ.ଏ.): ଛାତ୍ରୀଛାତ୍ରମାନଙ୍କୁ ଗୁଣାମ୍ଭକ ଶିକ୍ଷା ପ୍ରଦାନ କରି ସ୍ମାର୍ଟ କରାଇବା ଉଦ୍ଦେଶ୍ୟରେ ଅନେକ ଯୋଜନା ମଧ୍ୟମରେ ରାଜ୍ୟ ସରକାର ରାଜକୋଷରୁ ବ୍ୟୟ କରୁଛନ୍ତି କୋଟି କୋଟି ଟଙ୍କା।…

4 years ago

ଅଧିକାରୀଙ୍କୁ ତାଲା ପକାଇଲେ ହିତାଧିକାରୀ

ଯୋଡା,୧୧୭।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅଧୀନ ଚମକପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ହିତାଧିକାରୀମାନେ ସେମାନଙ୍କର ୪ମାସର ବକେୟା ଭତ୍ତା ନ ପାଇ ପଞ୍ଚାୟତ ନିର୍ବାହୀ ଅଧିକାରୀ…

4 years ago

୯ ବର୍ଷ ବିତିଲାଣି, ସରୁନି ସେତୁ ନିର୍ମାଣ

ନୀଳଗିରି, ୧୭।୮(ସ୍ବ.ପ୍ର.): ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବିଜୁ ସେତୁ ଯୋଜନାରେ କୋଟି କୋଟି ଟଙ୍କା ମଞ୍ଜୁର କରୁଛନ୍ତି।…

4 years ago

ଦେବୀ ନଦୀ ବନ୍ଧ ବିପଦସଙ୍କୁଳ, ଲୋକେ ଆତଙ୍କିତ

ଜଗତ୍‌ସିଂହପୁର ଅଫିସ, ୧୭।୮: ଲଘୁଚାପଜନିତ ଲଗାଣ ବର୍ଷା ପ୍ରଭାବରେ ଜଗତ୍‌ସିଂହପୁର ଜିଲାର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଏରସମା, ବାଲିକୁଦା ଓ କୁଜଙ୍ଗ ଆଦି ବ୍ଲକର ତଳିଆ…

4 years ago

ଉଛୁଳୁଛି ନଦୀ, ଗ୍ରାମବାସୀ ଆତଙ୍କିତ

ଡେରାବିଶ, ୧୭।୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ ବୃଦ୍ଧି ପାଉଥିବା ବେଳେ ଏହାର ଶାଖାନଦୀ ଡେରାବିଶ ବ୍ଲକ ଅଧୀନ ଲୁଣା ଓ କରାଣ୍ଡିଆରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ବ୍ଲକ…

4 years ago

ଚିତ୍ରୋତ୍ପଳା, ପାଇକା, ଲୁଣାନଦୀରେ ବନ୍ୟା ପରିସ୍ଥିତି

ପାଟକୁରା,୧୭ା୮ (ଡି.ଏନ.ଏ.): ମହାନଦୀରେ ବନ୍ୟା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ଶାଖା ନଦୀ ଚିତ୍ରୋତ୍ପଳା, ପାଇକା, ଲୁଣା ନଦୀରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଫଳରେ ନଦୀ କୁଳିଆ…

4 years ago

କାଣୀ ନଦୀବନ୍ଧରେ ଶହେ ଫୁଟର ଘାଇ

ଯାଜପୁର ଅଫିସ/ଦଶରଥପୁର/ଝୁମ୍ପୁରୀ,୧୭ା୮(ଡି.ଏନ.ଏ.): ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଏହାର ଶାଖା ନଦୀ କାଣୀରେ ୧ଶହ ଫୁଟ ଲମ୍ବର ଏକ ଘାଇ ସୃଷ୍ଟି ହୋଇଛି।…

4 years ago

ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ସମ୍ପନ୍ନ

ପୁରୀ ଅଫିସ,୧୭।୮: ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନା ରାହୁରେଖା ଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି…

4 years ago