ବ୍ରହ୍ମପୁର ଅଫିସ,୧୦ା୧୦: ଅଧିକ ଯୌତୁକ ଦାବି କରି ଜଣେ ନବବଧୂଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୮୩/୨୨)…
ଭଦ୍ରକ ଅଫିସ, ୧୦ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…
ଛତ୍ରପୁର,୧୦ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପୂଜା ପାର୍ବଣ ଋତୁ ଆସିଲେ ଜୁଆଖେଳ ଆସର ଜମିଥାଏ। ଦଶହରା ପୂର୍ବରୁ ଆରମ୍ଭ ହୋଇ କୁମାର ପୂର୍ଣ୍ଣିମା ଓ କାଜୀପୂଜା ପର୍ଯ୍ୟନ୍ତ ଏହି…
ବାଲେଶ୍ୱର ଅଫିସ, ୧୦।୧୦-ଭତ୍ତା, ରାଶନ କାର୍ଡ ପାଇଁ ଏକ ବୃଦ୍ଧ ଦମ୍ପତିଙ୍କୁ ତାଙ୍କ ପୁଅ ଘରେ ବାନ୍ଧି ୮ ମାସ ହେଲା ନିର୍ଯାତନା ଦେବା ଘଟଣା ସାଧାରଣରେ…
ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍ରେ ଯାଉଥିବା ଲୋକଙ୍କୁ ପଛକୁ…
ଆର୍.ଉଦୟଗିରି,୧୦।୧୦(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଏକ ମାମଲା…
ଖୋର୍ଦ୍ଧା ଅଫିସ,୧୦ା୧୦: ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଅଶାନ୍ତିରୁ ଦିଅର ହାତରେ ଭାଉଜଙ୍କ ଜୀବନ ଯାଇଛି। ତେବେ ଆକ୍ରମଣକାରୀ…
ପାପଡ଼ାହାଣ୍ଡି,୧୦ା୧୦(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦରଠାରେ ଝାଡ଼ାବାନ୍ତି ବ୍ୟାପୀ ସୋମବାର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ…
ଦାରିଙ୍ଗବାଡ଼ି,୧୦ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଉକ୍ତ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବା ବେଳେ ଏକାଧିକ…
ଠାକୁରମୁଣ୍ଡା,୧୦ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମ ମଙ୍ଗଲକଚା ଜଙ୍ଗଲ କଡ଼ରେ ସୋମବାର ଏକ ଦନ୍ତାହାତୀର ମୃତଦେହ…