ଆନନ୍ଦପୁର,୨୫।୪(ସ୍ବ.ପ୍ର): କରୋନା ମହାମାରୀ ପାଇଁ ଦୁଇ ବର୍ଷ ବ୍ୟବଧାନ ପରେ ବିଦ୍ୟାଳୟ ଗୁଡିକରେ ପାଠପଢା ସ୍ବାଭାବିକ ହେବାରେ ଲାଗିଛି। ସରକାରୀ ସ୍ତରରେ ଛାତ୍ରୀଛାତ୍ରୀଙ୍କ ପାଠ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ ଠିକଣା…
ମାଲକାନଗିରି,୨୫ା୪(ଡି.ଏନ୍.ଏ.): ମାଲକାନଗିରି ସୀମାରେ ପୁଣି ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଏକ ଯାତ୍ରୀବାହୀ ବସ୍ରୁ ଯାତ୍ରୀମାନଙ୍କୁ ବାହାର କରି ବସ୍ରେ ନିଆଁ ଲଗାଇ ଦେଇଛନ୍ତି। ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶ…
ଜଗତ୍ସିଂହପୁର ଅଫିସ, ୨୫ା୪: ଜଗତ୍ସିଂହପୁର ଜିଲା ପ୍ରାଣୀଧନ ଚିକିତ୍ସାଳୟକୁ ପ୍ରାଣୀଙ୍କ ଚିକିତ୍ସା ଓ ନମୁନା ପରୀକ୍ଷା ପାଇଁ ପ୍ରତ୍ୟହ ବହୁସଂଖ୍ୟକ ଲୋକ ଆସୁଛନ୍ତି। କିନ୍ତୁ ସେମାନଙ୍କୁ ଆବଶ୍ୟକ…
ନୂଆଗାଁ, ୨୫।୪ (ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍ଘାଟନ ପୂର୍ବରୁ…
ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ…
ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲାରେ ଗ୍ରାନାଇଟ ପଥର, ବାଲି, ମୋରମ, ମାଟି, ମାଙ୍କଡାପଥର ଲୁଟ ଉପରେ ସ୍ବର ଉତ୍ତୋଳନ କରୁଥିବା ସାମାଜିକ କର୍ମୀ କିମ୍ବା ଗଣମାଧ୍ୟମ ପ୍ରତିନିଧି…
ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ଚାଲିଥିବା ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ମତ ମତାନ୍ତର…
ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି…
ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ ଏହି…
ପଟ୍ଟାମୁଣ୍ଡାଇ,୨୫ା୪(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହାୟ ଗୁଳଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା…