ଆମ ଜିଲା ଖବର

ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତା ଦେଖାଇଲେ ବିଡିଓ

ଚମ୍ପୁଆ, ୨୧।୪(ଡି.ଏନ୍‌.ଏ.): ଅଫିସ କାର୍ଯ୍ୟରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତାର ନିଦର୍ଶନ ଦେଖାଇଛନ୍ତି ଚମ୍ପୁଆ ବିଡିଓ ଜ୍ୟୋତ୍ସ୍ନା ନାଏକ। ଖୁବ୍‌କମ୍‌ ଦିନ ଭିତରେ…

4 years ago

ବେଆଇନ ଇଟାଭାଟି, ଲୋକେ ଅତିଷ୍ଠ

ପଦ୍ମପୁର,୨୧।୪ (ଡି.ଏନ.ଏ.):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ବେଧଡ଼କ ଭାବେ ଚାଲିଛି ବେଆଇନ ଇଟାଭାଟି। ନାୟକାଣିଡିହୀ, କରଞ୍ଜଆଡ଼ିଆ, ଗୋବିନ୍ଦପୁର, ବିଦେଇପୁର, ବିରସ, ବାଲିମେଦ,…

4 years ago

ସମ୍ପର୍କୀୟଙ୍କୁ ଭେଟିବାକୁ ଯାଉଥିଲେ, ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା କାର୍‌

ଫୁଲନଖରା,୨୧।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ କାର ବ୍ରିଜ଼ ତଳକୁ ଖସିପଡିଛି। କାରରେ ୪ଜଣ ଯାତ୍ରୀ…

4 years ago

୮ଦିନ ମଧ୍ୟରେ ଯୋଗାଣ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ, ୨୧।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଧନପୁର ଗ୍ରାମରେ ପାନୀୟ ଜଳ ସଙ୍କଟକୁ ନେଇ ବୁଧବାର ଶତାଧିକ ମହିଳା ଗରା, ବାଲ୍‌ତି ଧରି ରାସ୍ତା ଅବରୋଧ…

4 years ago

ପାଣି ପାଇଁ ଡହଳବିକଳ, ଗରା ଧରି ରାସ୍ତାରେ ମହିଳା

ଜଳେଶ୍ୱର,୨୧।୪(ଡି.ଏନ.ଏ.): ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାରୁ ଜଳସ୍ତର ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ପିଇବା ପାଣି ସମସ୍ୟା ଉକତ୍ଟ ହେବାରେ ଲାଗିଛି।…

4 years ago

ନିର୍ଦ୍ୱନ୍ଦ୍ୱରେ ଜିତିଲେ ଓସିମ ଏଜଦାନୀ କାଦ୍ରୀ

ଧାମନଗର, ୨୧।୪(ସ୍ବ.ପ୍ର./ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ଉପାଧ୍ୟକ୍ଷ ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ୬ନଂ. ୱାର୍ଡର କାଉନ୍‌ସିଲର ଓସିମ ଏଜଦାନୀ କାଦ୍ରୀ(ନୁରାନି)…

4 years ago

ଡିପିଆର୍‌ ଅନୁମୋଦନ ବିନା ଚାଲିଛି କାମ

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ହୋଇଥିବାବେଳେ ମେଘନାଦ ପାଚେରିଠାରୁ ୫୫ ମିଟର ଦୂରରେ ଏକ ପ୍ରାଚୀର ନିର୍ମାଣ କରାଯିବ।…

4 years ago

ଖୋର୍ଦ୍ଧାରେ ଚାଲିଛି ଶତାଧିକ ବେଆଇନ ଖଣି, କ୍ରଶର

ଖୋର୍ଦ୍ଧା ଅଫିସ,୨୧ା୪: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚୋରା ଚାଲାଣ ବଢିବାରେ ଲାଗିଛି। ଏନ୍‌ଜିଟି ଛାଟ ପରେ ଜିଲା ପ୍ରଶାସନ…

4 years ago

ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ

ଖୁଣ୍ଟୁଣୀ,୨୧ା୪(ଡି.ଏନ୍‌.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ…

4 years ago

୨୨୨ ଟଙ୍କା ମଜୁରିରେ କାମ କରୁନାହାନ୍ତି ଶ୍ରମିକ

ବିଞ୍ଝାରପୁର,୨୧ା୪(ଡି.ଏନ.ଏ.): ବିଞ୍ଝାରପୁର ପଞ୍ଚାୟତ ସମିତିର ପ୍ରଥମ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ରଞ୍ଜିତା କୁମାରୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ବିଞ୍ଝାରପୁର…

4 years ago