ଆମ ଜିଲା ଖବର

ପାନୀୟ ଜଳଯୋଗାଣ ପାଇଁ ବିଡିଓଙ୍କ ଦ୍ୱାରସ୍ଥ ହେଲେ ମହିଳା

କୋକସରା,୨୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା କୋକସରା ପଞ୍ଚାୟତର ୯ ନମ୍ବର ଓ୍ବାର୍ଡର ମହିଳାମାନେ ବୁଧବାର କୋକସରା ବିଡିଓଙ୍କୁ ଭେଟି ପାନୀୟ ଜଳ ଯୋଗାଣ…

4 years ago

ବୈତରଣୀରୁ ବାଲି ଚୋରାଚାଲାଣ

କେନ୍ଦୁଝର,୨୦ା୪(ସ୍ବ.ପ୍ର.): ପାଟଣା ଓ ସାହାରପଡ଼ା ତହସିଲ ଅଞ୍ଚଳ ଦେଇଯାଇଥିବା ବୈତରଣୀ ନଦୀପଠାରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ଚାଲିଥିବା ଜଣାପଡ଼ିଛି। ଏବେ ମଧ୍ୟ କିଆପଡ଼ା ଓ ପାଟନାଳି…

4 years ago

କୁକୁଡ଼ା ଫାର୍ମରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଟଡିହୀ,୨୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ବଡ଼ରମ୍ପାସ ଗ୍ରାମଠାରୁ ଅନତି ଦୂରରେ ଅବସ୍ଥିତ କେନାଲ ନିକଟ ଏକ କୁକୁଡ଼ା ଫାର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ…

4 years ago

ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ କରିଥିବା…

4 years ago

ସ୍କୁଲ ବସ୍‌କୁ ୪ ଲକ୍ଷ ଫାଇନ୍‌

କୋରାପୁଟ,୨୦ା୪(ସ୍ବ.ପ୍ର.): ଫିଟ୍‌ନେସ୍‌ ଯାଞ୍ଚ ବେଳେ ବୁଧବାର ଏକ ସ୍କୁଲ ବସ୍‌କୁ ଜରିମାନା ହୋଇଛି। ଏହି ବସ୍‌ ଉପରେ ପରିବହନ ବିଭାଗ ୪ ଲକ୍ଷ ଫାଇନ୍‌ କାଟିଛି। ସେମିଳିଗୁଡ଼ାର…

4 years ago

ଯୁବକଙ୍କୁ ତହସିଲଦାର ଚାପୁଡ଼ା ମାରିବା ଘଟଣା: ଜିଲାପାଳଙ୍କଠାରେ ତଦନ୍ତ ଦାବି

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମର ଅରଣ୍ୟ କୁମାର ନାହାକଙ୍କୁ ୧୩ ତାରିଖରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗାଳିଗୁଲଜ ସହ ମାଡ଼ ମାରିଥିବା…

4 years ago

ବାସଭବନରୁ ମିଳିଲା ଡେପୁଟି ରେଞ୍ଜରଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନାଞ୍ଚଳରେ କାର୍ଯ୍ୟରତ ଡେପୁଟି ରେଞ୍ଜର ବ୍ରଜ ମୋହନ ଭୋଇଙ୍କ ମୃତ୍ୟୁ ହୋଇଛ। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୂଚନାନୁଯାୟୀ,…

4 years ago

ଏସ୍‌ପିଙ୍କ କାର୍ଯ୍ୟାଳୟରେ ଆତ୍ମାହୁତି ଉଦ୍ୟମ କଲେ ମହିଳା

ଢେଙ୍କାନାଳ ଅଫିସ,୨୦।୪(ବ୍ୟୁରୋ): ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ହେଲେ ହିନ୍ଦୋଳ ବ୍ଲକ ବାଲିମିଥାନା ଦୁଦୁରକୋଟ ଗ୍ରାମର ଶୈଳବାଳା…

4 years ago

ତିନିଥର ଅସ୍ତ୍ରୋପଚାର ପରେ ବି ଅସୁସ୍ଥ

ବଲାଙ୍ଗୀର ଅଫିସ, ୨୦।୪ - ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ୍‌ ଘୁନସର ପଞ୍ଚାୟତ ଅନ୍ତର୍ଗତ ସାନବାଞ୍ଜିପାଲି ଗ୍ରାମର ପ୍ରଥମ ମାଟ୍ରିକ୍ୟୁଲେଟ୍‌ ଓ ଗ୍ରାଜୁଏଟ୍‌ ମେଧାବୀ ଆଦିବାସୀ ଯୁବକ…

4 years ago

ପ୍ରଚଣ୍ଡ ଗ୍ରୀଷ୍ମରୁ ନିସ୍ତାର ନାହିଁ

ବଲାଙ୍ଗୀର ଅଫିସ, ୨୦।୪ - ଅଢ଼େଇ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ବଲାଙ୍ଗୀର ଜିଲାର ତାପମାତ୍ରା ବୃଦ୍ଧି ରାଜ୍ୟ ତଥା ଦେଶରେ ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ…

4 years ago