ଆମ ଜିଲା ଖବର

ଭଗବାନଙ୍କୁ ବି ଛାଡ଼ିଲେନି: ତାଲା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର

ଧର୍ମଶାଳା,୧୭।୪(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଚୋରମୁହାଁ ପଞ୍ଚାୟତ ବଡ଼ମଙ୍ଗଳପୁର ଗ୍ରାମଦେବତୀ ମା’ କରଞ୍ଜେଇଙ୍କ ମନ୍ଦିରରୁ ଚୋରି ହୋଇଛି। ଏ ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି…

4 years ago

ରାସ୍ତା ନାହିଁ, ଦୋଳାରେ ବୁହା ହେଲେ ରୋଗୀ

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକର ଅନେକ ସ୍ଥାନରେ ଏବେ ମଧ୍ୟ ରାସ୍ତା ଅପହଞ୍ଚ। ଫଳରେ ରୋଗୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ମଧ୍ୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ…

4 years ago

୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ: ଜଣେ ଗିରଫ

ବିଶୋଇ,୧୭।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅଧୀନରେ ଶନିବାର ୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ କରାଯାଇଥିବା ବେଳେ ଏହି ଘଟଣାରେ ସଂପୃକ୍ତ…

4 years ago

ଏନ୍‌ଏଚ୍‌-୧୬ରେ ବେଆଇନ ପାର୍କିଂ

ଗୋପାଳପୁର,୧୭।୪ (ଡି.ଏନ.ଏ.) ଜନସାଧାରଣଙ୍କ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।…

4 years ago

ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ତିଳତର୍ପଣ

ସୋରଡ଼ା,୧୭ା୪(ଡି.ଏନ୍‌.ଏ.): ସୋରଡ଼ାରେ ବିଜୁବାବୁଙ୍କ ୨୫ତମ ଶ୍ରାଦ୍ଧଦିବସ ସ୍ଥାନୀୟ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ଦଳୀୟ କର୍ମୀମାନେ ଯୋଗଦେଇଥିଲେ।…

4 years ago

କଳାକୁ ଆପଣାଇଛନ୍ତି ଅନ୍ତର୍ଯ୍ୟାମୀ

ବନ୍ତ,୧୭।୪(ଡି.ଏନ.ଏ.): ପିଲାବେଳୁ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ନିଜର ଦୃଢ଼ ଇଚ୍ଛାଶକ୍ତି ଓ ନିଷ୍ଠା ଯୋଗୁ ଏବେ ହାରମୋନିୟମ, ଢୋଲ ବଜାଇବା ସହ ଗୀତ ଗାଇବାରେ ପାରଙ୍ଗମ…

4 years ago

ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ

ପୁରୀ ଅଫିସ, ୧୭।୪: ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀରେ। ରବିବାର ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ କରୁଥିବା ବେଳେ…

4 years ago

ପଥର ବାନ୍ଧି ମୃତଦେହ ଡ୍ୟାମ୍‌ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍‌ରେ ଫିଙ୍ଗିବା…

4 years ago

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ ମହଲରେ…

4 years ago

୨୦କି.ମି. ଦୂର କେନ୍ଦ୍ରରେ ପରୀକ୍ଷା ଦେବେ ସଂସ୍କୃତ ବିଦ୍ୟାଳୟ ଛାତ୍ରୀଛାତ୍ର, ଧାରଣାରେ ବସିଲେ ଅଭିଭାବକ

ଖଇରା, ୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ଅନ୍ୟତମ ପୁରାତନ ଗଡପୋଖରୀ ହାଇସ୍କୁଲ ପୂର୍ବରୁ ବୋର୍ଡ ପରୀକ୍ଷା କେନ୍ଦ୍ର ହୋଇଆସୁଥିବା ବେଳେ ଚଳିତ ବର୍ଷ ଏହାକୁ ଇଛାକୃତ ଭାବେ…

4 years ago