ଆମ ଜିଲା ଖବର

 ମା ଦଣ୍ଡ କାଳୀଙ୍କ ଯାତ୍ରା ଉଦଯାପିତ 

ପୁରୁଷୋତ୍ତମ ପୁର, ୧୪/୪(ଡିଏନ୍ଏ): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ମା ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମେରୁ ପର୍ବରେ ଉଦ୍ ଯାପିତ ହୋଇଛି।  ପୁରୁଷୋତ୍ତମପୁର ସହରରେ…

4 years ago

୫-ଟି ସଚିବଙ୍କୁ ଭେଟିଲେ ସୁରେନ୍ଦ୍ର

ଗଞ୍ଜାମ, ୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ନବ ନିର୍ବାଚତ ଉପ ନଗରପାଳ ସୁରେନ୍ଦ୍ର ବାରିକି ଗୁରୁବାର ୫-ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନଙ୍କୁ ଭୁବନେଶ୍ୱରଠାରେ ସୌଜନ୍ୟ…

4 years ago

ଆଖୁ ଖାଇବାକୁ ଗାଁରେ ପଶିଛନ୍ତି ୩ ଭାଲୁ

ନନ୍ଦାହାଣ୍ଡି,୧୪।୪,(ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଏକମ୍ବା ଗ୍ରାମରେ ପୁଣି ୩ ଭାଲୁ ଖାଦ୍ୟ ଅନ୍ବେଷଣରେ ପହଞ୍ଚତ୍ଛନ୍ତି। ଏକମ୍ବା ଗ୍ରାମରେ ବହୁ ପରିମାଣରେ ଆଖୁ ଚାଷ ହେଉଥିବାରୁ ଆଖୁ…

4 years ago

ଶହୀଦ ମିନାରରେ ଉଡ଼ୁଛି ଫଟା ତ୍ରିରଙ୍ଗା

ପାପଡାହାଣ୍ଡି, ୧୪।୪(ଡି.ଏନ୍‌.ଏ.): ଉଦଘାଟନର ଚାରି ମାସ ପରେ ଫାଟିଗଲା ଶହୀଦ ମିନାରରେ ଲାଗିଥିବା ପତାକା। ଶହୀଦ ମୀନାରରେ ଏବେ ଉଡୁଛି ଫଟା ତ୍ରିରଙ୍ଗା। ଏହାକୁ ନେଇ ସାଧାରଣରେ ଅସନ୍ତୋଷ…

4 years ago

ସ୍କୁଲ ଯିବା ବୟସରେ ପିଲାମାନେ ଗୋଟାଉଛନ୍ତି ମହୁଲ

ଝରିଗାଁ, ୧୪।୪(ସ୍ବ.ପ୍ର.): ଯୋଜନା ଆସୁଛି, ହେଲେ ଅପହଞ୍ଚ ଇଲାକାରେ ଠିକ୍‌ ସମୟରେ ପହଞ୍ଚତ୍ପାରୁନାହିଁ। ଫଳରେ ଦୁର୍ଗମ ଅଞ୍ଚଳବାସୀ ବର୍ଷ ତମାମ ନାହିଁ ନ ଥିବା ସମସ୍ୟାର ଶିକାର ହେଉଛନ୍ତି।…

4 years ago

ପ୍ରକଳ୍ପ ଥାଇ ମିଳୁନି ପାଣି

ବଇଣ୍ଡା,୧୪।୪(ଡି.ଏନ.ଏ.): ରାଜ୍ୟର ସବୁ ଗାଁକୁ ଯେପରି ଶୁଦ୍ଧ ପାଇପ୍‌ ପାଣି ଯୋଗାଣ କରାଯିବ, ତାହା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଆସୁଛନ୍ତି। ଏ ନେଇ ଏକାଧିକ ଯୋଜନା ମାଧ୍ୟମରେ…

4 years ago

ପାରଳାଖେମୁଣ୍ଡିରେ ପାରମ୍ପରିକ ପର୍ବ ଗଜାମୁହାଁ

ପାରଳାଖେମୁଣ୍ଡି,୧୪।୪(ଡି.ଏନ୍‌.ଏ.):  ପାରଳାଖେମୁଣ୍ଡି ସହରରେ ଚୈତ୍ର ମାସ ଶେଷ ମଙ୍ଗଳବାର ପାରଳା ସହରରେ ପାରମ୍ପରିକ ପୂଜା ଗଜାମୁହାଁ ପର୍ବ ପାଳିତ ହୋଇଯାଇଛି। ପାରଳାର ଗଜାମୁହାଁ ପର୍ବ ରାଜ୍ୟର ବିଭିନ୍ନ ସ୍ଥାନରେ…

4 years ago

ବେଧଡ଼କ ଚାଲିଛି ଇଟାଭାଟି ଓ ବାଲି ଚାଲାଣ, ଜଗନ୍ନାଥପ୍ରସାଦ ତହସିଲ ଅଞ୍ଚଳରେ ମାଫିଆ ସକ୍ରିୟ

ଜଗନ୍ନାଥପ୍ରସାଦ,୧୪।୪(ଡି.ଏନ.ଏ.) ଜଗନ୍ନାଥପ୍ରସାଦ ତହସିଲ ଅଞ୍ଚଳରେ ବେଧଡକ ଭାବେ ଚାଲିଛି ବେଆଇନ ଇଟାଭାଟି ଓ ବାଲି ଚୋରାଚାଲାଣ। ଜଙ୍ଗଲ ନଦୀ କୂଳରେ ଲୁଚା ଛପାରେ ଚାଲିଥିଲା। ବର୍ତ୍ତମାନ ରାଜ୍ୟ ରାଜପଥ,…

4 years ago

ମାସାନ୍ତମେରୁ ଯାତ୍ରା ଉଦ୍‌ଯାପିତ

ଭଞ୍ଜନଗର, ୧୪।୪(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡନାଚର ବୁଧବାର ମାସନ୍ତ ମେରୁ ଯାତ୍ରା ହୋଇଥିଲା। ଭଞ୍ଜନଗର ଅଞ୍ଚଳର ବିଭିନ୍ନ ମେରୁ ଯାତ୍ରା ପଡିଆରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ…

4 years ago

୨୨ରେ ଲଗ୍ନଧରା, ୨୬ରେ ବାହାଘର

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ଲୋକକଳା ଜଉକଣ୍ଢେଇ ବାହାଘର ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦୋଳପୂର୍ଣ୍ଣିମାରେ ଜଉକଣ୍ଢେଇ ବରକନ୍ୟା ଜୟଦେବ ଓ ପଦ୍ମାବତୀ ନାମକରଣ…

4 years ago