ରାସୋଳ, ୩୦।୯(ଡି.ଏନ୍.ଏ.): ଚାଷୀଙ୍କୁ ଦିଆଯିବ କୃଷି ସମ୍ପର୍କିତ ପରାମର୍ଶ। ଫସଲରେ ରୋଗପୋକ ବ୍ୟାପିଲେ ଏଥିରୁ ମୁକୁଳିବାର ବାଟ ବତାଇବେ ଅଧିକାରୀ। ସରକାରଙ୍କ ଚାଷଭିତ୍ତିକ ଯୋଜନାର ପ୍ରଚାର ପ୍ରସାର…
ବେତନଟୀ,୩୦ା୯(ସ୍ବ,ପ୍ର.):ବାର୍ହା ଶିକାର ପାଇଁ ବସାଯାଇଥିବା ଫାଶରେ ଛନ୍ଦିହୋଇ ଏକ ଦନ୍ତା ହାତୀ ଆହତ ହୋଇଛି। ଦନ୍ତାର ବାମପଟ ଆଗ ଗୋଡ଼ରେ ଫାଶ(ଲୁହା ତାର) ଚିପିହୋଇ ରହିଯାଇଥିବାରୁ ସେ…
ବରଗଡ଼ ଅଫିସ,୩୦ା୯: ବରଗଡ଼ ସହରରୁ ଅମ୍ବାପାଲିକୁ ସଂଯୋଗ କରୁଥିବା ପୁରୁଣା ଜୀରାନଦୀ ପୋଲ ଭାଙ୍ଗି ନୂତନ ପୋଲ ନିର୍ମାଣ ଚାଲିଛି। ୨୦୧୮ରୁ ପୋଲ ନିର୍ମାଣ କାର୍ଯ୍ୟ ଆରମ୍ଭ…
କେନ୍ଦୁଝର,୩୦ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅନ୍ତର୍ଗତ କେନ୍ଦେଇପଶି ପଞ୍ଚାୟତ ଅଞ୍ଚଳରେ ଧାନ ଫସଲରେ ପୋକ ଉପଦ୍ରବ ଦେଖିବାକୁ ମିଳିଛି। ବିଶେଷ କରି ହାଇବ୍ରିଡ୍ ଧାନରେ…
ବାରିପଦା ଅଫିସ,୩୦ା୯: ପୂଜାପାର୍ବଣ ସମୟରେ ବିଭିନ୍ନ ରାଜ୍ୟ ଓ ବିଦେଶର କଳାକୃତି ତୋରଣ ମାଧ୍ୟମରେ ଦେଖିବାକୁ ମିଳିଥାଏ। ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ତୁଳସୀ ଚଉରା ପୂଜା କମିଟି…
ବନ୍ତ,୩୦।୯(ଡି.ଏନ୍.ଏ.): ରଙ୍ଗତୂଳୀ ଧରିବା ମାତ୍ରେ ସେ ଭୁଲି ଯାଆନ୍ତି ସବୁକିଛି। ଆଙ୍କି ପକାନ୍ତି ବିଭିନ୍ନ ଛବି। ତାଙ୍କ ରଙ୍ଗତୂଳୀ ସ୍ପର୍ଶରେ ଚିତ୍ରଗୁଡ଼ିକ ଜୀବନ୍ତ ହୋଇଉଠେ। ଚିତ୍ର ଆଙ୍କିବାରେ…
କେନ୍ଦୁଝର,୩୦ା୯(ଡି.ଏନ୍.ଏ.): କେନ୍ଦୁଝର ଜିଲାରେ ଅବସ୍ଥାପିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ବହୁ ସମସ୍ୟା ଦେଇ ଗତି କରୁଛି। ବର୍ଷ ବର୍ଷ ଧରି ଏହି ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକରେ…
ପୁରୀ ଅଫିସ,୩୦।୯(ବ୍ୟୁରୋ): ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପା ରାଜ୍ୟ ସଭାପତି…
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ସମ୍ମୁଖରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ମାମଲା ବାଣପୁର…
ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍.ଏ.): କନ୍ଧମାକ ଜିଲାକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଏକ କମଳା ବୋଝେଇ ପିକ୍ଅପ୍ ଦୁର୍ଘଟଣାଗ୍ରସ୍ତ ହୋଇଛ। ଏଥିରେ ଚାଳକ ଏବଂ…