ଆମ ଜିଲା ଖବର

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ଭଞ୍ଜନଗର,୨୯।୯(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଲାଗି ରହିଛି। ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ସୁବିଧା ଠିକ୍‌ ଭାବେ ମିଳିପାରୁ ନାହିଁ। ଏହାକୁ…

4 years ago

ଏନ୍‌ଏଚ୍‌ ୪୯ରେ ଦୁର୍ଘଟଣା: ଜଣଙ୍କ ଜୀବନଗଲା, ଜଣେ ଗୁରୁତର

କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ନିକଟ ଏନ୍‌ଏଚ୍‌ ୪୯ରେ ଗୁରୁବାର ଏକ ଦୁର୍ଘଟଣା ଘଟଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…

4 years ago

ଢେଙ୍କାନାଳ ଗସ୍ତରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର

ଢେଙ୍କାନାଳ ଅଫିସ,୨୯ା୯: ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆରଡିସି) ଡ. ସୁରେଶ ଚନ୍ଦ୍ର ଦଳେଇ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ।…

4 years ago

ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର: ୬ ଛାତ୍ରୀଛାତ୍ର ଆହତ

କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟରେ ଛାତର ପ୍ଲାଷ୍ଟର ଖସି ୬ ଜଣ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ପାଠ ପଢ଼ା ହେଉଥିବା ସମୟରେ…

4 years ago

ପୋଖରୀରେ ବୁଡ଼ି ଯୁବ ବ୍ୟବସାୟୀ ଜୀବନଗଲା

ବରୀ,୨୯।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁରର ଥାନା ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ସଂଖାରିଗଡା ପାଖରେ ଥିବା ପୋଖରୀରେ ବୁଡ଼ି ଗୁରୁବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

4 years ago

ଜଗତପୁରରେ ଆତଙ୍କ ଖେଳାଉଥିବା ହାତୀ ଢେଙ୍କାନାଳରେ

ଢେଙ୍କାନାଳ ଅଫିସ, ୨୯।୯: କଟକ ଜିଲା ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ମାଈ ହାତୀକୁ ଢେଙ୍କାନାଳ ଜିଲା କପିଳାସ ପ୍ରାଣି ଉଦ୍ୟାନ ପରିସରରେ ଥିବା ହାତୀ ଉଦ୍ଧାର…

4 years ago

ହେଟେଲ୍‌ରୁ ମହିଳାଙ୍କ ମୃତଦେହ ଜବତ

ପୁରୀ ଅଫିସ,୨୯।୯: ପୁରୀରୁ ଏକ ହୋଟେଲ୍‌ରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି। ମୃତା ମହିଳା ଜଣଙ୍କ ହେଲେ ଐଶ୍ୱର୍ଯ୍ୟା ସାହାନାବାଗ। ସେ ଏକ କନଫରେନ୍ସରେ…

4 years ago

ଭିଜିଲାନ୍ସ ଜାଲରେ ଅଧିକ୍ଷଣ ଯନ୍ତ୍ରୀ

ଭଦ୍ରକ ଅଫିସ,୨୯।୯: ଭଦ୍ରକ ଜିଲା ସାଳନ୍ଦୀ ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଶ୍ରୀମନ୍ତ ସେଠୀ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ଛନ୍ତି। ଏକକାଳୀନ ତାଙ୍କ ଘର ସମେତ…

4 years ago

ନାରାୟଣପାଟଣା ବିଡିଓ ନିଲମ୍ବିତ

କୋରାପୁଟ,୨୯ା୯(ସ୍ବ.ପ୍ର.): ନାରାୟଣପାଟଣା ବ୍ଲକ ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ନିଲମ୍ବନ କରିଛନ୍ତି ସରକାର। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରେ କାର୍ଯ୍ୟରତ ସମୟରେ ଦୁର୍ନୀତି ହୋଇଥିବା ନେଇ ସରକାରଙ୍କ ନିକଟରେ…

4 years ago

ଭୁଶୁଡ଼ିଲା ମେଡିକାଲ ପାଚେରି: ଜଣେ ମୃତ, ଭାଙ୍ଗିଲା ଗାଡ଼ି

କୋରାପୁଟ,୨୯।୯(ସ୍ବ.ପ୍ର.): କୋରାପୁଟ ସହରରେ ବୁଧବାର ରାତିରେ ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଏଥିରେ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ପାଚେରି…

4 years ago