ଆମ ଜିଲା ଖବର

ପୌରସଂସ୍ଥାର ଗେଷ୍ଟ ହାଉସ ଲିଜ୍‌ ବାତିଲ ହେଉ

ବ୍ରହ୍ମପୁର ଅଫିସ,୨୪ା୧୨: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି)ର ସାଧାରଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ୪ ମାସ ପରେ ହୋଇଥିବା ଏହି ବୈଠକରେ ପୂର୍ବ ପୌର ପରିଷଦ…

4 years ago

ଲୁହାପଥର ପରିବହନକୁ ନେଇ ବିବାଦ

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ବେଆଇନ ଭାବରେ ଗଚ୍ଛିତଥିବା ଲୁହାପଥର ଗୁଣ୍ଡର ପରିବହନକୁ ନେଇ ବିବାଦ ଦେଖାଯାଇଛି। ଓଡ଼ିଶା ଖଣି ନିଗମ(ଓଏମ୍‌ସି)ପକ୍ଷରୁ ହୋଇଥିବା ନିଲାମ ପରେ…

4 years ago

ଜ୍ୟାକେଟରୁ ଚିହ୍ନଟ ହେଲେ ଅଭିଯୁକ୍ତ

ବାସୁଦେବପୁର,୨୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ମୁଖ୍ୟ ସହରସ୍ଥିତ କଲେଜ ରୋଡ୍‌ରୁ ଗତ ୧୬ ତାରିଖ ରାତିରେ ଚନ୍ଦନ ଜୁଏଲେରୀ ଓ ୱାର୍କସପ୍‌ରୁ ଚୋରି ହୋଇଥିଲା।…

4 years ago

ପଞ୍ଜାବ କରାଟେ ଚାମ୍ପିୟନଶିପ୍‌କୁ ଉପାସନା ମନୋନୀତ

ଯୋଡ଼ା,୨୪ା୧୨(ଡି.ଏନ.ଏ.): ପଞ୍ଜାବ ରାଜ୍ୟରେ ହେବାକୁ ଥିବା ଜାତୀୟସ୍ତରୀୟ କରାଟେ ଚାମ୍ପିୟନଶିପରେ ଭାଗ ନେବା ପାଇଁ କେନ୍ଦୁଝର ଓଏମ୍‌ସି ଡିଏଭି ପବ୍ଲିକ ସ୍କୁଲର ଛାତ୍ରୀ ଉପାସନା ପୋଦାର ମନୋନୀତ…

4 years ago

ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୨୪।୧୨: ନାବାଳିକାଙ୍କୁ ବଳାତ୍କାର କରି ୭ ମାସ ଗର୍ଭବତୀ କରିବା ମାମଲାର ବିଚାର କରି ଶୁକ୍ରବାର ବାଲେଶ୍ୱର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର…

4 years ago

ଗମନାଗମନ ସୁବିଧା ହେଲେ ବିକାଶ ତ୍ୱରାନ୍ବିତ ହେବ: ମନ୍ତ୍ରୀ

ଭଣ୍ଡାରିପୋଖରୀ/ଭଦ୍ରକ ଅଫିସ,୨୪।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଛତାବର-ନିଳୋକ ଓ ଛତାବର-ବଳିଘାଇ ରାସ୍ତାର ନବୀକରଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଛତାବର-ବଳିଘାଇ ଚାରିଥାକିଆ ରାସ୍ତାର ୮…

4 years ago

ପୁସ୍ତକ ଜୀବନର ଗତିପଥ ବଦଳାଇଥାଏ

ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ଅନନ୍ୟା ସାହିତ୍ୟ ସଂସଦ ଏବଂ ଯାଜପୁର ସଂସ୍କୃତି ପରିଷଦ ମିଳିତ ଆନୁକୂଲ୍ୟରେ ଦ୍ୱାଦଶ ଯାଜପୁର ରାଜ୍ୟସ୍ତରୀୟ ପୁସ୍ତକମେଳା ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି।…

4 years ago

ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା

ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା କରି ଏକ ରାୟ ପ୍ରକାଶ…

4 years ago

ଏସ୍‌ଏଚ୍‌ଜିର ଧାନକ୍ରୟକୁ ଚାଷୀଙ୍କ ବିରୋଧ

ନାଉଗାଁ,୨୪ା୧୨(ସ୍ବ.ପ୍ର): ନାଉଗାଁ ବ୍ଲକ ଜାମୁଗାଁ ପଞ୍ଚାୟତ ଅନ୍ତର୍ଗତ ୩ ରାଜସ୍ବ ଗାଁର ଧାନ କ୍ରୟ ପାଇଁ ଏକ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ…

4 years ago

ନେହେରୁଙ୍କ ଚିକିତ୍ସା କରିଥିବା ଡାକ୍ତରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୪ା୧୨: କେନ୍ଦ୍ରାପଡ଼ା ସହର ବଳଗଣ୍ଡି ଗାଁର ଶତାୟୁ ଡାକ୍ତର ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

4 years ago