ମୋହନା,୨୬ା୯(ଡି.ଏନ୍.ଏ.): ଗଜପତି ଜିଲା ମୋହନା ରାଇସିଂ ଘାଟିରେ ସୋମବାର ଭୋର୍ରୁ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଏଥିରେ ଥିବା ପ୍ରାୟ ୨୫ ଯାତ୍ରୀ ଅଳ୍ପକେ ବର୍ତ୍ତି…
ପୁରୀ ଅଫିସ,୨୬।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ହୋଇପଡ଼ିଥିବାରୁ ଏହାର ସୁରକ୍ଷା ନେଇ ଚିନ୍ତା ବଢ଼ିଛି। ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ମରାମତି କରାଯିବାକୁ ବିଭିନ୍ନ ମହଲରେ…
ବଲାଙ୍ଗୀର ଅଫିସ,୨୬ା୯: ଯୁଗଯୁଗରୁ ସ୍ବାଧୀନତାର ପରିସୀମା ଓ ପରିଭାଷାକୁ ନେଇ ଆଲୋଚନା, ପର୍ଯ୍ୟାଲୋଚନା ଚାଲିଛି। ଯେଉଁମାନଙ୍କୁ ଖାଦ୍ୟ ପାଇଁ ଚିନ୍ତା କରିବାକୁ ପଡେନାହିଁ, ସେମାନଙ୍କ ପିଲାଙ୍କୁ ଖାଦ୍ୟ…
ଯାଜପୁର ଅଫିସ,୨୬ା୯: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀମାନେ ଦୀର୍ଘଦିନ ହେଲା ସକ୍ରିୟ ରହିଛନ୍ତି। ବିଭିନ୍ନ ସମୟରେ ବଡ଼ ହିଂସା ଘଟାଇ ଭୟର ବାତାବରଣ ସୃଷ୍ଟି କରୁଛନ୍ତି। ଏଭଳିସ୍ଥିତିରେ…
କଟକ ଅଫିସ,୨୬ା୯: ରାଜ୍ୟର ୧୬ଟି ଜିଲାରେ ୩୪ ନୂତନ ସିଭିଲ ଜଜ୍ କୋର୍ଟ (ଜୁନିୟର ଡିଭିଜନ) ତଥା ଜେଏମ୍ଏଫ୍ସି ପ୍ରତିଷ୍ଠା ହେବ। ଏଥିପାଇଁ ଉକ୍ତ ଜିଲାଗୁଡ଼ିକର ଜିଲା…
ଫୁଲବାଣୀ ଅଫିସ, ୨୬ା୯:ଫୁଲବାଣୀ ସଦର ଥାନା ଅଞ୍ଚଳର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଢ଼ୁଥିବା ୪ ବର୍ଷର ଏକ ଶିଶୁକନ୍ୟାକୁ ସେହି ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ବଳାତ୍କାର…
ମାଲକାନଗିରି,୨୫ା୯(ସ୍ବ.ପ୍ର.): ଚାଷୀଙ୍କ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ମାଥିଲି ଲ୍ୟାମ୍ପରେ କାର୍ଯ୍ୟରତ ଶାଖା ତତ୍ୱାବଧାରକ ସତ୍ୟ ନାରାୟଣ ସ୍ବାଇଁଙ୍କୁ ବହିଷ୍କୃତ କରାଯାଇଛି। ମାଥିଲି ଏମ୍ଡି…
କୋକସରା,୨୫।୯(ଡି.ଏନ.ଏ.): କଳାହାଣ୍ଡି ଅବକାରୀ ବିଭାଗ ଚଢାଉ କରି ସାହାଜଖୋଲ ଜଙ୍ଗଲରୁ ୩ କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ…
ସୁନାବେଡା/ସେମିଳିଗୁଡା,୨୫ା୯(ସ୍ବ.ପ୍ର.): ପାହାଡ଼ରେ ପଥର ଫଟାଇବା ଲାଗି ବିସ୍ଫୋରକ ଖଞ୍ଜୁଥିବା ବେଳେ ସେମିଳିଗୁଡ଼ା ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଉପର ମାନିଆ ଗ୍ରାମର…
ଡୁଙ୍ଗୁରିପାଲି,୨୫ା୯(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବୈଦୁପାଲି ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଫଟାମୁଣ୍ଡା ଗ୍ରାମର ଜଣେ ଯୁବକଙ୍କୁ…