ଆମ ଜିଲା ଖବର

ଛାତ୍ରୀଛାତ୍ରଙ୍କୁ ମିଳୁନି ଭିଟାମିନ୍‌ଯୁକ୍ତ ଚାଉଳ

ଚନ୍ଦ୍ରପୁର,୩୦ା୧(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ମଙ୍ଗଳ ବିଭାଗର ବିଭିନ୍ନ ସ୍କୁଲରେ ଭିଟାମିନ୍‌ ଯୁକ୍ତ ଚାଉଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ସଦର ସ୍ଥିତ ମଙ୍ଗଳ…

4 years ago

କାର୍ଯ୍ୟକ୍ଷମ ହୋଇପାରୁନି ନବନିର୍ମିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ

ମାଲକାନଗିରି, ୩୦ା୧(ଡି.ଏନ.ଏ.):ସରକାର ଜନସାଧାରଣଙ୍କ ସୁବିଧା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି। ସେମାନଙ୍କ ସୁବିଧା ପାଇଁ ବହୁ ଅର୍ଥ ବ୍ୟୟ କରି ବିଭିନ୍ନ କାର୍ଯ୍ୟାଳୟ ନିର୍ମାଣ କରୁଛନ୍ତି। ମାତ୍ର…

4 years ago

ଝାରସୁଗୁଡ଼ାରେ ନବ ଦାସଙ୍କ ପାର୍ଥିବ ଶରୀର

ଝାରସୁଗୁଡ଼ା ଅଫିସ,୩୦ା୧: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମରଶରୀର ସୋମବାର ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଣାଯାଇଛି। ଝାରସୁଗୁଡ଼ା ବିମାନବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ…

4 years ago

ଜଳିଗଲା ବସ୍‌: ୧୫ ଚକ୍ଷୁ ଅପରେଶନ ରୋଗୀ ଆହତ

ନୟାଗଡ ଅଫିସ୍‌,୩୦।୧: ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନାର ଫାଲପାଦୁ ନିକଟରେ ଡିଭାଇଡରକୁ ଧକା ଦେଇ ଏକ ବସ ଜଳି ଯାଇଛି। ବସରେ ୩୦ ଆଖି…

4 years ago

ଉପକୃତ ହେବେ ପକ୍ଷାଘାତ ରୋଗୀ

ପରଜଙ୍ଗ,୩୦।୧(ଡି.ଏନ୍‌.ଏ.):ପକ୍ଷାଘାତର ଶିକାର କିମ୍ବା ଦୁର୍ଘଟଣାରେ ଅଙ୍ଗ ହରାଇ ଅକର୍ମଣ୍ୟ ହୋଇପଡ଼ିଥିବା ରୋଗୀ ଜିଅନ୍ତି ଅଭିଶପ୍ତ ଜୀବନ। ଦୈନନ୍ଦିନ କାର୍ଯ୍ୟ ହେଉ କି ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନକୁ ଚଳପ୍ରଚଳ…

4 years ago

ଶିମିଳିପାଳ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲା ଭଞ୍ଜସେନା

ବାରିପଦା ଅଫିସ,୩୦ା୧:ପ୍ରକୃତିର ଅପରୂପ ସବୁଜିମାଭରା ଶିମିଳିପାଳ ଅଭୟାରଣ୍ୟ ଏବେ ସଙ୍କଟରେ। ଅସୁରକ୍ଷିତ ବନ୍ୟପ୍ରାଣୀ ଓ ବୃକ୍ଷଲତାର ସୁରକ୍ଷା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହସ୍ତକ୍ଷେପ କରିବାକୁ ଭଞ୍ଜସେନା…

4 years ago

‘ପ୍ରୋତ୍ସାହନ ମିଳିଲେ କାଠକଣ୍ଢେଇ ମୁହଁରେ ହସ ଫୁଟିବ’

ପୁରାତନ କଣ୍ଢେଇ ନାଚ କଳାକୁ ବଞ୍ଚାଇ ରଖିଥିବା କେନ୍ଦୁଝର ଜିଲାର ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିବା ପାଇଁ ଭାରତ ସରକାର ଘୋଷଣା କରିଛନ୍ତି।…

4 years ago

ବେଆଇନ ଇଟାଭାଟି ପାଇଁ ପ୍ରଦୂଷଣ

ପଟ୍ଟାମୁଣ୍ଡାଇ,୩୦ା୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳରେ ବେଆଇନ ଇଟାଭାଟି ବଢି ଚାଲିଛି। ଭାଟିରେ ବ୍ୟବହାର ହେଉଥିବା କାଠ ଓ କୋଇଲାରୁ ଧୂଅଁା ସାଙ୍ଗକୁ ଧୂଳି ଉଡି ପରିବେଶକୁ…

4 years ago

ଦେବୀ ନଦୀବନ୍ଧ ଦୁର୍ବଳ ହେଉଛି

ନାଉଗଁା,୩୦ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ଦେଇ ପ୍ରବାହିତ ହେଉଛି ଦେବୀ ନଦୀ। ଶିଖର ପଞ୍ଚାୟତ ପାରିଶିଖରଠାରେ ଦେବୀନଦୀ କୂଳ ଖାଉଥିବାରୁ ଜଳସେଚନ ବିଭାଗ ପକ୍ଷରୁ ପଥର ପ୍ୟାକିଂ…

4 years ago

ବିଦ୍ୟାଳୟକୁ ୬ ମାସ ହେବ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ

ନାଉଗଁା,୩୦ା୧(ସ୍ବ.ପ୍ର.):ନାଉଗଁା ବ୍ଲକ ବଛାଳୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ୨୧୬ଜଣ ପିଲା ପାଠ ପଢୁଛନ୍ତି। ବିଦ୍ୟାଳୟକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଥିଲେ ମଧ୍ୟ ୨୦୨୨…

4 years ago