ଆମ ଜିଲା ଖବର

ପିତ୍ତଳ ଛକ ୪ ଭାଇଙ୍କୁ ହତ୍ୟା ଘଟଣା: ୫ ଗିରଫ

ହିଞ୍ଜିଳିକାଟୁ,୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପିତ୍ତଳ ଛକରେ ୪ ଭାଇଙ୍କୁ ନିର୍ମମ ଭାବରେ କାଠ ଫାଳିଆରେ ହତ୍ୟା ମାମଲାରେ ମଙ୍ଗଳବାର ୪ ଜଣଙ୍କୁ ପୋଲିସ ଗିରଫ କରିଛି…

4 years ago

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ତାଳଚେର,୨୯।୩(ଡି.ଏନ୍‌.ଏ.): ତାଳଚେର ଆରଆରଡବ୍ଲ୍ୟୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଲାଞ୍ଚ ନେବା ଅଭିଯୋଗରେ ଯନ୍ତ୍ରୀ ସାହୁଙ୍କ ଘରେ…

4 years ago

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୨୯।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଆଇ.ଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ସକାଳୁ ଡିଆର୍‌ଜି ଯବାନମାନେ ଅପରେଶନ…

4 years ago

ମହୁଲ ଗୋଟାଇବା ହେଲା କାଳ, ଗଲା ମହିଳାଙ୍କ ଜୀବନ

ଦେବଗଡ଼,୨୯।୩(ଡି.ଏନ୍‌.ଏ.): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଖଣ୍ଡାଧୁଆଁ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଦଳିଦେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

4 years ago

ରୋଗୀଙ୍କୁ ଆଣୁୁଥିବା ବେଳେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ପାପଡାହାଣ୍ଡି,୨୯।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡିରୁ କୋଷାଗୁମୁଡ଼ା ରାସ୍ତା ତଣ୍ଡାଗୁଡା ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ୪ ଆହତ ହୋଇଛନ୍ତି ।…

4 years ago

ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି…

4 years ago

ଟ୍ରକକୁ ପଛରୁ ପିଟିଲା ମିନି ଟ୍ରକ: ଘଣ୍ଟାଏ ପରେ ଉଦ୍ଧାର ହେଲେ ଚାଳକ

ପାଟଣା,୨୯।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା…

4 years ago

ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

4 years ago

ରୂପାନ୍ତରୀକରଣ ଶେଷ କରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସଓ୍ବାନ ଭିଡିଓ କନଫରେନ୍ସିଂ ହଲରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍‌ ସ୍ଥିତି ଓ ଉନ୍ନୟନମୂଳକ କାର୍ଯ୍ୟର…

4 years ago

ସଚେତନ ହେଲେ କର୍ମଚାରୀ, ଅଞ୍ଚଳବାସୀ

ଢେଙ୍କାନାଳ ଅଫିସ,୨୯।୩ ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସୁରକ୍ଷା ସଚେତନତା ଅଭିଯାନ ଉଦ୍‌ଯାପିତ ହୋଇଯାଇଛି। ୫୧ତମ ଜାତୀୟ ସୁରକ୍ଷା ସପ୍ତାହ ପାଳନ ଅବସରରେ ପ୍ଲାଣ୍ଟ…

4 years ago