ଆମ ଜିଲା ଖବର

ହକି ବିଶ୍ୱକପ୍‌ ପାଇଁ ଜାତୀୟ ସଙ୍ଗୀତ ଗାଇବେ କୋରାପୁଟର ନମିତା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରେ ହକି ବିଶ୍ୱକପ୍‌ ଓଡ଼ିଶାରେ ଆୟୋଜନ ହେଉଛି। ଏଥିପାଇଁ ଜାତୀୟ ସଙ୍ଗୀତ ରେକର୍ଡ କରିବେ ନମିତା ମେଲେକା। କୋରାପୁଟ ଜିଲାର ବନ୍ଧୁଗାଓଁ…

4 years ago

ଅଲିଭ୍‌ ରିଡ୍‌ଲେଙ୍କୁ ବିପଦ ଟ୍ରଲର, ବୋଟ୍‌; ନିଷିଦ୍ଧାଞ୍ଚଳରେ ଚାଲିଛି ଅବାଧ ମାଛମରା

କୋଣାର୍କ,୧୮ା୧୨(ଡି.ଏନ୍‌.ଏ.): ଉପକୂଳରେ ଅସୁରକ୍ଷିତ ଅଲିଭ ରିଡ୍‌ଲେ। ଅନ୍ତୁଡ଼ିଶାଳ ପାଲଟିଛି ଶ୍ମଶାନ। ଅଣ୍ଡାଦାନରେ ବାଧକ ସାଜିଛି ବେଆଇନ ଟ୍ରଲର ଚଳାଚଳ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ନଭେମ୍ବର ୧ରୁ ମେ…

4 years ago

୩ ଦିନ ପରେ ବି ନାବାଳକ ଛାତ୍ରଙ୍କ ପତ୍ତା ମିଳୁନି, ସନ୍ଦେହଘେରକୁ ଆସିଲା ପାଲଟଣା ଭ୍ୟାନ

ନୟାଗଡ଼ ଅଫିସ/ଓଡ଼ଗାଁ, ୧୮ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର(୧୨) ନିଖୋଜ ହେବାର ଆଜିକୁ…

4 years ago

ଆଖିବୁଜିଲା ପୋଷା ହାତୀ ‘ଶୋଭା’

ବାରିପଦା ଅଫିସ, ୧୮ା୧୨: ବନ ବିଭାଗର ଖାମଖିଆଲି ଯୋଗୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ହାତୀ ମଡ଼କ ବଢ଼ିଚାଲିଛି। ନିୟମିତ ଭାବେ ହାତୀ ମୃତ୍ୟୁ ଘଟଣା ପରିବେଶବିତ୍‌…

4 years ago

ଖଳାରେ ଧାନ ଜଗିଥିବା ବେଳେ କଚାଡ଼ିଲା ହାତୀ, ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଖଳାରେ ଧାନ ଜଗିଥିବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

4 years ago

ଢେଙ୍କାନାଳରୁ ଜାଲ ନୋଟ୍‌ ଜବତ ଘଟଣା: ଦୁଇ ମାଷ୍ଟର ମାଇଣ୍ଡଙ୍କୁ ଦେବଗଡ଼ରୁ ବାନ୍ଧିଲା ପୋଲିସ

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଢେଙ୍କାନାଳରୁ ଜାଲ ନୋଟ ଜବତ ଘଟଣାରେ ଦେବଗଡ଼ରୁ ଆଉ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଦେବଗଡ ବରପାଳି ସାହିର ବିଶ୍ୱନାଥ ଆଚାର୍ଯ୍ୟ(କାଳିଆ)…

4 years ago

ବ୍ରିଜ୍‌କୁ ପିଟି ହୋଇ ଓଲଟିଲା କାର୍‌, ବୃଦ୍ଧାଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡାଠାରୁ ଭେଜିପୁଟ ରାସ୍ତାର ସୁମଣ୍ଡଳ ନିକଟସ୍ଥ ମା’ କାଳୀ ମନ୍ଦିର ପାଖରେ ଥିବା ବ୍ରିଜରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

4 years ago

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

କୋକସରା,୧୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୋଷଧି ବାଗଙ୍କୁ ଭେଟି ଧର୍ମଗଡ଼ ଉପଖଣ୍ଡ ୩ ବ୍ଲକର ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟରେ…

4 years ago

କାଜୁ ବନୀକରଣରେ ଅନିୟମିତତା, ତଦନ୍ତ ଦାବି

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ମୁଖ୍ୟାଳୟରେ ମନରେଗା ଯୋଜନାରେ କଲମୀ କାଜୁ ଚାଷ ରୋପଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ୮ ହେକ୍ଟର…

4 years ago

ଜଣଙ୍କୁ ଦଳିଦେଲା ହାତୀ, ଆଉ ଜଣେ ଆହତ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅଞ୍ଚଳରେ କିଛି ଦିନ ହେଲା ଏକ ଗୋଠଛଡ଼ା ଦନ୍ତା ଉପଦ୍ରବ କରୁଛି। ଦୁଇ ଦିନରେ ସଦର ରେଞ୍ଜର ଦୁଇଟି ସ୍ଥାନରେ ଆକ୍ରମଣ…

4 years ago