ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ମେଡିକାଲରେ ଦଲାଲମାନେ ଏବେ ମଧ୍ୟ ସକ୍ରିୟ ଅଛନ୍ତି। ରୋଗୀ ଓ ସମ୍ପର୍କୀୟଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କଠାରୁ ହଜାର ହଜାର ଟଙ୍କା…
ଯୋଡ଼ା,୨୬।୭ (ଡି.ଏନ.ଏ.) କେନ୍ଦୁଝର ଜିଲାରେ ଏକାଧିକ ଖଣି ଖାଦାନ ଓ କାରଖାନା ରହିଥିବା ବେଳେ ସରକାର ହଜାର ହଜାର କୋଟି ଟଙ୍କା ରାଜସ୍ବ ଲାଭ କରୁଛନ୍ତି। ଏହା…
ଆରଡ଼ି, ୨୬।୭ (ଡି.ଏନ.ଏ.) ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଛନ୍ତି। ସୀମିତ ସ୍ଥାନରେ ଏତେସଂଖ୍ୟକ କାଉଡ଼ିଆଙ୍କ…
ବାରିପଦା ଅଫିସ/ରାଇରଙ୍ଗପୁର, ୨୬।୭(ଡି.ଏନ.ଏ.) ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ମୟୂରଭଞ୍ଜ ମାଟିର ଝିଅ ଦ୍ରୌପଦୀ ମୁର୍ମୁ। ଏନେଇ ଜିଲା ତଥା ଅଞ୍ଚଳବାସୀ ବେଶ୍ ଖୁସି…
ନୂଆପଡା ଅଫିସ,୨୬।୭: ରାୟଗଡା କାଶୀପୁର ପରେ ନୂଆପଡା ଜିଲାରେ ଆତଙ୍କ ଖେଳାଇଲାଣି କଲେରା। କୋମନା ବ୍ଲକ ଜଟଗଡ ଗ୍ରାମରେ କଲେରାରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା…
ସମ୍ବଲପୁର,୨୬ା୭(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଅଧୀନ କୋଲଗାଁ ଓ ତବଲେଇ ଜଙ୍ଗଲରୁ ରବିବାର କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ୨ ସ୍ଥାନରୁ ହାତୀ କଙ୍କାଳ ଜବତ କରିଥିଲା।…
ପଟ୍ଟାମୁଣ୍ଡାଇ,୨୬ା୭(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତା ସମ୍ପ୍ରସାରଣ ଓ ନବୀକରଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଠିକାଦାର ନିଯୁକ୍ତ କରାଯାଇଛି। ସମ୍ପୃକ୍ତ ଠିକାଦାର ବର୍ଷାଋତୁରେ ରାସ୍ତାପାର୍ଶ୍ୱରେ ପଙ୍କୁଆ ମାଟି…
କେନ୍ଦ୍ରାପଡ଼ା ଅଫିସ, ୨୬ା୭:୨୦୧୪ ଅକ୍ଟୋବର ୨୧ରେ ଭାରତ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ୧୪୭ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ବିଜ୍ଞପ୍ତି (ନଂ.୨୧୮୦ଜେ) ପ୍ରକାଶ କରାଯାଇଛି।…
ଯାଜପୁର ରୋଡ,୨୬ା୭(ଡି.ଏନ.ଏ.):ବିଳମ୍ବିତ ମୌସୁମୀ ପ୍ରବାହ ଯୋଗୁ ଚଳିତ ଖରିଫ ଚାଷକୁ ପ୍ରଭାବିତ କରିଥିଲେ ମଧ୍ୟ ଯାଜପୁର ଜିଲାର ଚାଷୀ ଧାନ ଚାଷରୁ ଆଶା ହରାଇ ନାହାନ୍ତି ।…
ଯାଜପୁର ଅଫିସ,୨୬ା୭:ରାଜନୈତିକ ଓ ପ୍ରଶାସନିକ ଉଦାସୀନତାର ଅନ୍ୟ ଏକ ଉଦାହରଣ ଯାଜପୁର ଜିଲା କୋରେଇ ବ୍ଲକରେ ଦେଖିବାକୁ ମିଳିଛି। ଜିଲାର ଅନ୍ୟ ନିର୍ବାଚନ ମଣ୍ଡଳୀ ନାମରେ ଭବନମାନ…