ଗଞ୍ଜାମ,୧୮।୯(ଡି.ଏନ୍.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ବିକାଶ ଓ ପୁନରୁଦ୍ଧାର ନିମନ୍ତେ ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଶନିବାର ପୋତାଗଡ଼ ଗସ୍ତ…
ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା କଳିଙ୍ଗ ପାଇକ ସଙ୍ଗଠନ ଆନୁକୂଲ୍ୟରେ ଭାରତ ସ୍ବାଧୀନତା ସଂଗ୍ରାମରେ ନବ ଉନ୍ମେଷ-ପାଇକ ବିଦ୍ରୋହ ଶୀର୍ଷକ ଆଲୋଚନାଚକ୍ର ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ରବିବାର…
ବ୍ରହ୍ମପୁର ଅଫିସ,୧୮।୯: ସ୍ବତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟ ବିଚାରପତି ଗଣେଶ୍ୱର ପତି ଏକ କୁମାରୀ ମାତୃତ୍ୱ ଘଟଣାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ସେ ମୁଖ୍ୟ ଅଭିଯୁକ୍ତଙ୍କ…
ବାରିପଦା ଅଫିସ,୧୮।୯: ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ(ପିଆରଏମ୍) ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାର ଅପରାହ୍ନ ଗୋଟାଏ ବେଳେ ବିଦ୍ୟୁତ୍ ସରବରାହ ବ୍ୟାହତ ଯୋଗୁ ଟର୍ଚ୍ଚ ଲାଇଟ୍ରେ…
ଧୂଷୁରୀ, ୧୮।୯: ଭଦ୍ରକ ଜିଲା ଧାମନଗର ବ୍ଲକର ଧୂଷୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ବା ଏରିଆ ହସ୍ପିଟାଲରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ଅନୁଯାୟୀ ଡାକ୍ତର ନ ଥିବା…
କେନ୍ଦ୍ରାପଡ଼ା ଅଫିସ, ୧୮।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କେରୁଆଁପାଳ ପଞ୍ଚାୟତ ପ୍ରଭାତୀ ଗାଁ ଗହିରମଥା ତଟବନ୍ଧ ପାଶର୍ବରେ ହୋଇଥିବା ପଥର ପ୍ୟାକିଂ କ୍ରମାଗତ ଭାବେ ଧସି…
ମହାକାଳପଡ଼ା,୧୮।୯(ଡି.ଏନ.ଏ.): ସର୍ପ ଦଂଶନରୁ ରକ୍ଷା ପାଇଁ ବଙ୍ଗୀୟ ଲୋକମାନେ ଅଷ୍ଟନାଗ ମା’ ମନସା ଦେବୀଙ୍କ ଚରଣରେ ଶରଣାପନ୍ନ ହୁଅନ୍ତି। ବିଶ୍ବାସ ରହିଛି ମା’ମନସା ଦେବୀଙ୍କୁ ନଦୀରେ କଦଳୀ…
ଜଗତ୍ସିଂହପୁର ଅଫିସ, ୧୮।୯: ରୋଗୀଙ୍କ ସୁରକ୍ଷା ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା, ଏନେଇ ସମନ୍ବୟ ରକ୍ଷା ସହିତ ଉତ୍ତରଦାୟୀ ପଦକ୍ଷେପ ନିଆଯିବା ନିମନ୍ତେ ସାରା…
ଖୋର୍ଦ୍ଧା ଅଫିସ,୧୮।୯: ଆଉ ଦିନ କେଇଟା ପରେ ଧରାପୃଷ୍ଠରେ ପୂଜା ପାଇବେ ଜଗତ୍ଜନନୀ ମା’ଦୁର୍ଗା ଓ ଧନଲକ୍ଷ୍ମୀ। ଦୁଇବର୍ଷ ପରେ ବିନା କଟକଣାରେ ମା’ଙ୍କ ପୂଜାର୍ଚ୍ଚନା ସହ…
କେନ୍ଦୁଝର,୧୮ା୯(ସ୍ବ.ପ୍ର.): ତେଲକୋଇ ରେଞ୍ଜ ଅନ୍ତର୍ଗତ ତେଲକୋଇ ବିଟ୍ ଅଧିନସ୍ଥ କନ୍ତଲେଇ ଗ୍ରାମରେ ରବିବାର ସକାଳେ ଶୌଚ କରିବାକୁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣରେ…