ଆମ ଜିଲା ଖବର

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ: ୧୫ ଦିନ ତଳେ କରିଥିଲେ ବିବାହ

ଆରଡି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ ଶ୍ୟାମସୁନ୍ଦରପୁର ଗ୍ରାମରେ ଶୁକ୍ରବାର ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେନ୍ଦ୍ର ମଲିକ(୨୮)। ମିଳିଥିବା…

4 years ago

ଚିନି ଭାବି ଖାଇଦେଲେ ୟୁରିଆ ସାର: ଆଈଙ୍କ ସହ ୩ ନାତିନାତୁଣୀ ଗୁରୁତର

ଦେବଗଡ଼,୨୨ା୭(ଡି.ଏନ୍‌.ଏ.): ଚିନି ଭାବି ୟୁରିଆ ସାର ଖାଇଦେବାରୁ ଜଣେ ବୃଦ୍ଧାଙ୍କ ସହ ୩ ଶିଶୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

4 years ago

ପୁଣି ମହକିବ କଳାହାଣ୍ଡି କଫି

ଭବାନୀପାଟଣା,୨୨।୭(ସ୍ବ.ପ୍ର.): ପୁଣି ନିଜ ପୂର୍ବ ଗୌରବ ଫେରି ପାଇବ କଳାହାଣ୍ଡି। ଜିଲାରେ ମହକିବ କଫି ଚାଷ। ୧୯୮୦ରେ ଜିଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର କଫି…

4 years ago

ଶ୍ରାବଣରେ ଜମି ଶୁଖିଲା, ଚିନ୍ତାରେ ଚାଷୀ

କୋଲାବିରା,୨୨ା୭(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା କୋଲାବିରା ବ୍ଲକ ଅଞ୍ଚଳରେ ବର୍ଷା ଅଭାବରୁ ଚାଷକାର୍ଯ୍ୟ ଆଗେଇପାରୁ ନାହିଁ। ଏହାକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା…

4 years ago

ପରଲୋକରେ ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ

ଚୌଦ୍ୱାର,୨୨ା୭(ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ ଗୌରମୋହନ ଷଡ଼ଙ୍ଗୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ବିଜୁବାବୁ ୧୯୮୫ରୁ ୧୯୯୩ ପର୍ଯ୍ୟନ୍ତ…

4 years ago

ଝାରସୁଗୁଡ଼ାରେ କଡାକଡି ହେଲା କଟକଣା

ଝାରସୁଗୁଡ଼ା ଅଫିସ,୨୨ା୭- କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଜୁଲାଇ ୨୧ରୁ ଆଗାମୀ ଏକମାସ ବ୍ୟାପୀ…

4 years ago

ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

ବ୍ରହ୍ମପୁର ଅଫିସ, ୨୨।୭: ବ୍ରହ୍ମପୁର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟି ଦୁଇଜଣ ଆହତ ହୋଇଛନ୍ତି । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…

4 years ago

୭ ଶ୍ରେଣୀକୁ ୨ ଶିକ୍ଷକ

ପରଜଙ୍ଗ, ୨୨।୭(ଡି.ଏନ୍‌.ଏ.) ସାତଟି ଶ୍ରେଣୀ ପାଇଁ ନିଯୁକ୍ତ ହୋଇଛନ୍ତି ମାତ୍ର ୨ଜଣ ଶିକ୍ଷକ। ସେଥିରେ ଜଣଙ୍କ କାନ୍ଧରେ ଲଦି ଦିଆଯାଇଛି ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱ। ସ୍କୁଲର ନଥିପତ୍ର,…

4 years ago

୧୨,୫୦୦ ଫୁଟ୍‌ ଉଚ୍ଚତାରେ ଉଡ଼ିଲା ଦୀର୍ଘତମ ତ୍ରିରଙ୍ଗା

କେନ୍ଦୁଝର, ୨୨।୭ ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାରନାଥର ବରଫାବୃତ୍ତ ପର୍ବତ ଉପରେ ଉଡ଼ିଛି ବିଶ୍ୱର ଦୀର୍ଘତମ ତ୍ରିରଙ୍ଗା ପତାକା। ଏଭଳି ଦୁଃସାହସିକ କାର୍ଯ୍ୟ କରି ୱାଲର୍‌ଡ ୱାଇଡ୍‌ ବୁକ୍‌…

4 years ago

ଭୁଶୁଡ଼ିଲା ବିଦ୍ୟାଳୟ ଛାତ

ଭୋଗରାଇ, ୨୨।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭୀରଗଡ଼ି ପଞ୍ଚାୟତ ଅଡ଼ଙ୍ଗପନ୍ତେଇ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ୧୨୫ଜଣ ଛାତ୍ରୀଛାତ୍ର ପଢୁଥିବା ବେଳେ ବାରଣ୍ଡାର ଛାତ ହଠାତ୍‌…

4 years ago