ଆମ ଜିଲା ଖବର

ବିଧାୟକଙ୍କ ଲେଟର ପ୍ୟାଡ୍‌ରେ ନକଲି ଚିଠି

ଯାଜପୁର ଅଫିସ,୧୪ା୯: ରାଜ୍ୟ ସରକାର ନୀତି ପ୍ରଣୟନ କରି ସାଧାରଣ ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ରାଜନୀତି କ୍ଷେତ୍ରରେ ବିଧାୟକମାନଙ୍କୁ ଏଥିପାଇଁ ସ୍ବତନ୍ତ୍ର କ୍ଷମତା…

4 years ago

ଅଜଣା ରୋଗରେ ଛାତ୍ରଙ୍କ ମୃତ୍ୟୁ

ମାଥିଲି/ ମାଲକାନଗିରି,୧୪ା୯ (ଡି.ଏନ୍‌.ଏ.): ଗତ ଦୁଇ ସପ୍ତାହ ଧରି ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗ ବ୍ୟାପିଛି। ତେବେ ଏଥିରେ…

4 years ago

ପୋଲିସ-ବିସ୍ଥାପିତ ଧସ୍ତାଧସ୍ତି

ସମ୍ବଲପୁର,୧୪ା୯(ବ୍ୟୁରୋ): ସମ୍ବଲପୁର ସମଲେଇ ଯୋଜନାରେ ବିସ୍ଥାପିତ ଓ ପୋଲିସ ମଙ୍ଗଳବାର ଧସ୍ତାଧସ୍ତି ହୋଇଛନ୍ତି। ସହରର ଘୁନଘୁଟିପଡାରେ ୩ ଘର ଉଚ୍ଛେଦ କରିବା ସମୟରେ ଏଭଳି ସ୍ଥିତି ସୃଷ୍ଟି…

4 years ago

କଟକ ଦମ୍ପତିଙ୍କ ସମେତ ୮ ଦଗ୍ଧ

କଟକ ଅଫିସ/ ସିକନ୍ଦରାବାଦ,୧୪ା୯: ତେଲଙ୍ଗାନାର ସିକନ୍ଦରାବାଦସ୍ଥିତ ଏକ ଇଲେକ୍ଟ୍ରିକ୍‌ ସ୍କୁଟର ଶୋ’ରୁମ୍‌ରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ରୁ…

4 years ago

ଥାନାରେ ପୋଲିସକୁ ମାଡ଼

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି, ୧୪ା୯(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନାରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଗିରଫଦାରିର ପ୍ରତିବାଦରେ ୫୦୦ରୁ ଊର୍ଦ୍ଧ୍ୱ…

4 years ago

ବସ୍ତା ବିଧାୟକଙ୍କୁ ହତ୍ୟା ଧମକ

ବସ୍ତା,୧୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ନିର୍ବାଚନମଣ୍ଡଳୀ ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ହତ୍ୟା ଧମକ ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ସାରା ଜିଲାରେ ଏହା ଚର୍ଚ୍ଚା…

4 years ago

ଘର ଜଳିଯିବା ଦେଖି ବୃଦ୍ଧାଙ୍କ ମୃତ୍ୟୁ

ସାରସକଣା,୧୩।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ପଞ୍ଚାୟତ ଅନ୍ତର୍ଗତ ଧେଣ୍ଡଗାଁ ଗ୍ରାମର ବାସନ୍ତୀ ପାତ୍ରଙ୍କ ଘରେ ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଅଗ୍ନିକାଣ୍ଡ ଘଟିଛି। ଏହି…

4 years ago

ପୋଲିସ-ଜନତା  ହାତାହାତି: ହେଲେ ଆଖିବୁଜିଦେଲେ ଛାତ୍ରୀ

ବରଗଡ଼ ଅଫିସ,୧୩।୯: ବରଗଡ଼ ଜିଲା ବିଜେପୁର ଗଞ୍ଜେଇଭାଟି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଧକ୍କାରେ ସ୍କୁଟି ଯାଉଥିବା ଛାତ୍ରୀ ସୁନୀତା ମେହେର…

4 years ago

ଖବରଦାତା ଅରିନ୍ଦମ ଦାସଙ୍କ ପ୍ରଥମ ଶ୍ରାଦ୍ଧ ବର୍ଷିକୀ : ଉନ୍ମୋଚନ ହେଲା ସ୍ମରଣୀକା

ପାଟଣା,୧୩।୯(ସ୍ବ.ପ୍ର.): ଖବରଦାତା ଅରିନ୍ଦମ ଦାସଙ୍କ ମଙ୍ଗଳବାର ପ୍ରଥମ ଶ୍ରାଦ୍ଧ ବର୍ଷିକୀ। ଏହି ଅବସରରେ ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା…

4 years ago

ରେଗିଢ଼ି ଛକରେ ଠିକାଦାରଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୩।୯: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଚଣ୍ଡିପଦର ଛକ ନିକଟ ରେଗିଢ଼ି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଠିକାଦାରଙ୍କୁ ହତ୍ୟା କରାଯାଇଛି। ୪/୫ ଜଣ ଦୁର୍ବୃତ୍ତ…

4 years ago