ଆମ ଜିଲା ଖବର

ଶୋଲା ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ,୧୫।୩ (ସ୍ବ.ପ୍ର.) ଉପଯୁକ୍ତ ପ୍ରୋତ୍ସାହନ ଅଭାବରୁ ହରିଚନ୍ଦନପୁର ବ୍ଲକର ବଡକମଣ୍ଡରା, ସାନକମଣ୍ଡରା ଓ ଆଖପାଖ ଅଞ୍ଚଳର ଶୋଲା ଚାଷୀ ଉପକୃତ ହୋଇ ପାରୁନାହାନ୍ତି। ବିନା ଜଳସେଚନ…

4 years ago

ନିର୍ଣ୍ଣାୟକ ଭୂମିକା ନେବେ ବସ୍ତିବାସିନ୍ଦା

ବାରିପଦା ଅଫିସ,୧୫।୩ ମୟୂରଭଞ୍ଜ ଜିଲାରେ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ଉଷ୍ମତା ବୃଦ୍ଧି ପାଇଛି। ଜିଲା ପରିଷଦ ନିର୍ବାଚନରେ ଅପୂର୍ବ ସଫଳତା ହାସଲ କରିଥିବା…

4 years ago

ଭିଜିଲାନ୍ସ ଜାଲରେ ଜିଲା କୃଷି ଅଧିକାରୀ

ମାଲକାନଗିରି,୧୫।୩(ଡି.ଏନ୍‌.ଏ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲା କୃଷି ଅଧିକାରୀ ଏମ. ଆନନ୍ଦ ରାଓଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ମାଲକାନଗିରିସ୍ଥିତ ଅଫିସ…

4 years ago

ପୂରଣ ହେବ ଦୃଷ୍ଟିହୀନ ମଧୁମିତାଙ୍କ ସ୍ବପ୍ନ

ଢେଙ୍କାନାଳ ଅଫିସ, ,୧୫।୩ ଏଥର ହାର୍‌ମୋନିୟମ ଉପରେ ଚାଲିବ ଅଙ୍ଗୁଳି। ଜନ୍ମରୁ ଆଖି ନାହିଁ ବୋଲି ଯେଉଁ ଅବସୋସ ରହିଯାଇଛି, ସେହି କ୍ଷତକୁ ଅନେକାଂଶରେ ଉପଶମ ହେବ।…

4 years ago

ସ୍ପିରିଟ୍‌ରେ ତିଆରି ହେଉଥିଲା ମଦ

ଢେଙ୍କାନାଳ ଅଫିସ/ଭୁବନ, ୧୫।୩(ଡି.ଏନ୍‌.ଏ.)କୋଲକାତାରୁ ଆସୁଥିଲା ସ୍ପିରିଟ୍‌। ସେଥିରେ ଏସେନ୍ସ ମିଶାଇ ତିଆରି ହେଉଥିଲା ନକଲି ମଦ। ନାମୀଦାମୀ କମ୍ପାନୀର ଠିପି, ଷ୍ଟିକର ଲଗାଇ ଅନାୟାସରେ ଚାଲିଥିଲା ଏହି…

4 years ago

‘ବିଜେଡି ଅହଂକାରୀ ହୋଇଯାଇଛି’

ଅନୁଗୋଳ ଅଫିସ,୧୫।୩ ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଦି ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଲୋକଙ୍କ ଉପରେ ଜାଣିଶୁଣି ଗାଡି ଚଢ଼େଇଦେବା ଘଟଣାର ପ୍ରତିବାଦରେ ଅନୁଗୋଳ ଜିଲା ଭାଜପା…

4 years ago

ବଇଣ୍ଡାରେ ଫଗୁଦଶମୀ

ବଇଣ୍ଡା,,୧୫।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିର ପରିସରରେ ରବିବାର ରାଧାକୃଷ୍ଣଙ୍କ ଫଗୁ ଦଶମୀ ନୀତି ପାଳିତ ହୋଇଯାଇଛି। ପୂଜକ ମଦନ ମୋହନ ମିଶ୍ର ପୂଜା କରିଥିବାବେଳେ…

4 years ago

ମଇଦାନରେ ୨୦୪ ପ୍ରାର୍ଥୀ

ଅନୁଗୋଳ ଅଫିସ,,୧୫।୩ ଅନୁଗୋଳ ଜିଲାରେ ପୌର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଛି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସମୟ ସୀମା ଶେଷ ହେବା ପରେ ପ୍ରଶାସନ…

4 years ago

ବେଆଇନ କାର୍ଯ୍ୟକୁ ବିରୋଧ ଜାରି

ପୁରୀ ଅଫିସ,୧୫।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ କ୍ରମଶଃ ଜଟିଳ ହେବାରେ ଲାଗିଛି। ପ୍ରକଳ୍ପକୁ ଆଶିଂକ ଅନୁମତି ଥିବାବେଳେ ପ୍ରଶାସନ ମନଇଚ୍ଛା ବେଆଇନ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ…

4 years ago

ଆଳିରେ ମାତିଛନ୍ତି ମାଟି ମାଫିଆ

ଆଳି,୧୫ା୩(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅଧୀନରେ ଥିବା ସରକାରୀ ସ୍ଥାନ ଉପରେ ମାଟି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି। ସେମାନଙ୍କ ସହ ସାଲିସ କରିଛନ୍ତି ସରକାରୀ ବାବୁ।…

4 years ago