ଆମ ଜିଲା ଖବର

କେନ୍ଦୁପଦରରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆସିକା,୧୪ା୩ (ଡି.ଏନ.ଏ): ଆସିକା ବ୍ଲକର ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ଗ୍ରାମରେ ଶନିବାର ରାତିରେ ନିର୍ବାଚନ ପରବର୍ତ୍ତି ହିଂସା ଦେଖାଦେଇଛି ା ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅପର ଗୋଷ୍ଠୀର…

4 years ago

ଏନ୍‌ଏସିକୁ ୨୧ କୋଟିର ବକେୟା ଦେବ ଟିପିଏସ୍‌ଓଡିଏଲ

ଭଞ୍ଜନଗର,୧୪ା୩(ଡି.ଏନ.ଏ): ଭଞ୍ଜନଗର ମତ୍ସ୍ୟ ଯାଅଁାଳ ଉପତ୍ାଦନ କେନ୍ଦ୍ର ରୋଡ଼ରେ ଏନ୍‌ଏସି ପକ୍ଷରୁ ହୋଇଥିବା ଅଣୁ ଜୈବସାର ପରିଚାଳନା କେନ୍ଦ୍ରର ବିଦ୍ୟୁତ୍‌ ବିଲ ବାକି ଥିବାରୁ ଗତ ସପ୍ତାହରେ…

4 years ago

ଜିଲାପରିଷଦ ସଭାପତି ନିର୍ବାଚନ: ଗଞ୍ଜାମ ଅଞ୍ଜଳି, ଗଜପତି ଜି. ତିରୁପତି, କନ୍ଧମାଳ ନନ୍ଦିନୀ

ଛତ୍ରପୁର/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ୍‌, ୧୪ା୩: ଗଞ୍ଜାମ ଜିଲା ପରିଷଦ ସଭାପତି ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅଞ୍ଜଳି ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍‌ରୁ…

4 years ago

ବିଜେଡି ମହିଳା ସଭାନେତ୍ରୀଙ୍କ ଘର ଉପରକୁ ବୋମାମାଡ଼

ବରୀ,୧୪ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଜେଡି ମହିଳା ସଭାନେତ୍ରୀ ଜ୍ୟୋତ୍ସ୍ନାରାଣୀ ନାଥଶର୍ମାଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ଏନେଇ ଜ୍ୟୋତ୍ସ୍ନାରାଣୀ ରାମଚନ୍ଦ୍ରପୁର ଥାନାରେ ଲିଖିତ…

4 years ago

ବ୍ରହ୍ମପୁର ପୌର ନିର୍ବାଚନ ହେଉନି ନିରପେକ୍ଷ

ବ୍ରହ୍ମପୁର ଅଫିସ,୧୪ା୩: ବ୍ରହ୍ମପୁର ପୌର ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାରେ ପ୍ରଶାସନ ବିଫଳ ହୋଇଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ଇଙ୍ଗିତରେ ସରକାରୀ କଳ ବେନିୟମ ଭାବେ…

4 years ago

ରାତିସାରା ଷ୍ଟେଶନରେ ଶୋଉଛନ୍ତି ଯାତ୍ରୀ

କେନ୍ଦୁଝର,୧୪ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଏକ ଗରିବ ଓ ଆଦିବାସୀ ବହୁଳ ଜିଲା। ଜିଲାବାସୀ ବିଭିନ୍ନ ସ୍ଥାନକୁ ସ୍ବଳ୍ପ ଖର୍ଚ୍ଚରେ ଯିବା ଆସିବା ପାଇଁ ରେଳ ଉପରେ ଭରସା କରିଥାନ୍ତି।…

4 years ago

ବାପ-ଝିଅଙ୍କୁ ଚାପିଦେଲା ଟ୍ରକ୍‌

ଖମାର,୧୪ା୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ି ଯିବାରୁ ଦୁଇଜଣଙ୍କର…

4 years ago

ଭାରତୀଙ୍କ ଉପରେ ଭରସା ରଖିଲା ବିଜେଡି

ବାରିପଦା ଅଫିସ,୧୪ା୩: ମୟୂରଭଞ୍ଜ ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ବାରିପଦାସ୍ଥିତ ମୁର୍ଗାବାଡ଼ି ପ୍ରୟାସ ହଲ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶାମାଖୁଣ୍ଟା ବ୍ଲକ ୫୦ନଂ. ଜୋନ୍‌ ଜିଲା ପରିଷଦ…

4 years ago

କେନ୍ଦୁଝରରେ ମହିଳାଙ୍କୁ ପ୍ରାଧାନ୍ୟ

କେନ୍ଦୁଝର,୧୪ା୩ (ସ୍ବ.ପ୍ର/ଡି.ଏନ.ଏ.): କେନ୍ଦୁଝର ଜିଲା ପରିଷଦ ସଭାପତି ନିର୍ବାଚନ ରବିବାର ଶାନ୍ତିଶୃଙ୍ଖଳାରେ ଶେଷ ହୋଇଛି। ୩୧ ନଂ. ଜୋନ୍‌ରୁ ନିର୍ବାଚିତ ଜିଲା ପରିଷଦ ସଭ୍ୟା ତଥା ବିଜେଡି…

4 years ago

ଜିତିଲେ ଅପ୍ରତିଦ୍ୱନ୍ଦ୍ୱୀ ପ୍ରଫୁଲ୍ଲ

ଭଦ୍ରକ ଅଫିସ/ ବନ୍ତ,୧୪ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ୧୫ ନଂ. ଜୋନ୍‌ର ଜିଲା ପରିଷଦ ସଭ୍ୟ ତଥା ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ ଜେନା ସଭାପତି…

4 years ago