ଆମ ଜିଲା ଖବର

ନିଃଶୁଳ୍କ ସେବା ନ ପାଇ ନିରାଶ

ଅନୁଗୋଳ ଅଫିସ, ୫ା୧୨:ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳିବ ନିଃଶୁଳ୍କ ସେବା। ଉତ୍ତମ ଚିକିତ୍ସା ପାଇ ଉପକୃତ ହେବେ ଗରିବ ରୋଗୀ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ବ୍ୟାପକ…

4 years ago

ଅଦାଲତ କୋଠା, ଚିହ୍ନଟ ଜାଗା ଦେଖିଲେ ହାଇକୋର୍ଟ ବିଚାରପତି

ଶେରଗଡ଼/ହିଞ୍ଜିଳିକାଟୁ/ଆସିକା/ କବିସୂର୍ଯ୍ୟନଗର ୫ା୧୨(ଡି.ଏନ୍‌.ଏ.):ଶେରଗଡ଼ଠାରେ ଜେଏମ୍‌ଏଫ୍‌ସି କୋର୍ଟ ଅଛି। ଏହା ବର୍ତ୍ତମାନ ବ୍ଲକର ଏକ କୋଠାରେ ଚାଲିଛି। କୋର୍ଟର ସ୍ଥାୟୀ କୋଠା ନୂତନ ଭାବେ କାମ ସରିଛି। ଏହା…

4 years ago

ପଦ୍ମପୁର ଉପନିର୍ବାଚନ: ମତଦାନ ଆରମ୍ଭ

ବରଗଡ଼ ଅଫିସ୍‌/ପଦ୍ମପୁର,୫।୧୨(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ।…

4 years ago

ଆଜି ଭଦ୍ରକ ସହର ବନ୍ଦ

ଭଦ୍ରକ ଅଫିସ,୫।୧୨:ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଓ ଜିଲାରେ ମେଡିକାଲ କଲେଜ ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସୋମବାର ଭଦ୍ରକ ସହର ସକାଳ…

4 years ago

ଜଙ୍ଗଲରୁ ଜନପଦ ସବୁଠି ସଂଘର୍ଷ

କେନ୍ଦୁଝର,୫ା୧୨:କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଏବେ ନିତିଦିନିଆ ଘଟଣା ପାଲଟିଛି। ହାତୀପଲ ଜଙ୍ଗଲରେ ଖାଦ୍ୟ ଅଭାବ କାରଣରୁ ଗଁା ମୁହଁା ହେଉଛନ୍ତି। ଗ୍ରାମାଞ୍ଚଳରେ ଫସଲ ନଷ୍ଟ କରିବା…

4 years ago

ରାସ୍ତା ପ୍ରଶସ୍ତୀକରଣରେ ଅନିୟମିତତା

ଚଣ୍ଡିଖୋଲ,୫ା୧୨(ଡି.ଏନ୍‌.ଏ.):ଚାରିବାଟିଆ ପୂର୍ତ୍ତ ଡିଭିଜନର ବଡ଼ଚଣା ଉପଖଣ୍ଡ ଅନ୍ତର୍ଗତ ବାଲିଚନ୍ଦ୍ରପୁରଠାରୁ ବେଣୀପୁର ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ମାତ୍ର ଏହି କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।…

4 years ago

ସ୍ବତନ୍ତ୍ର ଜିଲା ଗଠନ ଦାବି ତେଜିଲା

ଯାଜପୁର ଅଫିସ,୫ା୧୨:ରାଜ୍ୟର ବିଭିନ୍ନ ଜିଲାରେ ସ୍ବତନ୍ତ୍ର ଜିଲା ଗଠନ ଦାବି ହେଉଥିବାବେଳେ କଳିଙ୍ଗନଗର ମଧ୍ୟ ପଛରେ ପଡ଼ିନାହିଁ। ଏହିକ୍ରମରେ ଯାଜପୁର ଜିଲା ବ୍ୟାସନଗରଠାରେ ରବିବାର ଏକ ବୈଠକରେ…

4 years ago

ଭିତରକନିକାରେ ବାର୍ଡଫ୍ଲୁ ଆଶଙ୍କା ନେଇ ସାମ୍ପୁଲ ସଂଗ୍ରହ

ରାଜନଗର, ୫ା୧୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଭିତରକନିକା ଜାତୀୟ ଉଦ୍ୟାନ ସୀମା ସରହଦରେ ଥିବା ସାତଭାୟାର ବିସ୍ତୀର୍ଣ୍ଣ ଜଳରାଶି ସହ ବଙ୍ଗୋପସାଗର ତଟବର୍ତ୍ତୀ ରାଇପାଟିଆ ସମେତ ବିଭିନ୍ନ ଆର୍ଦ୍ରଭୂମି ଅଞ୍ଚଳରେ…

4 years ago

ପର୍ଯ୍ୟଟନ ବିଭାଗ ଦୃଷ୍ଟି ଆଢୁଆଳରେ ଭକ୍ତ ବିଦୂରଙ୍କ ମନ୍ଦିର

ଡେରାବିଶ, ୫ା୧୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ପଞ୍ଚାୟତ ଅରାଖଣ୍ଡ ଗଁାରେ ଥିବା ଭକ୍ତ ବିଦୂରଙ୍କ ମନ୍ଦିର ସାଂସ୍କୃତିକ ଓ ଇତିହାସର ସ୍ମୃତି ବହନ କରି…

4 years ago

ଆଜି ପରୀକ୍ଷା, ୧୭ ଛାତ୍ରୀଛାତ୍ରଙ୍କ ପରୀକ୍ଷା ବର୍ଜନ ନିଷ୍ପତ୍ତି

ଦଶରଥପୁର,୫ା୧୨(ଡି.ଏନ.ଏ.):ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଥାଲକୁଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀରେ ଅଧ୍ୟୟନ କରୁଥିବା ୩୭ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୦ ଜଣଙ୍କୁ ମାଗଣା…

4 years ago