ଆମ ଜିଲା ଖବର

ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ

ରାଜନଗର,୯ା୯(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ଜମିଛି।…

4 years ago

ରହସ୍ୟ ଘେରରେ ବ୍ଲାକ୍‌ରୋଜ ଜାହାଜ ବୁଡ଼ି ଘଟଣା

ପାରାଦୀପ,୯ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ପାଇଁ କଳଙ୍କିତ ଦାଗ ଛାଡି ଯାଇଥିବା ବ୍ଲାକ୍‌ରୋଜ ଜାହାଜ ବୁଡିବା ଘଟଣା ଶୁକ୍ରବାର ୧୪ ବର୍ଷରେ ପହଞ୍ଚିଛି। ସମୁଦ୍ରର ଯେଉଁ ସ୍ଥାନରେ ଜାହାଜ…

4 years ago

ଡାମରପୁର ଘେରିବନ୍ଧ କାର୍ଯ୍ୟ ନିମ୍ନମାନର

ପଟ୍ଟାମୁଣ୍ଡାଇ,୯ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ୯ କିମି ବ୍ୟାପୀ ଡାମରପୁର ବନ୍ୟା ଘେରିବନ୍ଧ କାର୍ଯ୍ୟ ନିମ୍ନମାନର ହେଉଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବନ୍ୟା…

4 years ago

ବିପଦସଙ୍କୁଳ ସର୍ବ ପୁରାତନ ଶିକ୍ଷାନୁଷ୍ଠାନ

କୋରେଇ,୯ା୯(ଡି.ଏନ.ଏ.):କୋରେଇ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଲାଗି ରହିଥିବା ସର୍ବ ପୁରାତନ ଶିକ୍ଷା ଅନୁଷ୍ଠାନ କୋରେଇ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନାହିଁନାହିଁରେ ଚାଲିଛି। ଏଠାରେ ୫୦୦ରୁ…

4 years ago

ସାଟେଲାଇଟ୍‌ରେ ୨୯ ଖାଦାନର ସୀମା ନିର୍ଦ୍ଧାରଣ ସମ୍ପନ୍ନ

ଯାଜପୁର ଅଫିସ,୯ା୯: ଉନ୍ନୟନ କାର୍ଯ୍ୟ ଆଳରେ ଯାଜପୁର ଜିଲାର ଧର୍ମଶାଳା ବ୍ଲକ ଅଞ୍ଚଳର ସଂରକ୍ଷିତ ଓ ଅଣ ସଂରକ୍ଷିତ ଜଙ୍ଗଲ ପାହାଡ଼ରୁ କଳାପଥର ବ୍ୟବସାୟ ଚାଲିଛି। ଏହି…

4 years ago

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା, ସ୍ବାମୀ ଗିରଫ

ଯାଜପୁର ଟାଉନ,୯ା୯(ଡି.ଏନ.ଏ.): ଯାଜପୁର ଟାଉନ ଥାନା ଅନ୍ତର୍ଗତ ବୃନ୍ଦାବନପୁର ଗ୍ରାମରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା…

4 years ago

ରେଲ୍‌ଓ୍ବେ ଓଭରବ୍ରିଜ୍‌ ନିର୍ମାଣରେ ବିଳମ୍ବ

ଯାଜପୁର ରୋଡ,୯ା୯(ଡି.ଏନ.ଏ.): ଯାଜପୁରରୋଡ୍‌ ରେଳ ଷ୍ଟେଶନର ଉତ୍ତର ପଟେ ଓଭରବ୍ରିଜ ନିର୍ମାଣରେ ବିଳମ୍ବକୁ ନେଇ ଯାଜପୁରରୋଡ୍‌ ଷ୍ଟେଶନ ମ୍ୟାନେଜରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାଜପୁରରୋଡ…

4 years ago

ପୁରୀ ଜିଲାର ୪ ଶିକ୍ଷକଙ୍କୁ ବସନ୍ତ ବିଶ୍ୱାଳ ପୁରସ୍କାର

ପୁରୀ ଅଫିସ, ୯ା୯: ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ପୂର୍ବତନ ରାଜ୍ୟ ସଭାପତି ସ୍ବର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ସ୍ମୃତିରେ ବସନ୍ତ ଦିବସ ପାଳିତ…

4 years ago

ଗାଁକୁ ଫେରିଲେ ଗୋଟିଏ ପରିବାର

ପିପିଲି,୯।୯(ଡି.ଏନ୍‌.ଏ.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ବ୍ରାହ୍ମଣଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡିଥିଲେ। ସେଥିମଧ୍ୟରୁ ଗୁରୁବାର ଗୋଟେ ପରିବାର ଗ୍ରାମକୁ ଫେରି…

4 years ago

ଘର ସହାୟତା ଅପେକ୍ଷାରେ ବନ୍ୟା ବିପନ୍ନ

ଗୋପ,୯।୯(ଡି.ଏନ୍‌.ଏ.): ବନ୍ୟା ଛାଡ଼ିବାର ଦୁଇ ସପ୍ତାହ ପୂରିଛି। ହେଲେ ବିପନ୍ନଙ୍କ ଦୁଃଖ ସରିନି। କେତେକଙ୍କ ଘର ବନ୍ୟା ପାଣିରେ ଭାଙ୍ଗି ଯାଇଛି। ଏପରି ଏକ ଦୁଃଖଦ ସମୟରେ…

4 years ago