ଆମ ଜିଲା ଖବର

ଗୁଣି ସନ୍ଦେହରେ ପଡ଼ୋଶୀ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ରାୟଗଡ଼ା ଅଫିସ,୬ା୯: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏବେ ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଦୂର ହୋଇପାରିନାହିଁ । ଗ୍ରାମାଞ୍ଚଳ ଦୂରର କଥା ସହରୀ ଲୋକଙ୍କ ମାନସିକତାରେ ପରିବର୍ତ୍ତନ…

4 years ago

ସ୍ଥିତି ଅନୁଧ୍ୟାନ କଲେ ସ୍ବତନ୍ତ୍ର ପ୍ରତିନିଧି ଦଳ

ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିଯୋଗୁ…

4 years ago

ପ୍ରଦୂଷଣମୁକ୍ତ ହେବ ୨୮୧ ଜଳାଶୟ

ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା…

4 years ago

ବୃଦ୍ଧାଙ୍କୁ କଚାଡ଼ି ମାରିଲା ଦନ୍ତା

ଦେବଗଡ଼,୫ା୯(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ପଞ୍ଚାୟତ କାଲକାଠ ନିକଟ ଫଟାଟାଙ୍ଗର ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଯଶପିନ କୁଜୁର (୬୨)ଙ୍କ ମୃତ୍ୟୁ ଘଟିଛି। ସେ ଉକ୍ତ…

4 years ago

ବିଜେଡିରେ ମିଶିଲେ ୩ ହଜାର କର୍ମୀ

ପୋଲସରା,୫ା୯(ଡି.ଏନ୍‌.ଏ.): ବିଜୁ ଜନତା ଦଳର ପୋଲସରା ନିର୍ବାଚନ ମଣ୍ଡଳୀସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ଭାଜପା ଓ କଂଗ୍ରେସ ଛାଡି ପ୍ରାୟ ୩…

4 years ago

ପ୍ରତାରଣାର ଶିକାର ହୋଇ ଧାରଣା ଦେଲେ ପ୍ରେମିକା

ଭଦ୍ରକ ଅଫିସ, ୫।୯: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ମେରାଇନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଜଣେ ଯୁବକ ପ୍ରେମରେ ଫସାଇ ବିବାହ  ପ୍ରତିଶ୍ରୁତି ଦେଇ…

4 years ago

ଉଠା ଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ କାଟ୍‌: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

କେନ୍ଦୁଝର,୫ା୯(ସ୍ବ.ପ୍ର.): ସଦର ବ୍ଲକ ମଙ୍ଗଳାପଶି ଗ୍ରାମରେ ଥିବା ଦୁଇଟି ଉଠା ଜଳସେଚନ ପ୍ରକଳ୍ପ ଉପରେ ସ୍ଥାନୀୟ ଗରିବ ଆଦିବାସୀ ଓ ଅଣଆଦିବାସୀ ଚାଷୀମାନେ ନିର୍ଭର କରି ଚଳିଆସୁଛନ୍ତି।…

4 years ago

ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍‌ ଲୁଟ୍‌: ବନ୍ଧା ହେଲେ ଯୁବକ

ବ୍ରହ୍ମପୁର ଅଫିସ,୫।୯: ମହିଳାଙ୍କୁ ଅସଦାଚରଣ କରି ସୁନା ଚେନ୍‌ ଲୁଟ୍‌ ଘଟଣାରେ ବଡ଼ବଜାର ଥାନା ପୋଲିସ ସୋମବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ସୁଶୀଲ…

4 years ago

ଅସଲି ଲୋଗୋରେ ନକଲି ସାମଗ୍ରୀ ବିକ୍ରି, ଜଣେ ଅଟକ

ଫୁଲନଖରା,୫ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ପାହାଳ ଥାନା ଅନ୍ତର୍ଗତ ହଂସପାଳ ନିକଟସ୍ଥ ଶିବଶକ୍ତିନଗର ଲେନ୍‌ ୧୫ରେ ନକଲି ସର୍ଫ ଏକ୍ସିଲ ଓ ଟାଟା ସଲ୍ଟ ପ୍ୟାକେଟ ଜବତ ହୋଇଛି।…

4 years ago

ଗୁଣିଗାରେଡ଼ି ସନ୍ଦେହ: ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ପଡ଼ୋଶୀ

ରାୟଗଡ଼ା ଅଫିସ,୫ା୯: ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ହତ୍ୟା କରିଛନ୍ତି ପଡ଼ୋଶୀ ଯୁବକ। ରାୟଗଡ଼ା ସହରର କୋଇଲାପଡ଼ାଠାରେ ଏପରି ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରମା ବିଭାର (୫୦)ଙ୍କୁ ସୋମବାର…

4 years ago