ଆମ ଜିଲା ଖବର

ମନ୍ଦିରର ଐତିହ୍ୟ କରିଡର ହେବ ବିକାଶ: ସେବାୟତଙ୍କ ସହ ଆଲୋଚନା କଲେ ଜିଲାପାଳ

ସାକ୍ଷୀଗୋପାଳ, ୧। ୯(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରର ଐତିହ୍ୟ କରିଡର ବିକାଶ କାମ ଖୁବ୍‌ଶୀଘ୍ର ଆରମ୍ଭ ହେବ। ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀଠାରୁ ମନ୍ଦିରର ଚତୁଃପାର୍ଶ୍ୱ…

4 years ago

ଧୁମ୍‌ଧାମରେ ପାଳିତ ହେଲା ନୂଆଁଖାଇ ପର୍ବ

କର୍ଲାମୁଣ୍ଡା,୧।୯(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଗୁରୁବାର ଧୁମ୍‌ଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର କୁସୁରଲା, ବିଜାପାଟି,ସାଲେପାଲି,ବାଞ୍ଜିପଦର ଭଳି…

4 years ago

ସରକାରୀ ଅନୁଦାନ ଆତ୍ମସାତ୍‌ ଅଭିଯୋଗ: ଲୋକାୟୁକ୍ତ ପକ୍ଷରୁ ହେବ ତଦନ୍ତ

ହାଟଡିହୀ,୧ା୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ସରକାରୀ ଅନୁଦାନ ଆତ୍ମସାତ ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ତଦନ୍ତକାରୀ ଦଳ ସେପ୍ଟେମ୍ବର ୨ରେ ବ୍ଲକ କାର୍ଯ୍ୟାଳୟରେ…

4 years ago

ପାଣିରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ନିରାକାରପୁର,୧ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଚାନେଗିରି ପଞ୍ଚାୟତ ରମାବିଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ପ୍ରକାଶ ପ୍ରଧାନଙ୍କ ଅଢ଼େଇ…

4 years ago

ନୂଆଁଖାଇରେ ଉଦାହରଣ ପାଲଟିଲେ ଡାକ୍ତର ଦମ୍ପତି

ବରଗଡ଼ ଅଫିସ,୧ା୯: ଗୁରୁବାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ବର୍ତ୍ତମାନ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା। ପୂର୍ବରୁ ସମଲେଶ୍ବରୀଙ୍କ ପୀଠରେ ପଣ୍ଡିତମାନଙ୍କ ଦ୍ବାରା ଲଗ୍ନ…

4 years ago

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ

ପାଟଣା,୧ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୨ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ହାତୀପଲ ଏହି ରେଞ୍ଜ ସାହାରପଡ଼ା ସେକ୍ସନ ଗୋରାଣ୍ଡି ଯୋଡି ବିଟ୍‌…

4 years ago

ସ୍ତ୍ରୀଙ୍କ ସହ ଝଗଡ଼ା କରି ପୋଖରୀକୁ ଡେଇଁଲେ ସ୍ବାମୀ

କେନ୍ଦୁଝର,୧ା୯(ସ୍ବ.ପ୍ର.): କେନ୍ଦୁଝର ପୌରାଞ୍ଚଳର ଶିରିପୁର ପୋଖରୀକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ହୋଇଥିବା ବେଳେ ଦମକଳ ବାହିନୀ ଖୋଜାଖୋଜି କରୁଛି। ତାଙ୍କ ନାମ କୁନୁ ମୁଖୀ ବୋଲି…

4 years ago

ନିରାପଦ ନୁହେଁ ସହର ରାସ୍ତା

ନୟାଗଡ଼ ଅଫିସ,୧।୯: ନୟାଗଡ଼ ଜିଲା ସଦର ମହକୁମାର ରାସ୍ତା ନିରାପଦ ନୁହେଁ । ରାସ୍ତାରେ ଗୋରୁ ଓ କୁକୁର ମାଳ ମାଳ ହୋଇ ବୁଲିବା କାରଣରୁୁ ବଢ଼ୁଛି…

4 years ago

ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା ଦେଲେ ଛାତ୍ରୀଛାତ୍ର

ପାପଡ଼ାହାଣ୍ଡି,୧ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖର୍କି ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସସିସ୍‌ ନାଗଙ୍କ ବଦଳି ପ୍ରତିବାଦରେ ଗୁରୁବାର ବିଦ୍ୟାଳୟ ଆଗରେ ଧାରଣା…

4 years ago

ଋଣ ନେଣଦେଣରେ ଦଲାଲ ସକ୍ରିୟ

ପୁରୀ ଅଫିସ,୧।୯: ଋଣରେ ଇକ୍ୟୁଏଟେଡ୍‌ ମନ୍ଥ୍‌ଲି ଇନ୍‌ଷ୍ଟଲମେଣ୍ଟ୍‌ (ଇଏମ୍‌ଆଇ) ବ୍ୟବସ୍ଥା ଲାଗୁ ହେବା ପରେ ବଜାରରେ ଅର୍ଥନୈତିକ ଉତ୍ସାହ ପରିଲକ୍ଷିତ ହୋଇଛି। ଲୋକେ ସୁଧ ସହ ଋଣ…

4 years ago